Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କର୍ଣ୍ଣାଟକ ରାଜନୖେତିକ ଡ୍ରାମା : ପୁଣି କଂଗ୍ରେସର ଦୁଇ ବିଧାୟକ ଇସ୍ତଫା ଦେଲେ
ଆଜିର ଖବର

କର୍ଣ୍ଣାଟକ ରାଜନୖେତିକ ଡ୍ରାମା : ପୁଣି କଂଗ୍ରେସର ଦୁଇ ବିଧାୟକ ଇସ୍ତଫା ଦେଲେ

July 10, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

କର୍ଣ୍ଣାଟକରେ ରାଜନୖେତିକ ଡ୍ରାମା ବନ୍ଦ ହେବାର ନା’ ନେଉନାହିଁ । କର୍ଣ୍ଣାଟକରେ କଂଗ୍ରେସ ଓ ଜେଡିଏସ୍‌ ମେଣ୍ଟ ସରକାରକୁ ପୁଣି ଥରେ ଝଟକା ଲାଗିଛି। ଆଜିକଂଗ୍ରେସର ଆଉ ୨ ଜଣ ବିଧାୟକ ବିଧାନସଭା ବାଚସ୍ପତିଙ୍କୁ ନିଜର ଇସ୍ତଫାପତ୍ର ପଠାଇ ଦେଇଛନ୍ତି। ଫଳରେ ଇସ୍ତଫା ଦେଇଥିବା ବିଧାୟକଙ୍କ ସଂଖ୍ୟା ଏବେ ୧୬ରେ ପହଞ୍ଚି ଯାଇଛି। ପୂର୍ବରୁ କଂଗ୍ରେସର ୧୧ ଓ ଜେଡିଏସ୍‌ର ୩ ଜଣ ବିଧାୟକ ନିଜ ପଦରୁ ଇସ୍ତଫା ଦେଇଥିଲେ। ଆଜି କଂଗ୍ରେସ ବିଧାୟକ ଏମଟିବି ନାଗରାଜ ଓ କେ ସୁଧାକର ବିଧାନସଭା ବାଚସ୍ପତି କେଆର ରମେଶଙ୍କୁ ଇସ୍ତଫାପତ୍ର ପଠାଇଛନ୍ତି। ପୂର୍ବରୁ ଇସ୍ତଫା ଦେଇଥିବା ୧୪ ଜଣ ବିଧାୟକଙ୍କ ମଧ୍ୟରୁ ବାଚସ୍ପତି ୮ ଜଣଙ୍କ ଇସ୍ତଫାପତ୍ର ନାକଚ କରିଦେଇ ଥିଲେ। ଏହି ଦୁଇ ବିଧାୟକଙ୍କ ଇସ୍ତଫା ପରେ କଂଗ୍ରେସ ଓ ଜେଡିଏସ୍‌ ମେଣ୍ଟ ସରକାର ଚିନ୍ତାରେ ରହିଥିବାବେଳେ କର୍ଣ୍ଣାଟକରେ ରାଜନୈତିକ ପରିସ୍ଥିତି ବେଶ୍‌ ଚର୍ଚ୍ଚାରେ ରହିଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ଦୁଇ-ତୃତୀୟାଂଶ ସଂଖ୍ୟା ଗରିଷ୍ଠତା ଆଡ଼କୁ NDA: ଜାଣନ୍ତୁ ବିରୋଧୀ ଦଳର ସଂଖ୍ୟା

June 19, 2026

NEET ପରୀକ୍ଷା ପାଇଁ ଡ୍ରେସ୍ କୋଡ୍ ଲାଗୁ: ମାର୍ଗଦର୍ଶିକା ଜାରି କଲା NTA

June 19, 2026

କେଏଲ ରାହୁଲଙ୍କ ଭୂମିକା ଉପରେ ଚିନ୍ତା: ଗମ୍ଭୀର ପ୍ରଶ୍ନ ଉଠାଇଲେ ପୂର୍ବତନ ଚୟନକର୍ତ୍ତା

June 19, 2026

୫୬ ବର୍ଷର ହେଲେ ରାହୁଲ ଗାନ୍ଧୀ: ଜନ୍ମଦିନର ବିଶେଷ ଶୁଭେଚ୍ଛା ପ୍ରଧାନମନ୍ତ୍ରୀ ମୋଦୀ 

June 19, 2026
Latest News

ଦୁଇ-ତୃତୀୟାଂଶ ସଂଖ୍ୟା ଗରିଷ୍ଠତା ଆଡ଼କୁ NDA: ଜାଣନ୍ତୁ ବିରୋଧୀ ଦଳର ସଂଖ୍ୟା

June 19, 2026

ଆମେରିକା-ଚୀନ୍-କେନ୍ଦ୍ରିକ “G2” ବ୍ୟବସ୍ଥାକୁ କଡ଼ା ବିରୋଧ କଲେ ଜନ୍ ବୋଲ୍ଟନ୍: ଟ୍ରମ୍ଫଙ୍କୁ ଦେଲେ ଚେତାବନୀ

June 19, 2026

NEET ପରୀକ୍ଷା ପାଇଁ ଡ୍ରେସ୍ କୋଡ୍ ଲାଗୁ: ମାର୍ଗଦର୍ଶିକା ଜାରି କଲା NTA

June 19, 2026

କେଏଲ ରାହୁଲଙ୍କ ଭୂମିକା ଉପରେ ଚିନ୍ତା: ଗମ୍ଭୀର ପ୍ରଶ୍ନ ଉଠାଇଲେ ପୂର୍ବତନ ଚୟନକର୍ତ୍ତା

June 19, 2026

୫୬ ବର୍ଷର ହେଲେ ରାହୁଲ ଗାନ୍ଧୀ: ଜନ୍ମଦିନର ବିଶେଷ ଶୁଭେଚ୍ଛା ପ୍ରଧାନମନ୍ତ୍ରୀ ମୋଦୀ 

June 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.