Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ରାଜ୍ୟ ମନ୍ତ୍ରିପରିଷଦର ବୈଠକ
ଆଜିର ଖବର

ଆଜି ରାଜ୍ୟ ମନ୍ତ୍ରିପରିଷଦର ବୈଠକ

July 11, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
naveen support one nation, one election
naveen support one nation, one election

ଗୁରୁବାର ଦିନ  ପୂର୍ବାହ୍ନ ୧୧ଟା ୪୫ମିନିଟରେ ରାଜ୍ୟ ମନ୍ତ୍ରିପରିଷଦର ଏକ ବୈଠକ ଅନୁଷ୍ଠିତ ହେବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ସଚିବାଳୟର ତୃତୀୟ ମହଲା ସମ୍ମିଳନୀ କକ୍ଷରେ ହେବାକୁ ଥିବା ଏହି ମନ୍ତ୍ରିପରିଷଦ ବୈଠକର ଏଜେଣ୍ଡା ସମ୍ପର୍କରେ ମନ୍ତ୍ରୀମାନଙ୍କୁ କୌଣସି ଆନୁଷ୍ଠାନିକ ସୂଚନା ଦିଆଯାଇ ନାହିଁ। କେବଳ ବୈଠକରେ ଉପସ୍ଥିତ ରହିବାକୁ ନିର୍ଦ୍ଦେଶ ଦିଆଯିବା ସହ ଟେବୁଲ ଉପରେ ହିଁ ମନ୍ତ୍ରୀମାନଙ୍କୁ ଏଜେଣ୍ଡା ଦିଆଯିବ ବୋଲି କୁହାଯାଇଛି। ସେହିପରି ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଆସନ୍ତାକାଲି ସନ୍ଧ୍ୟାରେ ରାଜ୍ୟ ସୂଚନା କମିଶନର ଚୟନ ବୈଠକରେ ଯୋଗ ଦେବା ପାଇଁ ରାଜ୍ୟ ଅତିଥି ଭବନକୁ ଯିବାର କାର୍ଯ୍ୟକ୍ରମ ରହିଛି।

Share. Facebook Twitter LinkedIn Email WhatsApp Copy Link

Related Posts

ପରାଜୟ ମଧ୍ୟରେ ଏହି ନିର୍ବାଚନରେ ​​ଟିଏମସି ର ବଡ଼ ବିଜୟ: କେତେ ଆସନ ଜିତିଲା ବିଜେପି?

August 20, 2026

ପୁଣି ଥରେ ନିଷେଧାଦେଶ ବଢାଇଲା ପାକିସ୍ତାନ: ଭାରତୀୟ ବିମାନ ପାଇଁ ବନ୍ଦ ରହିବ ଆକାଶ ମାର୍ଗ

August 20, 2026

ଛାତ୍ରୀ ଅପହରଣ ଓ ଦୁଷ୍କର୍ମ ମାମଲା: ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ

August 20, 2026

ICC Test Ranking: ଜାଣନ୍ତୁ ଶୀର୍ଷ ୧୦ ରେ କେତେଜଣ ଭାରତୀୟ?

August 20, 2026
Latest News

‘କଂଗ୍ରେସ ଦେଶ ବିରୋଧୀ ନିଷ୍ପତ୍ତି ନେଇଛି’: ‘ବନ୍ଦେ ମାତରମ୍’ ଉପରେ ଅମିତ ଶାହଙ୍କ ବଡ଼ ଆକ୍ରମଣ

August 20, 2026

ପରାଜୟ ମଧ୍ୟରେ ଏହି ନିର୍ବାଚନରେ ​​ଟିଏମସି ର ବଡ଼ ବିଜୟ: କେତେ ଆସନ ଜିତିଲା ବିଜେପି?

August 20, 2026

ପୁଣି ଥରେ ନିଷେଧାଦେଶ ବଢାଇଲା ପାକିସ୍ତାନ: ଭାରତୀୟ ବିମାନ ପାଇଁ ବନ୍ଦ ରହିବ ଆକାଶ ମାର୍ଗ

August 20, 2026

ଛାତ୍ରୀ ଅପହରଣ ଓ ଦୁଷ୍କର୍ମ ମାମଲା: ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ

August 20, 2026

୨୪ ଘଣ୍ଟା ମଧ୍ୟରେ ଭାରତ ମାଧ୍ୟମରେ ପାକିସ୍ତାନକୁ ତିନୋଟି ଝଟକା: ଜାଣନ୍ତୁ….

August 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.