Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପଞ୍ଚଭୁତରେ ବିଲୀନ ହେଲେ ପୂର୍ବତନ ପ୍ରଧାନମନ୍ତ୍ରୀ, ଝିଅ ଦେଲେ ମୁଖାଗ୍ନି
ଆଜିର ଖବର

ପଞ୍ଚଭୁତରେ ବିଲୀନ ହେଲେ ପୂର୍ବତନ ପ୍ରଧାନମନ୍ତ୍ରୀ, ଝିଅ ଦେଲେ ମୁଖାଗ୍ନି

December 28, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଆର୍ଥିକ ସଂସ୍କାରକର ଜନକ ତଥା ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ ପଞ୍ଚଭୁତରେ ବିଲୀନ ହୋଇଛନ୍ତି। ମନମୋହନ ସିଂଙ୍କୁ ଝିଅ ମୁଖାଗ୍ନି ଦେଇଛନ୍ତି। ନିଗମବୋଧ ଘାଟରେ ରାଜକୀୟ ସମ୍ମାନ ସହିତ ତାଙ୍କର ଅନ୍ତିମ ସଂସ୍କାର କରାଯାଇଛି।

ସମସ୍ତ ତିନି ସେନା ତାଙ୍କୁ ଅଭିବାଦନ ଜଣାଇଲେ। ଏହାପୂର୍ବରୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, ଅମିତ ଶାହା, କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖଡଗେ, ସୋନିଆ ଗାନ୍ଧୀ ଏବଂ ରାହୁଲ ଗାନ୍ଧୀ ନିଗମ ବୋଧ ଘାଟରେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ।

ଏହାପୂର୍ବରୁ ତାଙ୍କର ପାର୍ଥିବ ଶରୀରକୁ କଂଗ୍ରେସ ମୁଖ୍ୟାଳୟରେ ସର୍ବସାଧାରଣ ଦର୍ଶନ ପାଇଁ ରଖାଯାଇଥିଲା। ଏଠାରେ ମଲ୍ଲିକାର୍ଜୁନ ଖଡଗେ, ସୋନିଆ ଗାନ୍ଧୀ, ରାହୁଲ ଗାନ୍ଧୀ, ପ୍ରିୟଙ୍କା ଗାନ୍ଧୀଙ୍କ ସମେତ ସମସ୍ତ କଂଗ୍ରେସ ନେତା ଶେଷ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି।

Manmohan Singh Manmohan Singh Death Manmohan Singh News
Share. Facebook Twitter LinkedIn Email WhatsApp Copy Link

Related Posts

ବାଲିଯାତ୍ରାରେ ଆକର୍ଷଣର କେନ୍ଦ୍ରବିନ୍ଦୁ ସାଜିଛି ସିବିସିର “ମଲ୍ଟିମିଡିଆ ପ୍ରଦର୍ଶନୀ”

November 12, 2025

Delhi Car Blast Update: କାର ବିସ୍ପୋରଣର ମାମଲାରେ ମିଳିଲା ଓଡିଶା ଲିଙ୍କ,ହେପାଜତରେ ୪ ସନ୍ଦିଗ୍ଧ

November 12, 2025

ତିନୋଟି ଔଷଧକୁ ତିନି ବର୍ଷ ପାଇଁ କଳା ତାଲିକାଭୁକ୍ତ କଲା CGMSC 

November 12, 2025

ଭାରତର ପ୍ରଧାନମନ୍ତ୍ରୀଙ୍କ ଭୂଟାନ ଗସ୍ତ ସମ୍ପର୍କରେ ମିଳିତ ପ୍ରେସ ବିଜ୍ଞପ୍ତି

November 12, 2025
Latest News

ବାଲିଯାତ୍ରାରେ ଆକର୍ଷଣର କେନ୍ଦ୍ରବିନ୍ଦୁ ସାଜିଛି ସିବିସିର “ମଲ୍ଟିମିଡିଆ ପ୍ରଦର୍ଶନୀ”

November 12, 2025

Delhi Car Blast Update: କାର ବିସ୍ପୋରଣର ମାମଲାରେ ମିଳିଲା ଓଡିଶା ଲିଙ୍କ,ହେପାଜତରେ ୪ ସନ୍ଦିଗ୍ଧ

November 12, 2025

ତିନୋଟି ଔଷଧକୁ ତିନି ବର୍ଷ ପାଇଁ କଳା ତାଲିକାଭୁକ୍ତ କଲା CGMSC 

November 12, 2025

ଭାରତର ପ୍ରଧାନମନ୍ତ୍ରୀଙ୍କ ଭୂଟାନ ଗସ୍ତ ସମ୍ପର୍କରେ ମିଳିତ ପ୍ରେସ ବିଜ୍ଞପ୍ତି

November 12, 2025

ଆଞ୍ଚଳିକ ଶିକ୍ଷା ପ୍ରତିଷ୍ଠାନରେ ‘ଜାତୀୟ ଶିକ୍ଷା ଦିବସ’ ପାଳିତ

November 12, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.