Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଗଭୀର ଶୋକ ପ୍ରକାଶ
ଆଜିର ଖବର

ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଗଭୀର ଶୋକ ପ୍ରକାଶ

December 26, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ପୂର୍ବତନ ପ୍ରଧାନମନ୍ତ୍ରୀ ଡଃ ମନମୋହନ ସିଂହଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିଛନ୍ତି।

ଏକ ବାର୍ତ୍ତା ରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ସ୍ୱର୍ଗତଃ ମନମୋହନ ସିଂହ ଦେଶର ଜଣେ ମହାନ୍ ବରପୁତ୍ର ଥିଲେ। ଅର୍ଥନୀତି କ୍ଷେତ୍ରରେ ତାଙ୍କର ଜ୍ଞାନ ଓ ଦକ୍ଷତା ପାଇଁ ସେ ସାରା ବିଶ୍ବରେ ସମ୍ମାନର ଅଧିକାରୀ ହୋଇ ପାରିଥିଲେ। ଅର୍ଥ ମନ୍ତ୍ରୀ ଭାବରେ ଦେଶର ଅର୍ଥନୀତିକୁ ସେ ଏକ ନୂଆ ଦିଗ ଦେଇଥିଲେ। ତାଙ୍କର ଉଦାର ଅର୍ଥନୈତିକ ନୀତି ଯୋଗୁ ଭାରତ ବିଶ୍ଵର ଏକ ପ୍ରମୁଖ ଅର୍ଥନୀତି ଭାବେ ଯାତ୍ରା ଆରମ୍ଭ କରିଥିଲା। ପ୍ରଧାନମନ୍ତ୍ରୀ ଭାବେ ସେ ବିଭିନ୍ନ କ୍ଷେତ୍ରରେ ଦେଶର ବିକାଶକୁ ତ୍ୱରାନ୍ୱିତ କରିଥିଲେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ତାଙ୍କର ଜ୍ଞାନ, ଭଦ୍ରତା, ସାଧୁତା ଓ ଅମାୟୀକ ସ୍ଵଭାବ ତାଙ୍କ ପାଇଁ ରାଜନୀତି କ୍ଷେତ୍ରରେ ଭିନ୍ନ ଏକ ପରିଚୟ ସୃଷ୍ଟି କରିଥଲା।

ପରଲୋକ ଗତ ଆତ୍ମାର ସଦଗତି କାମନା କରିବା ସହିତ ମୁଖ୍ୟମନ୍ତ୍ରୀ ଶୋକ ସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ସମବେଦନା ପ୍ରକାଶ କରିଛନ୍ତି।

ଗଭୀର ଶୋକ ପ୍ରକାଶ ଡଃ ମନମୋହନ ସିଂହ ପୂର୍ବତନ ପ୍ରଧାନମନ୍ତ୍ରୀ ମୋହନ ଚରଣ ମାଝୀ
Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟସଭା ନିର୍ବାଚନ: ଦତ୍ତେଶ୍ୱର ହୋତାଙ୍କ ପକ୍ଷରେ ମତଦାନ କରିବାକୁ ସି.ପି.ଆଇ.(ଏମ୍) ର ଆହ୍ୱାନ

March 15, 2026

ଆସନ୍ତାକାଲି ରାଜ୍ୟସଭା ନିର୍ବାଚନ: ଓଡ଼ିଶାର ୪ଟି ଆସନ ପାଇଁ ହେବ ମତଦାନ

March 15, 2026

ଦିଲ୍ଲୀ-ସାହରନପୁର-ଡେରାଡୁନ ଏକ୍ସପ୍ରେସୱେ ପ୍ରକଳ୍ପ ପରିଦର୍ଶନ କଲେ ଗଣମାଧ୍ୟମ ପ୍ରତିନିଧି

March 15, 2026

ଆଞ୍ଚଳିକ ଶିକ୍ଷା ପ୍ରତିଷ୍ଠାନ ଭୁବନେଶ୍ବରରେ ଶୈଶବ ଯତ୍ନ ଓ ଶିକ୍ଷା ଉପରେ ଦୁଇଦିନିଆ କର୍ମଶାଳା

March 15, 2026
Latest News

ଆଜି ଘୋଷଣା ହେବ ବଙ୍ଗଳା ଏବଂ ଆସାମ ସମେତ ପାଞ୍ଚଟି ରାଜ୍ୟର ନିର୍ବାଚନ ତାରିଖ!: ଜାଣନ୍ତୁ ସମୟ

March 15, 2026

ରାଜ୍ୟସଭା ନିର୍ବାଚନ: ଦତ୍ତେଶ୍ୱର ହୋତାଙ୍କ ପକ୍ଷରେ ମତଦାନ କରିବାକୁ ସି.ପି.ଆଇ.(ଏମ୍) ର ଆହ୍ୱାନ

March 15, 2026

ଆସନ୍ତାକାଲି ରାଜ୍ୟସଭା ନିର୍ବାଚନ: ଓଡ଼ିଶାର ୪ଟି ଆସନ ପାଇଁ ହେବ ମତଦାନ

March 15, 2026

ଦିଲ୍ଲୀ-ସାହରନପୁର-ଡେରାଡୁନ ଏକ୍ସପ୍ରେସୱେ ପ୍ରକଳ୍ପ ପରିଦର୍ଶନ କଲେ ଗଣମାଧ୍ୟମ ପ୍ରତିନିଧି

March 15, 2026

ଆଞ୍ଚଳିକ ଶିକ୍ଷା ପ୍ରତିଷ୍ଠାନ ଭୁବନେଶ୍ବରରେ ଶୈଶବ ଯତ୍ନ ଓ ଶିକ୍ଷା ଉପରେ ଦୁଇଦିନିଆ କର୍ମଶାଳା

March 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.