Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଅଦିନିଆ ବର୍ଷାରେ ଫସଲ କ୍ଷତି ଯୋଗୁଁ ଚାଷୀଙ୍କ ଆତ୍ମହତ୍ୟା
ଆଜିର ଖବର

ଅଦିନିଆ ବର୍ଷାରେ ଫସଲ କ୍ଷତି ଯୋଗୁଁ ଚାଷୀଙ୍କ ଆତ୍ମହତ୍ୟା

December 28, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ବ୍ରହ୍ମପୁର: ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅଧୀନ ବଡ଼ମାଧପୁର ପଞ୍ଚାୟତ ଅଧୀନ ବରଙ୍ଗ ଗାଁର ଜଣେ ଚାଷୀ ଘରେ ରଶି ଲଗାଇ ଆତ୍ମହତ୍ୟା କରିଛନ୍ତି। ଚାଷୀ ଜଣକ ହେଲେ ବରଙ୍ଗ ଗ୍ରାମର ବନମାଳୀ ପେଣ୍ଠେଇ (୬୪)। ଅଦିନିଆ ବର୍ଷାରେ ଧାନ ଫସଲ ବ୍ୟାପକ କ୍ଷତି ହେବାରୁ ଏହା ସହି ନ ପାରି ସେ ଏଭଳି ଚରମ ପଦକ୍ଷେପ ନେଇଥିବା ଜଣାଯାଇଛି। ତାଙ୍କର ୪ ଝିଅ, ଗୋଟେ ପୁଅ ବିବାହ କରି ସାରିଛନ୍ତି।

୫ ଏକର ଜମିରେ ଧାନ ଫସଲ ଭାଗ ଚାଷୀ ହିସାବରେ ଚାଷ କରିଥିଲେ ଏବଂ ନିଜର ୨ ଭରଣ ଜମିରେ ମଧ୍ୟ ଧାନ ଚାଷ କରିଥିଲେ। ସମସ୍ତ ଧାନ ଫସଲ ଅଦିନିଆ ଲଗାଣ ବର୍ଷାରେ ଉଜୁଡି ଯାଇଛି। କ୍ଷେତରେ କଟା ହେବା ଧାନ ପଡ଼ି ରହି ଗଜା ହୋଇଯାଇଛି।

ପ୍ରାୟ ୨ ଲକ୍ଷ ଟଙ୍କା ଅନ୍ୟ ଠାରୁ ଧାର କରଜ କରି ସେ ଚାଷ କରିଥିଲେ ବୋଲି ଜଣାଯାଇଛି। କ୍ଷତି ସହି ନପାରି ସେ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି। ଏସମ୍ପର୍କରେ ଖବର ପାଇ ଛତ୍ରପୁର ଥାନା ପୋଲିସ ଓ ରାଜସ୍ବ ଅଧିକାରୀ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି।

ଅଦିନିଆ ବର୍ଷା ଚାଷୀଙ୍କ ଆତ୍ମହତ୍ୟା ଫସଲ କ୍ଷତି
Share. Facebook Twitter LinkedIn Email WhatsApp Copy Link

Related Posts

କବିରାଜ ଅନନ୍ତ ତ୍ରିପାଠୀ ଶର୍ମା ଆୟୁର୍ବେଦ ମେଡିକାଲ କଲେଜରେ ସ୍ନାତକତା ଦିବସ

September 10, 2026

ଲଘୁଚାପ କ୍ଷେତ୍ର ସୃଷ୍ଟି : ମୟୂରଭଞ୍ଜରେ ସମସ୍ତ ସ୍କୁଲ ଛୁଟି

September 10, 2026

ମଧୁ ଗୌଡ଼ ୟାସ୍ଖୀଙ୍କୁ ବଡ଼ ଦାୟିତ୍ୱ, ଅଲ୍ ଇଣ୍ଡିଆ ପ୍ରଫେସନାଲ୍ସ କଂଗ୍ରେସର ଅଧ୍ୟକ୍ଷ ନିଯୁକ୍ତ

September 10, 2026

ବିଲ୍ଡିଂ ଦୁର୍ଘଟଣା: ସ୍ଲାବ୍ ଭୁଶୁଡ଼ି ଫସିଲେ ୧୫ ଶ୍ରମିକ, ସମସ୍ତେ ସୁରକ୍ଷିତ ଉଦ୍ଧାର

September 10, 2026
Latest News

କବିରାଜ ଅନନ୍ତ ତ୍ରିପାଠୀ ଶର୍ମା ଆୟୁର୍ବେଦ ମେଡିକାଲ କଲେଜରେ ସ୍ନାତକତା ଦିବସ

September 10, 2026

ଲଘୁଚାପ କ୍ଷେତ୍ର ସୃଷ୍ଟି : ମୟୂରଭଞ୍ଜରେ ସମସ୍ତ ସ୍କୁଲ ଛୁଟି

September 10, 2026

ମଧୁ ଗୌଡ଼ ୟାସ୍ଖୀଙ୍କୁ ବଡ଼ ଦାୟିତ୍ୱ, ଅଲ୍ ଇଣ୍ଡିଆ ପ୍ରଫେସନାଲ୍ସ କଂଗ୍ରେସର ଅଧ୍ୟକ୍ଷ ନିଯୁକ୍ତ

September 10, 2026

ବିଲ୍ଡିଂ ଦୁର୍ଘଟଣା: ସ୍ଲାବ୍ ଭୁଶୁଡ଼ି ଫସିଲେ ୧୫ ଶ୍ରମିକ, ସମସ୍ତେ ସୁରକ୍ଷିତ ଉଦ୍ଧାର

September 10, 2026

ମଧ୍ୟବର୍ତ୍ତୀକାଳୀନ ନିର୍ବାଚନ ପରେ ଶେଷ ହେବ ଇରାନ ଯୁଦ୍ଧ, କମିବ ତେଲ ଦର: ଟ୍ରମ୍ପ

September 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.