Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଅନ୍ତିମ ଯାତ୍ରାରେ ପୂର୍ବତନ ପ୍ରଧାନମନ୍ତ୍ରୀ ଡକ୍ଟର ମନମୋହନ ସିଂ, ଦିଲ୍ଲୀ ନିଗମବୋଧ ଘାଟରେ ଅନ୍ତିମ ସଂସ୍କାର
ଆଜିର ଖବର

ଅନ୍ତିମ ଯାତ୍ରାରେ ପୂର୍ବତନ ପ୍ରଧାନମନ୍ତ୍ରୀ ଡକ୍ଟର ମନମୋହନ ସିଂ, ଦିଲ୍ଲୀ ନିଗମବୋଧ ଘାଟରେ ଅନ୍ତିମ ସଂସ୍କାର

December 28, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ଅନ୍ତିମ ଯାତ୍ରାରେ ପୂର୍ବତନ ପ୍ରଧାନମନ୍ତ୍ରୀ ଡକ୍ଟର ମନମୋହନ ସିଂ, ଦିଲ୍ଲୀ ନିଗମବୋଧ ଘାଟରେ ଅନ୍ତିମ ସଂସ୍କାର

ନୂଆଦିଲ୍ଲୀ: ଆଜି ଅନ୍ତିମ ଯାତ୍ରାରେ ପୂର୍ବତନ ପ୍ରଧାନମନ୍ତ୍ରୀ ଡକ୍ଟର ମନମୋହନ ସିଂ। ଏକ ବିରାଟ ଶୋଭାଯାତ୍ରାରେ ତାଙ୍କର ପ୍ରାର୍ଥିବ ଶରୀରକୁ ଆଜି କଂଗ୍ରେସ ମୁଖ୍ୟ କାର୍ଯ୍ୟାଳୟକୁ ନିଆଯାଇଥିଲା। ସେଠାରେ ତାଙ୍କୁ ଅନ୍ତିମ ସମ୍ମାନ ପ୍ରଦାନ କରାଯାଇଥିଲା। ଏହାପରେ ତାଙ୍କର ପ୍ରାର୍ଥିବ ଶରୀରକୁ ଦିଲ୍ଲୀ ନିଗମବୋଧ ଘାଟକୁ ନିଆଯାଉଛି। ଏହି ଶୋଭାଯାତ୍ରାରେ ଖୋଦ ରାହୁଳ ଗାନ୍ଧୀଙ୍କ ସହିତ ବହୁ କଂଗ୍ରେସ ନେତା ସାମିଲ ହୋଇଛନ୍ତି।

ନିମଗବୋଧ ଘାଟରେ ତାଙ୍କ ଅନ୍ତିମ ସଂସ୍କାରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ରାଜନାଥ ସିଂହ, ଅମିତ ଶାହ, ବିଭିନ୍ନ ରାଜ୍ୟର କଂଗ୍ରେସ ମୁଖ୍ୟମନ୍ତ୍ରୀ, ଦିଲ୍ଲୀ ମୁଖ୍ୟମନ୍ତ୍ରୀ, ତିନିସେନାର ମୁଖ୍ୟ ପ୍ରମୁଖ ସେଠାରେ ଉପସ୍ଥିତ ଅଛନ୍ତି। କିଛି ସମୟ ପରେ ତାଙ୍କର ଅନ୍ତିମ ସଂସ୍କାର କରାଯିବ।

 

Dr Manmohan Singh ଡଃ ମନମୋହନ ସିଂହ ଡକ୍ଟର ମନମୋହନ ସିଂ
Share. Facebook Twitter LinkedIn Email WhatsApp Copy Link

Related Posts

ଭୁବନେଶ୍ବର ସୁପରମାର୍ଟ ରେ ଭୀଷଣ ଅଗ୍ନିକାଣ୍ଡ, କ୍ରେନ ସାହାଯ୍ୟରେ ନିଆଁ ଲିଭାଇବାକୁ ଚେଷ୍ଠା

February 24, 2026

ବିନା ଛୁଞ୍ଚିରେ ଦିଆଯିବ ଇଞ୍ଜେକ୍ସନ, ଓଡିଶା ଷ୍ଟାର୍ଟଅପ କୁ ମିଳିଲା ପେଣ୍ଟଟ

February 24, 2026

ଭୁବନେଶ୍ୱର ୱାର୍ଲ୍ଡ ସ୍କିଲ୍‌ ସେଣ୍ଟର ଏବଂ ପିଆଇବି କାର୍ଯ୍ୟାଳୟ ପରିଦର୍ଶନ କଲେ ମଧ୍ୟପ୍ରଦେଶ ଗଣମାଧ୍ୟମ ପ୍ରତିନିଧି

February 24, 2026

ରେଳ ସୁରକ୍ଷାକୁ  ସୁଦୃଢ କରୁଛନ୍ତି କବଚ ଓ ଏଆଇ

February 24, 2026
Latest News

ଭୁବନେଶ୍ବର ସୁପରମାର୍ଟ ରେ ଭୀଷଣ ଅଗ୍ନିକାଣ୍ଡ, କ୍ରେନ ସାହାଯ୍ୟରେ ନିଆଁ ଲିଭାଇବାକୁ ଚେଷ୍ଠା

February 24, 2026

ବିନା ଛୁଞ୍ଚିରେ ଦିଆଯିବ ଇଞ୍ଜେକ୍ସନ, ଓଡିଶା ଷ୍ଟାର୍ଟଅପ କୁ ମିଳିଲା ପେଣ୍ଟଟ

February 24, 2026

ଭୁବନେଶ୍ୱର ୱାର୍ଲ୍ଡ ସ୍କିଲ୍‌ ସେଣ୍ଟର ଏବଂ ପିଆଇବି କାର୍ଯ୍ୟାଳୟ ପରିଦର୍ଶନ କଲେ ମଧ୍ୟପ୍ରଦେଶ ଗଣମାଧ୍ୟମ ପ୍ରତିନିଧି

February 24, 2026

ରେଳ ସୁରକ୍ଷାକୁ  ସୁଦୃଢ କରୁଛନ୍ତି କବଚ ଓ ଏଆଇ

February 24, 2026

ରାଜ୍ୟ ସରକାରଙ୍କ ୬୦୦ ଇ-ବସ୍ କିଣିବାକୁ ଯୋଜନା

February 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.