Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଦିଲ୍ଲୀ ବିଧାନସଭା ନିର୍ବାଚନକୁ ଓହ୍ଲାଇଲା ଅଜିତ ପାୱାରଙ୍କ ଦଳ, ୧୧ ଟି ଆସନରେ ଦେଲା ପ୍ରାର୍ଥୀ
ଆଜିର ଖବର

ଦିଲ୍ଲୀ ବିଧାନସଭା ନିର୍ବାଚନକୁ ଓହ୍ଲାଇଲା ଅଜିତ ପାୱାରଙ୍କ ଦଳ, ୧୧ ଟି ଆସନରେ ଦେଲା ପ୍ରାର୍ଥୀ

December 28, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଦିଲ୍ଲୀ ବିଧାନସଭା ନିର୍ବାଚନକୁ ନେଇ ଏବେ ସମସ୍ତ ରାଜନୈତିକ ଦଳ ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି। ଏହି ନିର୍ବାଚନ ପାଇଁ AAP, ବିଜେପି ଏବଂ କଂଗ୍ରେସ ପ୍ରାର୍ଥୀ ଘୋଷଣା ପାଇଁ ପ୍ରସ୍ତୁତି ଆରମ୍ଭ କରିଦେଇଥିବା ବେଳେ ଏବେ ଅଜିତ ପାୱାରଙ୍କ ରାଷ୍ଟ୍ରବାଦୀ କଂଗ୍ରେସ ମଧ୍ୟ ନିର୍ବାଚନ ମଇଦାନକୁ ଓହ୍ଲାଇଛି।

ସୂଚନା ଅନୁଯାୟୀ ଅଜିତ ପାୱାରଙ୍କ ରାଷ୍ଟ୍ରବାଦୀ କଂଗ୍ରେସ ପାର୍ଟି ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କରିଛି। ଏନସିପି ୧୧ ଜଣ ପ୍ରାର୍ଥୀଙ୍କୁ ଟିକେଟ୍ ଦେଇଥିବା ଜଣାପଡିଛି।

ajit pawar Delhi Assembly Election 2025 Delhi Chunav 2025 Delhi Election 2025 Delhi News Elections 2025 ncp
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ଜୁଲାଇ ୨୩ ତାରିଖ ବୁଧବାରରେ ଏହି ଆଠଟି ରାଶିର ବ୍ୟକ୍ତିମାନେ ରୁହନ୍ତୁ ସତର୍କ

July 23, 2025

ଜୁଲାଇ ୨୪ ରେ ‘ଜାତୀୟ ସମବାୟ ନୀତି ୨୦୨୫’ କୁ ଉନ୍ମୋଚନ କରିବେ ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ 

July 22, 2025

ପୂର୍ବାଞ୍ଚଳ ଲେଖକ ସମ୍ମିଳନୀ ଉଦଘାଟିତ

July 22, 2025

ପ୍ରଧାନମନ୍ତ୍ରୀ ଜନଜାତି ଉନ୍ନତ ଗ୍ରାମ ଅଭିଯାନ: ଭାରତର ସର୍ବବୃହତ ଜନଜାତି ଗ୍ରାମ ବିକାଶ ଯୋଜନା

July 22, 2025
Latest News

ଆଜି ଜୁଲାଇ ୨୩ ତାରିଖ ବୁଧବାରରେ ଏହି ଆଠଟି ରାଶିର ବ୍ୟକ୍ତିମାନେ ରୁହନ୍ତୁ ସତର୍କ

July 23, 2025

ଆଇଏଏସ ସ୍ତରରେ ବଡ ଧରଣର ଅଦଳବଦଳ, ହେମନ୍ତ ଶର୍ମାଙ୍କୁ ସୂଚନା ଓ ଲୋକ ସଂପର୍କ ବିଭାଗର ଅତିରିକ୍ତ ଦାୟିତ୍ବ

July 22, 2025

ଜୁଲାଇ ୨୪ ରେ ‘ଜାତୀୟ ସମବାୟ ନୀତି ୨୦୨୫’ କୁ ଉନ୍ମୋଚନ କରିବେ ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ 

July 22, 2025

ପୂର୍ବାଞ୍ଚଳ ଲେଖକ ସମ୍ମିଳନୀ ଉଦଘାଟିତ

July 22, 2025

ପ୍ରଧାନମନ୍ତ୍ରୀ ଜନଜାତି ଉନ୍ନତ ଗ୍ରାମ ଅଭିଯାନ: ଭାରତର ସର୍ବବୃହତ ଜନଜାତି ଗ୍ରାମ ବିକାଶ ଯୋଜନା

July 22, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.