Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଅଦିନିଆ ବର୍ଷାଜନିତ ଫସଲ କ୍ଷୟକ୍ଷତିର ଅନୁଧ୍ୟାନ ପାଇଁ ଜିଲ୍ଲା ଗସ୍ତ କରିବେ ମୁଖ୍ୟମନ୍ତ୍ରୀଙ୍କ ସହ ମନ୍ତ୍ରୀଗଣ
ଆଜିର ଖବର

ଅଦିନିଆ ବର୍ଷାଜନିତ ଫସଲ କ୍ଷୟକ୍ଷତିର ଅନୁଧ୍ୟାନ ପାଇଁ ଜିଲ୍ଲା ଗସ୍ତ କରିବେ ମୁଖ୍ୟମନ୍ତ୍ରୀଙ୍କ ସହ ମନ୍ତ୍ରୀଗଣ

December 28, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ଅଦିନିଆ ବର୍ଷାଜନିତ ଫସଲ କ୍ଷୟକ୍ଷତିର ଅନୁଧ୍ୟାନ ପାଇଁ ଜିଲ୍ଲା ଗସ୍ତ କରିବେ ମୁଖ୍ୟମନ୍ତ୍ରୀଙ୍କ ସହ ମନ୍ତ୍ରୀଗଣ

ଭୁବନେଶ୍ବର: ଅଦିନିଆ ବର୍ଷାଜନିତ ଫସଲ କ୍ଷୟକ୍ଷତିର ଆକଳନ ପାଇଁ ଜିଲ୍ଲା ବୁଲିବେ ମୁଖ୍ୟମନ୍ତ୍ରୀ ଏବଂ ମନ୍ତ୍ରୀଗଣ। ସେମାନେ ଫସଲ କ୍ଷୟକ୍ଷତିର ଅନୁଧ୍ୟାନ ସହ ଚାଷୀଙ୍କ ସହିତ ଆଲୋଚନା କରିବେ।

ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଦୁଇ ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ ଓ ପ୍ରଭାତୀ ପରିଡ଼ାଙ୍କ ସମେତ ଅନ୍ୟ ମନ୍ତ୍ରୀ ବିଭିନ୍ନ ଜିଲ୍ଲା ଗସ୍ତରେ ଯିବେ। ସୂଚନା ଅନୁସାରେ

ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ମାଝୀ ଓ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ- ଗଞ୍ଜାମ, ଗଜପତି ଓ ନୟାଗଡ଼ ଜିଲ୍ଲା। ନୟାଗଡ଼ ଜିଲ୍ଲାର ରଣପୁର, ଗଜପତିର ଗୋସାଣୀ ଓ ଗଞ୍ଜାମ ଜିଲ୍ଲାର ରଙ୍ଗେଇଲୁଣ୍ଡା/ଛତ୍ରପୁର ବ୍ଲକ।

ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ– କଟକ ଓ ଜଗତସିଂହପୁର,

ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା– ଭଦ୍ରକ ଓ ବାଲେଶ୍ୱର

ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର– କେନ୍ଦ୍ରାପଡ଼ା ଓ ଯାଜପୁର

ସମବାୟ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ– ଖୋର୍ଦ୍ଧା ଜିଲ୍ଲା ଗସ୍ତରେ ଯିବେ ବୋଲି ସୂଚନା ମିଳିଛି ।

ଅଦିନିଆ ବର୍ଷା ଫସଲ କ୍ଷୟକ୍ଷତି ଫସଲ କ୍ଷୟକ୍ଷତି ଆକଳନ
Share. Facebook Twitter LinkedIn Email WhatsApp Copy Link

Related Posts

ପାଟନାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ଟ୍ରକ୍-ଅଟୋ ଧକ୍କାରେ ୮ ମୃତ

August 23, 2025

ସେମିକନ୍‌ ଇଣ୍ଡିଆ ୨୦୨୫ର ଚତୁର୍ଥ ସଂସ୍କରଣକୁ ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ

August 23, 2025

ମେଗା ଧାରାବାହିକ,’ସାଥୀ ସାତ ଜନ୍ମର’ ରେ ସମ୍ପର୍କର ଦୋଛକିରେ ଅର୍ଚ୍ଚନା

August 23, 2025

ଡ୍ରିମ୧୧ ସହିତ ବିସିସିଆଇର କୋଟି କୋଟି ଟଙ୍କାର ଚୁକ୍ତି ବର୍ବାଦ?: ଚିନ୍ତା ବଢାଇଲା ନୂଆ ଆଇନ

August 23, 2025
Latest News

ପାଟନାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ଟ୍ରକ୍-ଅଟୋ ଧକ୍କାରେ ୮ ମୃତ

August 23, 2025

ସେମିକନ୍‌ ଇଣ୍ଡିଆ ୨୦୨୫ର ଚତୁର୍ଥ ସଂସ୍କରଣକୁ ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ

August 23, 2025

ମେଗା ଧାରାବାହିକ,’ସାଥୀ ସାତ ଜନ୍ମର’ ରେ ସମ୍ପର୍କର ଦୋଛକିରେ ଅର୍ଚ୍ଚନା

August 23, 2025

ଡ୍ରିମ୧୧ ସହିତ ବିସିସିଆଇର କୋଟି କୋଟି ଟଙ୍କାର ଚୁକ୍ତି ବର୍ବାଦ?: ଚିନ୍ତା ବଢାଇଲା ନୂଆ ଆଇନ

August 23, 2025

ସମନ୍ୱିତ ବିଶ୍ୱ ଆର୍ଥିକ ପ୍ରଯୁକ୍ତିବିଦ୍ୟା ସାମର୍ଥ୍ୟ ହବ୍’- ଭାରତନେତ୍ରର ଶୁଭାରମ୍ଭ

August 23, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.