Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ନିଖିଳ ଓଡ଼ିଶା ଆଇନଜୀବୀ ସଂଘର ୫୩ ତମ ବାର୍ଷିକ ସମ୍ମିଳନୀକୁ ଉଦଘାଟନ କଲେ ଉଚ୍ଚ ନ୍ୟାୟାଳୟର ବିଚାରପତି
ଆଜିର ଖବର

ନିଖିଳ ଓଡ଼ିଶା ଆଇନଜୀବୀ ସଂଘର ୫୩ ତମ ବାର୍ଷିକ ସମ୍ମିଳନୀକୁ ଉଦଘାଟନ କଲେ ଉଚ୍ଚ ନ୍ୟାୟାଳୟର ବିଚାରପତି

December 30, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ମାଲକାନଗିରି ମାଟି ସମସ୍ତଙ୍କୁ ଭଲ ପାଏ। ଏଠାରେ ପୂର୍ବରୁ ଯେଉଁ ବିଚାରପତିମାନେ କାର୍ଯ୍ୟ କରି ଯାଇଛନ୍ତି, ସେହି ସ୍ମୃତିକୁ ନେଇ ସେମାନେ ଏଠାକୁ ପୁଣି ବୁଲିବାକୁ ଆସିବାକୁ ପସନ୍ଦ କରନ୍ତି ବୋଲି ଓଡ଼ିଶା ଉଚ୍ଚ ନ୍ୟାୟାଳୟର ବିଚାରପତି ଶିବ ଶଙ୍କର ମିଶ୍ର ପ୍ରକାଶ କରିଛନ୍ତି। ପଞ୍ଜିକରଣ ଫି ଆଇନଜୀବୀଙ୍କ ସାମାଜିକ ସୁରକ୍ଷା ସମେତ ବୀମା ଓ ଅନ୍ୟାନ୍ୟ ସମସ୍ୟାର ସମାଧାନ ପାଇଁ ପର୍ଯ୍ୟବେସିତ ବୋଲି ପ୍ରକାଶ କରିଛନ୍ତି।

ମାଲକାନଗିରି ଡି. ଏନ. କେ ଖେଳ ପଡ଼ିଆଠାରେ ନିଖିଳ ଓଡ଼ିଶା ଆଇନଜୀବୀ ସଂଘର ୫୩ ତମ ବାର୍ଷିକ ସମ୍ମିଳନୀକୁ ଉଦଘାଟନ କରି ସେ ଏହା ପ୍ରକାଶ କରିଛନ୍ତି। ଏଥିରେ ମୁଖ୍ୟ ବକ୍ତା ଭାବେ ଓଡ଼ିଶା ଉଚ୍ଚ ନ୍ୟାୟାଳୟର ପୂର୍ବତନ ମୁଖ୍ୟ ବିଚାରପତି ଭି. ଗୋପାଳ ଗୌଡ଼ା ଯୋଗ ଦେଇ ଦେଶର ୫୦ ପ୍ରତିଶତ ଲୋକ ନିରକ୍ଷର ଓ ୬୬ ପ୍ରତିଶତ ଲୋକ ଗ୍ରାମରେ ବାସ କରନ୍ତି। କିନ୍ତୁ ଗଣତନ୍ତ୍ର, ନ୍ୟାୟାଳୟ, ବଜେଟ କଣ ଜାଣିନାହାନ୍ତି। ସେମାନଙ୍କୁ ଆର୍ଥିକ, ସାମାଜିକ ନ୍ୟାୟ ପାଇଁ ସେମାନଙ୍କ ସମସ୍ୟାକୁ ଉତଥପନ କରିବା ଆବଶ୍ୟକ ବୋଲି ପ୍ରକାଶ କରିଥିଲେ।

ଏଥିରେ ଅନ୍ୟମାନଙ୍କ ମଧ୍ୟରେ ରାଜ୍ୟ ବାର କାଉନସିଲ ଅଧ୍ୟକ୍ଷ ଶିତାଂଶୁ ମୋହନ ଦ୍ବିବେଦୀ, ଉପାଧ୍ୟକ୍ଷ ରାଜୀବ ମହାନ୍ତି, ଓଡ଼ିଶା ଉଚ୍ଚ ନ୍ୟାୟାଳୟ ବାର ଆସୋସିଏସନ ସଭାପତି ବିଜୟ କୁମାର ଦାସ, ନିଖିଳ ଓଡ଼ିଶା ଆଇନଜୀବୀ ସଂଘ ଅଧ୍ୟକ୍ଷ ଜ୍ଞାନ ରଞ୍ଜନ ମହାନ୍ତିଙ୍କ ସମେତ ବହୁ ଅତିଥି ଯୋଗ ଦେଇ ଆଇନଜୀବୀଙ୍କ ସମସ୍ୟା ଉପରେ ଆଲୋକପାତ କରିଥିଲେ।

ଏ ଅବସରରେ ଏକ ସ୍ମରଣୀକା ଅତିଥିଙ୍କ ଦ୍ୱାରା ଉନ୍ମୋଚନ କରାଯାଇଥିଲା। ଏହି ସମ୍ମିଳନୀ ଆଜି ଉଦଯାପିତ ହେବ।

ଓଡିଶା ଉଚ୍ଚ ନ୍ୟାୟାଳୟ କୃଷକ ମୋର୍ଚ୍ଚା ଧାନ କ୍ଷୟକ୍ଷତି ମାଲକାନଗିରି ଲଘୁଚାପ ଜନିତ ବର୍ଷା
Share. Facebook Twitter LinkedIn Email WhatsApp Copy Link

Related Posts

ପେପର ଲିକ୍ ବିରୋଧରେ ଯୁବ କଂଗ୍ରେସର ମଶାଲ ରାଲି: ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି

June 28, 2026

କୋଟିଏରୁ ଅଧିକ ଟଙ୍କାର ବେଆଇନ ବାଲି ଜବତ

June 28, 2026

ଡେଡ୍‌ଲାଇନ୍‌ ପରେ ବି ଶେଷ ହୋଇନି ଏସ୍‌ସିବି ପ୍ରକଳ୍ପ, ସ୍ଥିତି ସ୍ପଷ୍ଟ କଲେ ମନ୍ତ୍ରୀ

June 28, 2026

ମଟନ ପାଇଁ କଟିଲା ବେକ

June 28, 2026
Latest News

ପେପର ଲିକ୍ ବିରୋଧରେ ଯୁବ କଂଗ୍ରେସର ମଶାଲ ରାଲି: ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି

June 28, 2026

Mann Ki Baat 135: ଏଥର ଦେଶର ବିମାନ ସେବା ଓ ସାମରିକ ଶକ୍ତିକୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ

June 28, 2026

“ଇନ୍ଦିରା ଗାନ୍ଧୀଙ୍କ ପରେ, କେବଳ ମୋଦୀ…”: ପିତା ପ୍ରଣବ ମୁଖାର୍ଜୀଙ୍କ କଥା ମନେ ପକାଇଲେ ଝିଅ ଶର୍ମିଷ୍ଠା

June 28, 2026

କୋଟିଏରୁ ଅଧିକ ଟଙ୍କାର ବେଆଇନ ବାଲି ଜବତ

June 28, 2026

ଗତ ତିନି ଦିନ ମଧ୍ୟରେ ହର୍ମୁଜ୍ ପ୍ରଣାଳୀ ପାର ହେଲା କେତେ ଭାରତୀୟ ଜାହାଜ?: ଜାଣନ୍ତୁ ସଂଖ୍ୟା

June 28, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.