Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିଜେଡି ଛାଡ଼ି ବିଜେପିରେ ଯୋଗ ଦେଲେ ଧର୍ମଶାଳା ନିର୍ବାଚନମଣ୍ଡଳୀର ନିର୍ବାଚିତ ଜନପ୍ରତିନିଧି
ଆଜିର ଖବର

ବିଜେଡି ଛାଡ଼ି ବିଜେପିରେ ଯୋଗ ଦେଲେ ଧର୍ମଶାଳା ନିର୍ବାଚନମଣ୍ଡଳୀର ନିର୍ବାଚିତ ଜନପ୍ରତିନିଧି

December 24, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link
ବିଜେଡି ଛାଡ଼ି ବିଜେପିରେ ଯୋଗ ଦେଲେ ଧର୍ମଶାଳା ନିର୍ବାଚନମଣ୍ଡଳୀର ନିର୍ବାଚିତ ଜନପ୍ରତିନିଧି

ଭୁବନେଶ୍ୱର: ଯାଜପୁର ଜିଲ୍ଲା ଧର୍ମଶାଳା ନିର୍ବାଚନମଣ୍ଡଳୀର ସରପଂଚ ନାଜବୁନ୍ ବେଗମ୍‌, ସୁନାକର ବେହେରା, ନିମାଇଁ ମଲ୍ଲିକ, ସୁରେନ୍ଦ୍ର ଥିଆଡି, ଚନ୍ଦନ କୁମାର ରାଉତ, ଜିତେନ୍ଦ୍ର କୁମାର ପାତ୍ର, ସୁମିତ୍ରା ସ୍ୱାଇଁ, ସରୋଜିନୀ ନାୟକ, ପ୍ରଶାନ୍ତ କୁମାର ରାଉତ, ଲତା ସେଠୀ, ସଫଳ ବେହେରା, ଫକୀର ନାରାୟଣ ମିଶ୍ର, ସୁଦାମ ଚରଣ ବେହେରା, ନର୍ମଳ କୁମାର ଦାସ, ବିକ୍ରମ ବିଶ୍ୱାଳ, ପ୍ରମୋଦ କୁମାର ଜେନା, ସୁରେଶ ଚନ୍ଦ୍ର ତରାଇ, ହୃଦାନନ୍ଦ ସାହୁଙ୍କ ସମେତ ବହୁ ବିଜେଡି ନେତା ବିଜେପିରେ ସାମିଲ ହୋଇଛନ୍ତି।

ସେହିପରି ପଂଚାୟତ ସମିତି ସଦସ୍ୟ ସବନମ୍ ପରୱିନ୍‌, ଝିଲ୍ଲିରାଣୀ ମଲ୍ଲିକ, ଦୋଳଗୋବିନ୍ଦ ମଲ୍ଲିକ, ପୁରୁଷୋତମ ପରିଡା, ସୌଦାବିନୀ ସ୍ୱାଇଁ, ସସ୍ମିତା ନାୟକ, ସୌମ୍ୟରଞ୍ଜନ ସାହୁ, ସୁନୀତା ସ୍ୱାଇଁ, ବିଦ୍ୟାଧର ମଲ୍ଲିକ, ପବିତ୍ର ବେହେରା, ସୁଚିସ୍ମିତା ଦାସ, ସରୋଜିନୀ ମହାନ୍ତି, ଅନ୍ନପୂର୍ଣ୍ଣା ସାହୁ, ମିତା ବେହେରା, ନିତ୍ୟାନନ୍ଦ ବିଶ୍ୱାଳ, ଅନନ୍ତ ତରାଇ, ସବିତା ସାମଲ ବିଜେଡି ଦଳ ତ୍ୟାଗ କରି ଆନୁଷ୍ଠାନିକ ଭାବେ ବିଜେପିରେ ସାମିଲ ହୋଇଛନ୍ତି ।

ସେହିପରି ଯାଜପୁର ଜିଲ୍ଲା ବିଜୁ ଯୁବଜନତା ଦଳର ସାଧାରଣ ସମ୍ପାଦକ ଗୌତମ ସାହୁ, ସମ୍ପାଦକ ମଦନ ମୋହନ ନାୟକ, ଧର୍ମଶାଳା ନିର୍ବାଚନ ମଣ୍ଡଳୀ ସଭାପତି ଜଳଧର ସାହୁ ବିଜେପିରେ ସାମିଲ ହୋଇଛନ୍ତି।

