Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ନକଲି ବ୍ରାଣ୍ଡର ପାଣି ବିକାଳିଙ୍କ ଉପରେ କାର୍ଯ୍ୟାନୁଷ୍ଠାନ : ୮୦୦ ଲୋକ ଗିରଫ
ଆଜିର ଖବର

ନକଲି ବ୍ରାଣ୍ଡର ପାଣି ବିକାଳିଙ୍କ ଉପରେ କାର୍ଯ୍ୟାନୁଷ୍ଠାନ : ୮୦୦ ଲୋକ ଗିରଫ

July 10, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ରେଳ ଷ୍ଟେସନ୍‌ ଓ ଟ୍ରେନ୍‌ରେ ନକଲି ବ୍ରାଣ୍ଡ୍‌ର ପାଣି ବିକାଳିଙ୍କ ବିରୋଧରେ ରେଳ ମନ୍ତ୍ରାଳୟ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି । ରେଳମନ୍ତ୍ରୀ ପୀୟୂଷ ଗୋଏଲ୍‌ କହିଛନ୍ତି ଯେ, ୩୦୦ରୁ ଅଧିକ ସ୍ଥାନ ଉପରେ ଚଢାଉ କରାଯାଇଛି । ଏହି ସମୟରେ ୪ଟି ପ୍ୟାଣ୍ଟ୍ରିକାର୍‌ର ପ୍ରବନ୍ଧକଙ୍କ ସମେତ ୮୦୦ଜଣଙ୍କୁ ଗିରଫ କରାଯାଇଛି । ୪୮,୮୬୦ଟି  ବୋତଲ ମଧ୍ୟ ଜବତ କରାଯାଇଛି । ନକଲି ବ୍ରାଣ୍ଡର୍‌ ପାଣି ନେଇ ଲଗାତାର ଭାବରେ ଯାତ୍ରୀଙ୍କ ଅଭିଯୋଗ ରହିଥିଲା । ବିହାରର ଭାଗଲପୁରଠାରୁ ନକଲି ବ୍ରାଣ୍ଡର୍‌ ୧୪୧ଟି ଓ୍ବାର୍ଡରଙ୍କୁ ମଧ୍ୟ ଗିରଫ କରାଯାଇଛି । ସେହିପରି ସେଠାରୁ ୪୨୯୨ଟି ନକଲି ପାଣି ବୋତଲ ଜବତ କରାଯାଇଛି । ଇଷ୍ଟର୍ଣ୍ଣ ରେଲ୍‌ଓ୍ବେ ‘ଥର୍ଷ୍ଟ ଅଭିଯାନ’ ଜରିଆରେ ଏହି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି । ଭାଗଲପୁର ଛଡ଼ା ହାଓ୍ବାଡା, ସିଆଲଦହ, ଆସନସୋଲ୍‌ ଓ ମାଲଦା ଷ୍ଟେସନଠାରେ ଏହି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି । ଏବଂ ରେଲ୍‌ଓ୍ବେ କାନୁନ୍‌ ଧାରା ୧୪୪/୧୪୭ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇ ସମସ୍ତ ଅପରାଧୀଙ୍କୁ ନ୍ୟାୟିକ ବିଚରାଳାୟକୁ ନିଆଯାଇଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ଅଗଷ୍ଟ ୨୦ ତାରିଖ ଗୁରୁବାର ରାଶିଫଳ, କେମିତି କଟିବ ଆଜିର ଦିନ

August 20, 2026

ଜମି ବିବାଦରୁ କାକାଙ୍କୁ ହତ୍ୟା ଅଭିଯୋଗ: ଦୁଇ ଅଭିଯୁକ୍ତ ଗିରଫ

August 19, 2026

ଅନଲାଇନ୍ ଚାଳକଙ୍କ ବିଶୃଙ୍ଖଳା ଘଟଣା: ୪୦୦ ଗାଡ଼ିର ପରମିଟ୍ ବାତିଲ ପାଇଁ ପ୍ରକ୍ରିୟା ଆରମ୍ଭ

August 19, 2026

ଘୋଷଣା ହେଲା ୪୭ତମ ଶାରଳା ପୁରସ୍କାର: ‘ବିଶ୍ବାସ ଦେ ପୃଥିବୀ’ ପାଇଁ ସମ୍ମାନିତ ହେବେ ଡ. ଆଶୁତୋଷ ପରିଡ଼ା

August 19, 2026
Latest News

ଆଜି ଅଗଷ୍ଟ ୨୦ ତାରିଖ ଗୁରୁବାର ରାଶିଫଳ, କେମିତି କଟିବ ଆଜିର ଦିନ

August 20, 2026

ବିଶ୍ୱକପରେ ଭାରତର ବୃହତ ବିଜୟ: ପୁଣି ପାକିସ୍ତାନକୁ ଚଟାଇଲା ଧୂଳି

August 19, 2026

ଜମି ବିବାଦରୁ କାକାଙ୍କୁ ହତ୍ୟା ଅଭିଯୋଗ: ଦୁଇ ଅଭିଯୁକ୍ତ ଗିରଫ

August 19, 2026

ଅନଲାଇନ୍ ଚାଳକଙ୍କ ବିଶୃଙ୍ଖଳା ଘଟଣା: ୪୦୦ ଗାଡ଼ିର ପରମିଟ୍ ବାତିଲ ପାଇଁ ପ୍ରକ୍ରିୟା ଆରମ୍ଭ

August 19, 2026

ଘୋଷଣା ହେଲା ୪୭ତମ ଶାରଳା ପୁରସ୍କାର: ‘ବିଶ୍ବାସ ଦେ ପୃଥିବୀ’ ପାଇଁ ସମ୍ମାନିତ ହେବେ ଡ. ଆଶୁତୋଷ ପରିଡ଼ା

August 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.