Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଓସିଏ ସଭାପତି ପଦରୁ ଇସ୍ତଫା ଦେଲେ ପ୍ରଣବ ପ୍ରକାଶ ଦାସ, ଜାଣନ୍ତୁ କାରଣ
ଆଜିର ଖବର

ଓସିଏ ସଭାପତି ପଦରୁ ଇସ୍ତଫା ଦେଲେ ପ୍ରଣବ ପ୍ରକାଶ ଦାସ, ଜାଣନ୍ତୁ କାରଣ

December 29, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ଓସିଏ ସଭାପତି ପଦରୁ ଇସ୍ତଫା ଦେଲେ ପ୍ରଣବ ପ୍ରକାଶ ଦାସ, ଜାଣନ୍ତୁ କାରଣ

ଭୁବନେଶ୍ବର: ଓସିଏ ବା ଓଡିଶା କ୍ରିକେଟ ଆସୋସିଏସନ ସଭାପତି ପଦରୁ ଇସ୍ତଫା ପ୍ରଦାନ କରିଛନ୍ତି ବିଜେଡିର ଟାଣୁଆ ନେତା ପ୍ରଣବ ପ୍ରକାଶ ଦାସ। ସେ ବ୍ୟକ୍ତିଗତ କାରଣ ତଥା ସମୟ ଦେଇ ପାରୁ ନ ଥିବାରୁ ସେ ଏହି ଇସ୍ତଫା ଦେଇଛନ୍ତି ବୋଲି କହିଛନ୍ତି ଓସିଏ ସଂପାଦକ ସଂଜୟ ବେହେରା। ତେବେ ନିୟମ ଅନୁସାରେ ଓସିଏ ଉପସଭାପତି ପଙ୍କଜ ଲୋଚନ ମହାନ୍ତି ଏହି ଦାୟିତ୍ବରେ ରହିବେ।

ତେବେ ଓସିଏର ନିୟମ ଅନୁସାରେ ଆସନ୍ତା 45 ଦିନ ମଧ୍ୟରେ ସଭାପତି ନିର୍ବାଚନ ଅନୁଷ୍ଠିତ ହେବ। ଏହାପରେ ନୂଆ ସଭାପତି ଦାୟିତ୍ବ ନେବା ପରେ ଓସିଏର ବିକାଶ ଦିଗରେ କାର୍ଯ୍ୟ ଆରମ୍ଭ ହେବ। ପ୍ରଣବ ପ୍ରକାଶ ବିଜେଡି ସରକାରରେ ଥିବା ବେଳେ ସେ ଏହି ବ୍ୟୟ ବହୁଳ ସଂସ୍ଥାର ସଭାପତି ଭାବେ ନିର୍ବାଚିତ ହୋଇଥିଲେ। ହେଲେ ବିଜେଡି ସରକାରରୁ ଯିବା ପରେ ସେ ଏହି ପଦବୀରେ ଆଉ ବେଶୀ ଦିନ ରହିପାରିବେ ନାହିଁ ବୋଲି ଜଣାପଡିଥିଲା।

ଓସିଏ ସଭାପତି ପ୍ରଣବ ପ୍ରକାଶ ଦାସ ବବି ଦାସ
Share. Facebook Twitter LinkedIn Email WhatsApp Copy Link

Related Posts

ଅବକାରୀ ବିଭାଗ ପକ୍ଷରୁ ଚଢ଼ାଉ: ବିପୁଳ ପରିମାଣର ଗଞ୍ଜେଇ ସହ କାର୍ ଜବତ

April 6, 2026

ମା’ ତାରାତାରିଣୀ ମନ୍ଦିରରେ ପୂଜାର୍ଚ୍ଚନା କଲେ ପ୍ରଧାନମନ୍ତ୍ରୀଙ୍କ ଦ୍ୱିତୀୟ ପ୍ରମୁଖ ସଚିବ

April 6, 2026

ଛେଳି ଚରାଉଥିବା ବେଳେ ବଜ୍ରପାତରେ ବୃଦ୍ଧଙ୍କ ମୃତ୍ୟୁ, ସରକାରୀ ସହାୟତା ଦାବି

April 6, 2026

ଆଜି ମହାପ୍ରଭୁଙ୍କ ପଇତାଲାଗି ନୀତି: ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣଙ୍କ ଦର୍ଶନ

April 6, 2026
Latest News

ବଙ୍ଗୋପସାଗର ଓ ପଶ୍ଚିମ ଏସିଆର ପରିସ୍ଥିତି ଉପରେ ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟର କଡ଼ା ନଜର

April 6, 2026

ଅବକାରୀ ବିଭାଗ ପକ୍ଷରୁ ଚଢ଼ାଉ: ବିପୁଳ ପରିମାଣର ଗଞ୍ଜେଇ ସହ କାର୍ ଜବତ

April 6, 2026

ମା’ ତାରାତାରିଣୀ ମନ୍ଦିରରେ ପୂଜାର୍ଚ୍ଚନା କଲେ ପ୍ରଧାନମନ୍ତ୍ରୀଙ୍କ ଦ୍ୱିତୀୟ ପ୍ରମୁଖ ସଚିବ

April 6, 2026

ଛେଳି ଚରାଉଥିବା ବେଳେ ବଜ୍ରପାତରେ ବୃଦ୍ଧଙ୍କ ମୃତ୍ୟୁ, ସରକାରୀ ସହାୟତା ଦାବି

April 6, 2026

ଆଜି ମହାପ୍ରଭୁଙ୍କ ପଇତାଲାଗି ନୀତି: ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣଙ୍କ ଦର୍ଶନ

April 6, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.