ସେହିପରି କୋତାପୁର ପଂଚାୟତର ବିଜେଡି ବରିଷ୍ଠ କାର୍ଯ୍ୟକର୍ତା ଅନୁଜ କୁମାର ଜେନା, ସମରେନ୍ଦ୍ର ଜେନା, କେଦାର ରାୟ, ଭୁବନ ଗ୍ରାମ ପଂଚାୟତର ବିଜେଡି ଯୁବ ସଭାପତି ରାଜେଶ ତ୍ରିପାଠୀଙ୍କ ସମେତ ଉତରପ୍ରତାପ ଓ ଚୋରାମୁହାଣ ପଂଚାୟତର ୱାର୍ଡ ମେମ୍ବରଙ୍କ ସମେତ ହଜାରରୁ ଉର୍ଦ୍ଧ୍ୱ ବିଜେଡି କର୍ମୀ ଆନୁଷ୍ଠାନିକ ଭାବେ ବିଜେପିରେ ସାମିଲ ହୋଇଛନ୍ତି ।

ରାଜ୍ୟ କାର୍ଯ୍ୟାଳୟରେ ଅନୁଷ୍ଠିତ ଏହି ମିଶ୍ରଣ ପର୍ବରେ ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲ ସମସ୍ତ ନୂତନ ସଦସ୍ୟଙ୍କୁ ଟୋପି ଓ ଉତରୀୟ ପ୍ରଦାନ କରି ସ୍ୱାଗତ ଜଣାଇଥିଲେ । ଏହି ମିଶ୍ରଣ ପର୍ବରେ ନବରଙ୍ଗପୁର ସାଂସଦ ଶ୍ରୀ ବଳଭଦ୍ର ମାଝୀ, ବିଧାୟକ ହିମାଂଶୁ ଶେଖର ସାହୁ, ରାଜ୍ୟ ମୁଖପାତ୍ର ସଜ୍ଜନ ଶର୍ମା, ଜିଲ୍ଲା ସଭାପତି ଗୈାତମ ରାୟ, ବରିଷ୍ଠ ନେତା ଅଶୋକ ମିଶ୍ର, ସବିତା ନନ୍ଦ, ବବିତା ମଲ୍ଲିକ ପ୍ରମୁଖ ଉପସ୍ଥିତ ଥିଲେ ।

ବିଜେପି ମିଶ୍ରଣ
Share. Facebook Twitter LinkedIn Email WhatsApp Copy Link

Related Posts

ପଦ୍ମଶ୍ରୀରେ ସମ୍ମାନିତ ହେବା ଅତ୍ୟନ୍ତ ପ୍ରେରଣାଦାୟକ: ହରମନପ୍ରୀତ କୌର

January 29, 2026

ରାଜ୍ୟ ଏନ.ଏସ.ଏସ ଶାଖା ପକ୍ଷରୁ “ଓଡ଼ିଶା ଦର୍ଶନ” ପରିଭ୍ରମଣ କାର୍ଯ୍ୟକ୍ରମ ଆୟୋଜିତ

January 29, 2026

ଏସିଆର ସବୁଠାରୁ ବଡ଼ ବେସାମରିକ ବିମାନ ଚଳାଚଳ କାର୍ଯ୍ୟକ୍ରମରେ ଓଡ଼ିଶା ସରକାର

January 29, 2026

e-IB ଅନଲାଇନ୍ ଆପ୍ଲିକେସନ୍ ସୁବିଧାକୁ ଶୁଭାରମ୍ଭ କଲେ ଆଇନ ମନ୍ତ୍ରୀ

January 29, 2026
Latest News

ପଦ୍ମଶ୍ରୀରେ ସମ୍ମାନିତ ହେବା ଅତ୍ୟନ୍ତ ପ୍ରେରଣାଦାୟକ: ହରମନପ୍ରୀତ କୌର

January 29, 2026

ରାଜ୍ୟ ଏନ.ଏସ.ଏସ ଶାଖା ପକ୍ଷରୁ “ଓଡ଼ିଶା ଦର୍ଶନ” ପରିଭ୍ରମଣ କାର୍ଯ୍ୟକ୍ରମ ଆୟୋଜିତ

January 29, 2026

ଏସିଆର ସବୁଠାରୁ ବଡ଼ ବେସାମରିକ ବିମାନ ଚଳାଚଳ କାର୍ଯ୍ୟକ୍ରମରେ ଓଡ଼ିଶା ସରକାର

January 29, 2026

ଭାରତ-ୟୁରୋପ ମୁକ୍ତ ବାଣିଜ୍ୟ ରାଜିନାମାକୁ ସ୍ୱାଗତ କଲେ ବିଶ୍ୱ ଗଣମାଧ୍ୟମ ଏବଂ ନେତୃବର୍ଗ

January 29, 2026

ବିଶ୍ୱ ଶକ୍ତି ଚାହିଦା-ଯୋଗାଣ ସନ୍ତୁଳନରେ ଭାରତ ନିର୍ଣ୍ଣାୟକ ଭୂମିକା ଗ୍ରହଣ କରିବ: ପ୍ରଧାନମନ୍ତ୍ରୀ

January 29, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.