Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ନାବାଳିକା ଦୁଷ୍କର୍ମ ମାମଲା: ଜରିମାନା ସହ ଅଭିଯୁକ୍ତଙ୍କୁ ୨୦ ବର୍ଷ ଜେଲଦଣ୍ଡ
ଆଜିର ଖବର

ନାବାଳିକା ଦୁଷ୍କର୍ମ ମାମଲା: ଜରିମାନା ସହ ଅଭିଯୁକ୍ତଙ୍କୁ ୨୦ ବର୍ଷ ଜେଲଦଣ୍ଡ

December 25, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ରାଜସ୍ଥାନରୁ ISI ଏଜେଣ୍ଟ ଗିରଫ: ପାକିସ୍ତାନକୁ ପଠାଉଥିଲେ ସାମରିକ ସୂଚନା 
ରାଜସ୍ଥାନରୁ ISI ଏଜେଣ୍ଟ ଗିରଫ: ପାକିସ୍ତାନକୁ ପଠାଉଥିଲେ ସାମରିକ ସୂଚନା 

ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ବ୍ରହ୍ମପୁର ଜିଲ୍ଲା ପୋକ୍ସ ଅଦାଲତ ଜଜ୍ ପ୍ରଣତି ପଟ୍ଟନାୟକ ନାବାଳିକାକୁ ଅପହରଣ ଓ ଦୁଷ୍କର୍ମ ଅଭିଯୋଗରେ ମାମଲାର ରାୟ ଶୁଣାଇଛନ୍ତି। ୧୨ ଜଣ ସାକ୍ଷୀଙ୍କ ବୟାନକୁ ଭିତ୍ତି କରି ଗଞ୍ଜାମ ଜିଲ୍ଲା ପାଟପୁର ଥାନା ଅନ୍ତର୍ଗତ ଗଙ୍ଗାପୁର ଗ୍ରାମର ଅନୀଲ କୁମାର ସାହୁ ନାମକ ଜଣେ ଯୁବକଙ୍କୁ ବିଚାରପତି ୨୦ ବର୍ଷ ଜେଲଦଣ୍ଡ ସହ ୯ ହଜାର ଟଙ୍କା ଜରିମାନା ଆଦେଶ ଶୁଣାଇଛନ୍ତି। ଜରିମାନା ଅନାଦେୟ ଆଉ ୧୦ ମାସ ଜେଲଦଣ୍ଡ ଶୁଣାଇଛନ୍ତି।

ଘଟଣାରୁ ପ୍ରକାଶ ଅଭିଯୁକ୍ତ ଅନୀଲ ସାହୁ ଆସ୍କା ଥାନା ଅଞ୍ଚଳର ଜନୈକା ନାବାଳିକା ସହ ଗତ ୨୦୨୦ ମସିହାରୁ ସମ୍ପର୍କରେ ଥିଲେ। ପରବର୍ତ୍ତୀ ସମୟରେ ୨୦୨୧ ମସିହାରେ ଅନୀଲ ଉକ୍ତ ନାବାଳିକାକୁ ହାଇଦ୍ରାବାଦରେ ଏକ ମନ୍ଦିରରେ ବିବାହ କରିଥିଲେ ଓ ବିବାହ ପରେ ନାବାଳିକା ଜଣକ ଦୁଇ ମାସର ଗର୍ଭବତୀ ହୋଇଥିବା ଜାଣି ଅଭିଯୁକ୍ତ ଅନୀଲ ସେଠାରୁ ଫେରାର ହୋଇଯାଇଥିଲେ।

ନାବାଳିକା ଜଣକ ବହୁ ଖୋଜାଖୋଜି କରି ଅନୀଲଙ୍କୁ ନପାଇବାରୁ ଶେଷରେ ପରିବାର ଲୋକଙ୍କ ସହ  ଆସ୍କା ଥାନାରେ ଅଭିଯୋଗ କରିଥିଲେ। ପୋଲିସ ମାମଲା ରୁଜୁ କରି ଅନୀଲଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲ। ଅନୀଲ କିଛି ମାସ ଜେଲରେ ରହି ଜାମିନ ରେ ଆସିଥିଲେ।

ନାବାଳିକା ଦୁଷ୍କର୍ମ
Share. Facebook Twitter LinkedIn Email WhatsApp Copy Link

Related Posts

ନୟାଗଡ ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନରେ ରାଜ୍ୟ ସ୍ତରୀୟ ଜାତୀୟ ବିଜ୍ଞାନ ଦିବସ ପାଳିତ

March 3, 2026

ଓଡ଼ିଶାରେ ୫୪ ପ୍ରତିଶତରୁ ଅଧିକ ରାଜସ୍ବ ବଜାର ଅଂଶ ସହିତ ଜିଓର ଦବଦବା ଜାରି: ଟ୍ରାଇ ରିପୋର୍ଟ

March 3, 2026

ପ୍ରଥମ କ୍ରିକେଟ୍ ଦଳ ଭାବେ ଏହି ସମ୍ମାନଜନକ ପୁରସ୍କାର ପାଇଁ ମନୋନୀତ ହେଲା ଟିମ୍ ଇଣ୍ଡିଆ

March 3, 2026

ରାଜ୍ୟସଭା ନିର୍ବାଚନ ପାଇଁ ବିଜେପି ଘୋଷଣା କଲା ପ୍ରାର୍ଥୀଙ୍କ ନାମ, ସେପଟେ ଦିଲ୍ଲୀପ ରାୟ କଲେ ଘୋଷଣା

March 3, 2026
Latest News

ବଜେଟ୍ ପରବର୍ତ୍ତୀ ୱେବିନାରକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ

March 3, 2026

ମହତପଲ୍ଲାରେ ବାର୍ଷିକ ଉତ୍ସବ: ନାଟକ, କବିତା ଓ ନୃତ୍ୟରେ ମନମୁଗ୍ଧ ଦର୍ଶକ

March 3, 2026

ନୟାଗଡ ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନରେ ରାଜ୍ୟ ସ୍ତରୀୟ ଜାତୀୟ ବିଜ୍ଞାନ ଦିବସ ପାଳିତ

March 3, 2026

ଓଡ଼ିଶାରେ ୫୪ ପ୍ରତିଶତରୁ ଅଧିକ ରାଜସ୍ବ ବଜାର ଅଂଶ ସହିତ ଜିଓର ଦବଦବା ଜାରି: ଟ୍ରାଇ ରିପୋର୍ଟ

March 3, 2026

ପ୍ରଥମ କ୍ରିକେଟ୍ ଦଳ ଭାବେ ଏହି ସମ୍ମାନଜନକ ପୁରସ୍କାର ପାଇଁ ମନୋନୀତ ହେଲା ଟିମ୍ ଇଣ୍ଡିଆ

March 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.