Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବ୍ରହ୍ମପୁର ବଡଡାକ୍ତରଖାନାର ବରିଷ୍ଠ କିରାଣୀଙ୍କୁ ମାରଣାନ୍ତକ ଆକ୍ରମଣ
ଆଜିର ଖବର

ବ୍ରହ୍ମପୁର ବଡଡାକ୍ତରଖାନାର ବରିଷ୍ଠ କିରାଣୀଙ୍କୁ ମାରଣାନ୍ତକ ଆକ୍ରମଣ

December 27, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ବ୍ରହ୍ମପୁର ବଡ଼ ଡ଼ାକ୍ତରଖାନାରେ କାର୍ଯ୍ୟରତ ବରିଷ୍ଠ କିରାଣୀ କୈଳାଶ ଚନ୍ଦ୍ର ସାହୁଙ୍କୁ କିଛି ଯୁବକ ଖୋଡାସିଙ୍ଗି ଜୀବନ ବୀମା ନିଗମ କାର୍ଯ୍ୟଳୟ ସମ୍ମୁଖରେ ମୋଟରସାଇକେଲରେ ଆସି ମାରଣାନ୍ତକ ଆକ୍ରମଣ କରିଛନ୍ତି। ଗୁରୁତର ଆହତ ଅବସ୍ଥାରେ କୈଳାଶ ପାଟି କରିବାରୁ ଆକ୍ରମଣକାରୀ ଯୁବକ ମାନେ ଘଟଣାସ୍ଥଳରୁ ଚମ୍ପଟ୍ ମାରିଥିଲେ। ଉପସ୍ଥିତ କିଛି ଲୋକ ଆମ୍ବୁଲାନ୍ସ ଯୋଗେ ଚିକିତ୍ସା ନିମନ୍ତେ ବଡ଼ ଡ଼ାକ୍ତରଖାନାରେ ଭର୍ତ୍ତି କରିଥିଲେ।

ଖବର ପାଇ ବୈଦ୍ୟନାଥ ପୁର ଥାନା ପୋଲିସ୍ ଡାକ୍ତରଖାନାରେ ପହଞ୍ଚି ଆହତ କୈଳାଶଙ୍କ ଠାରୁ ବିବୃତ୍ତି ନେଇ ଘଟଣାର ତଦନ୍ତ ଆରମ୍ଭ କରିଛି।

ବ୍ରହ୍ମପୁର ବଡଡାକ୍ତରଖାନା ମାରଣାନ୍ତକ ଆକ୍ରମଣ
Share. Facebook Twitter LinkedIn Email WhatsApp Copy Link

Related Posts

ଚାକିରି ପାଇଁ ଯୋଗ ବାଧ୍ୟତାମୂଳକ!: HSSC ଏବଂ HPSC ପରୀକ୍ଷାରେ ବଡ଼ ହେବ ପରିବର୍ତ୍ତନ

June 22, 2026

ଭାରତ ପାଇଁ ବଢିଲା ଟି-୨୦ ବିଶ୍ୱକପ୍ ରୁ ବାଦ ପଡ଼ିବାର ଆଶଙ୍କା: ବୁଝନ୍ତୁ ସମ୍ପୂର୍ଣ୍ଣ ସମୀକରଣ

June 22, 2026

ବିଜେଡିକୁ ବଡ଼ ଝଟକା: କ୍ରସ୍ ଭୋଟିଂ ମାମଲାରେ ୮ ବିଧାୟକଙ୍କ ବିରୋଧରେ ଅଯୋଗ୍ୟତା ଆବେଦନ ଖାରଜ

June 22, 2026

ଉଦ୍ଧବ ଠାକରେଙ୍କୁ ବଡ଼ ଝଟକା!: ବିଜେପିରେ ଯୋଗ ଦେଲେ ୫୦ ରୁ ଅଧିକ ପଦାଧିକାରୀ

June 22, 2026
Latest News

ଚାକିରି ପାଇଁ ଯୋଗ ବାଧ୍ୟତାମୂଳକ!: HSSC ଏବଂ HPSC ପରୀକ୍ଷାରେ ବଡ଼ ହେବ ପରିବର୍ତ୍ତନ

June 22, 2026

ଭାରତ ପାଇଁ ବଢିଲା ଟି-୨୦ ବିଶ୍ୱକପ୍ ରୁ ବାଦ ପଡ଼ିବାର ଆଶଙ୍କା: ବୁଝନ୍ତୁ ସମ୍ପୂର୍ଣ୍ଣ ସମୀକରଣ

June 22, 2026

ବିଜେଡିକୁ ବଡ଼ ଝଟକା: କ୍ରସ୍ ଭୋଟିଂ ମାମଲାରେ ୮ ବିଧାୟକଙ୍କ ବିରୋଧରେ ଅଯୋଗ୍ୟତା ଆବେଦନ ଖାରଜ

June 22, 2026

ଉଦ୍ଧବ ଠାକରେଙ୍କୁ ବଡ଼ ଝଟକା!: ବିଜେପିରେ ଯୋଗ ଦେଲେ ୫୦ ରୁ ଅଧିକ ପଦାଧିକାରୀ

June 22, 2026

NEET ପୁନଃପରୀକ୍ଷାରେ ମହାଠକେଇ! ନକଲି ପ୍ରାର୍ଥୀ ସାଜି ପରୀକ୍ଷା ଦେଉଥିଲେ ଡାକ୍ତର ଓ MBBS ଛାତ୍ର, ୯ ଜଣ ଗିରଫ

June 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.