Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»‘ବାପା ଏବଂ ପୁଅକୁ ହତ୍ୟା କରିବି’: ଏସପି ସାଂସଦଙ୍କୁ ଘରେ ପଶି ହତ୍ୟା କରିବା ପାଇଁ ଧମକ
ଆଜିର ଖବର

‘ବାପା ଏବଂ ପୁଅକୁ ହତ୍ୟା କରିବି’: ଏସପି ସାଂସଦଙ୍କୁ ଘରେ ପଶି ହତ୍ୟା କରିବା ପାଇଁ ଧମକ

December 28, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଉତ୍ତରପ୍ରଦେଶର ସମ୍ଭଲ ଆସନରୁ ସମାଜବାଦୀ ପାର୍ଟି ସାଂସଦ ଜିଆଉର ରହମାନ ବର୍କେ ଏବଂ ତାଙ୍କ ପିତାଙ୍କୁ ମୃତ୍ୟୁ ଧମକ ମାମଲା ସାମ୍ନାକୁ ଆସିଛି। ଏସପି ସାଂସଦଙ୍କ ବାସଭବନରେ ତଦାରଖକାରୀ ଭାବେ କାମ କରୁଥିବା କାମିଲ ଜଣେ ଅଜ୍ଞାତ ଯୁବକଙ୍କ ଉପରେ ହତ୍ୟା କରିବାର ଧମକ ଦେଇଥିବା ଅଭିଯୋଗ କରିଛନ୍ତି। ସେ କହିଛନ୍ତି ଯେ, ଅଭିଯୁକ୍ତଜଣଙ୍କ ସାଂସଦଙ୍କ ବାସଭବନରେ ପ୍ରବେଶ କରି ତାଙ୍କୁ ଧମକ ଦେଇଥିଲା, ନଖାସା ପୋଲିସ ଷ୍ଟେସନରେ ଏହି ମାମଲା ଦାୟର କରାଯାଇଛି।

ଏସପି ସାଂସଦ ଜିଆଉର ରହମାନ ବର୍କଙ୍କ ବାସଭବନରେ ତଦାରଖକାରୀ ଭାବେ କାର୍ଯ୍ୟ କରୁଥିବା କାମିଲ ନଖାସା ପୋଲିସ ଷ୍ଟେସନରେ ଏ ସମ୍ପର୍କରେ ଅଭିଯୋଗ କରିଛନ୍ତି। କାମିଲ କହିଛନ୍ତି ଯେ, ଅଜ୍ଞାତ ଅଭିଯୁକ୍ତଜଣଙ୍କ ସାଂସଦଙ୍କ ବାସଭବନରେ ପ୍ରବେଶ କରି ବର୍କ ଏବଂ ତାଙ୍କ ପିତାଙ୍କୁ ହତ୍ୟା କରିବାକୁ ଧମକ ଦେଇଥିଲେ। ଅଭିଯୁକ୍ତ କହିଛନ୍ତି ଯେ, ସେ ଉଭୟ ପିତା ଏବଂ ପୁଅଙ୍କୁ ହତ୍ୟା କରିବେ। ଯାହା ପରେ ଏହି ମାମଲା ଉତ୍ତପ୍ତ ହୋଇଛି। ଅଭିଯୋଗ ପରେ ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି।

sambhal UP news Ziaur Rahman Barq
Share. Facebook Twitter LinkedIn Email WhatsApp Copy Link

Related Posts

NITI Aayog Index 2026: ଦେଶର ଉପଯୁକ୍ତ ବିନିଯୋଗ କ୍ଷେତ୍ରରେ ୫ମ ସ୍ଥାନରେ ଓଡିଶା

July 21, 2026

ଅଗଷ୍ଟ ୧ରୁ MyWAVESରେ ‘ଜେମ୍ସ ଅଫ୍ ଇଣ୍ଡିଆ’ ଚ୍ୟାଲେଞ୍ଜ: ଡିଜିଟାଲ୍ ସୃଷ୍ଟିକର୍ତ୍ତାଙ୍କ ପାଇଁ ସୁଯୋଗ

July 21, 2026

ସିଜେପି ର ପ୍ରତିବାଦକୁ ଦୁର୍ବଳ କରିବା ଲକ୍ଷ୍ୟ: କଂଗ୍ରେସ-ବିଜେପି ଉପରେ ଗୁରୁତର ଅଭିଯୋଗ ଆଣିଲା ଆପ 

July 21, 2026

ନବ ନିର୍ବାଚିତ ସାଂସଦ ଦିଲ୍ଲୀପ ରାୟ ରାଜ୍ୟସଭାରେ ପଚାରିଲେ ପ୍ରଶ୍ନ, ଉତ୍ତର ରଖିଲେ ଅର୍ଥମନ୍ତ୍ରୀ, କହିଲେ..

July 21, 2026
Latest News

NITI Aayog Index 2026: ଦେଶର ଉପଯୁକ୍ତ ବିନିଯୋଗ କ୍ଷେତ୍ରରେ ୫ମ ସ୍ଥାନରେ ଓଡିଶା

July 21, 2026

ଅଗଷ୍ଟ ୧ରୁ MyWAVESରେ ‘ଜେମ୍ସ ଅଫ୍ ଇଣ୍ଡିଆ’ ଚ୍ୟାଲେଞ୍ଜ: ଡିଜିଟାଲ୍ ସୃଷ୍ଟିକର୍ତ୍ତାଙ୍କ ପାଇଁ ସୁଯୋଗ

July 21, 2026

ସିଜେପି ର ପ୍ରତିବାଦକୁ ଦୁର୍ବଳ କରିବା ଲକ୍ଷ୍ୟ: କଂଗ୍ରେସ-ବିଜେପି ଉପରେ ଗୁରୁତର ଅଭିଯୋଗ ଆଣିଲା ଆପ 

July 21, 2026

ନବ ନିର୍ବାଚିତ ସାଂସଦ ଦିଲ୍ଲୀପ ରାୟ ରାଜ୍ୟସଭାରେ ପଚାରିଲେ ପ୍ରଶ୍ନ, ଉତ୍ତର ରଖିଲେ ଅର୍ଥମନ୍ତ୍ରୀ, କହିଲେ..

July 21, 2026

ରାହୁଲ ଏବଂ ପ୍ରିୟଙ୍କା ଅଟକ: ପ୍ରଧାନମନ୍ତ୍ରୀଙ୍କ ବାସଭବନରୁ ଅଖିଳେଶ ଯାଦବଙ୍କୁ ହଟାଇଲା ପୋଲିସ

July 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.