Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆସିୟା ଅନ୍ଦ୍ରାବୀଙ୍କ ସମ୍ପତ୍ତି ଜବତ କଲା ଏନ୍‌ଆଇଏ
ଆଜିର ଖବର

ଆସିୟା ଅନ୍ଦ୍ରାବୀଙ୍କ ସମ୍ପତ୍ତି ଜବତ କଲା ଏନ୍‌ଆଇଏ

July 10, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଜାତୀୟ ତଦନ୍ତକାରୀ ସଂସ୍ଥା (ଏନ୍‌ଆଇଏ) ପକ୍ଷରୁ ବିଛିନ୍ନତାବାଦୀ ନେତ୍ରୀ ଆସିୟା ଅନ୍ଦ୍ରାବୀଙ୍କ ସମ୍ପତ୍ତି ଜବତ କରାଯାଇଛି । ଆତଙ୍କବାଦୀଙ୍କୁ ଅର୍ଥ ଯୋଗାଣ ଏବଂ ଅନ୍ୟାନ୍ୟ ଅଭିଯୋଗରେ ଏନ୍‌ଆଇଏ ପକ୍ଷରୁ ଏହି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି । ନିଜର ସଙ୍ଗଠନ ଦୁଖତରାନ ଏ ମିଲାତ ଜରିଆରେ ଅନ୍ଦ୍ରାବୀ ଅର୍ଥ ସଂଗ୍ରହ କରି ଆତଙ୍କୀଙ୍କ ମଧ୍ୟରେ ବିତରଣ କରୁଥିଲେ । ଏହା ସହିତ ଏନ୍‌ଆଇଏ ଏହି ମାମଲାରେ ଏନ୍‌ଆଇଏ ଅନ୍ୟ ଦୁଇଜଣଙ୍କ ନାମରେ ମଧ୍ୟ ମାମଲା ରୁଜୁ କରିଛି । ସୋଫି ଫେହମିଦା ଏବଂ ନାହିଦା ନସରୀନ୍‌ଙ୍କ ନାମରେ ମଧ୍ୟ ମାମଲା ରୁଜୁ କରାଯାଇଥିବା ଜଣାପଡିଛି । ଉଭୟ ନାହିଦା ଏବଂ ସୋଫିଙ୍କୁ ଗତବର୍ଷ ଜୁଲାଇ 5 ତାରିଖରେ ଗିରଫ କରାଯାଇଥିଲା ।

Share. Facebook Twitter LinkedIn Email WhatsApp Copy Link

Related Posts

ଅବୁ ସଲେମଙ୍କୁ ଆଶ୍ଵସ୍ତି ନାହିଁ: ଆବେଦନ ଖାରଜ କଲେ ସୁପ୍ରିମକୋର୍ଟ 

September 10, 2026

ମହିଳା ଏସିଆ କପ୍: ଆଜି ଭାରତ-ବାଂଲାଦେଶ ପ୍ରଥମ ସେମିଫାଇନାଲ

September 10, 2026

ଭାରସାମ୍ୟ ହରାଇ ବିଲ ଭିତରକୁ ପଶିଗଲା ସିମେଣ୍ଟ ବୋଝେଇ ଟ୍ରକ୍‌, ଡ୍ରାଇଭର ଆହତ

September 10, 2026

କବିରାଜ ଅନନ୍ତ ତ୍ରିପାଠୀ ଶର୍ମା ଆୟୁର୍ବେଦ ମେଡିକାଲ କଲେଜରେ ସ୍ନାତକତା ଦିବସ

September 10, 2026
Latest News

ଅବୁ ସଲେମଙ୍କୁ ଆଶ୍ଵସ୍ତି ନାହିଁ: ଆବେଦନ ଖାରଜ କଲେ ସୁପ୍ରିମକୋର୍ଟ 

September 10, 2026

ମହିଳା ଏସିଆ କପ୍: ଆଜି ଭାରତ-ବାଂଲାଦେଶ ପ୍ରଥମ ସେମିଫାଇନାଲ

September 10, 2026

ଭାରସାମ୍ୟ ହରାଇ ବିଲ ଭିତରକୁ ପଶିଗଲା ସିମେଣ୍ଟ ବୋଝେଇ ଟ୍ରକ୍‌, ଡ୍ରାଇଭର ଆହତ

September 10, 2026

କବିରାଜ ଅନନ୍ତ ତ୍ରିପାଠୀ ଶର୍ମା ଆୟୁର୍ବେଦ ମେଡିକାଲ କଲେଜରେ ସ୍ନାତକତା ଦିବସ

September 10, 2026

ଲଘୁଚାପ କ୍ଷେତ୍ର ସୃଷ୍ଟି : ମୟୂରଭଞ୍ଜରେ ସମସ୍ତ ସ୍କୁଲ ଛୁଟି

September 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.