Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପୋଲିସକୁ ଆକ୍ରମଣ କରି ଯୁବକ ଗିରଫ
ଆଜିର ଖବର

ପୋଲିସକୁ ଆକ୍ରମଣ କରି ଯୁବକ ଗିରଫ

December 30, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ଦିଗପହଣ୍ଡି ଥାନା
କୀଟନାଶକ ଖାଇ ଯୁବକଙ୍କ ଆତ୍ମହତ୍ୟା ଅଭିଯୋଗ

ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ଦିଗପହଣ୍ଡି ଥାନା ଏ ଏସ୍ ଆଇ ଅଜୟ ନାୟକ ସଦଳବଳେ ପୁଞ୍ଜିକୟାଁ ଛକରେ ଯାନବାହାନ ଯାଞ୍ଚ କରୁଥିବା ବେଳ ଗଣେଶ ବେହେରା ନାମକ ଜଣେ ଯୁବକ ଏକ ହୋଣ୍ଡା ମୋଟରସାଇକେଲ ଯୋଗେ ମୁଣ୍ଡରେ ହେଲମେଟ ନ ପିନ୍ଧି ଯାଉଥିବା ବେଳେ ପୋଲିସ ଅଟକାଇଥିଲେ ଓ ଗାଡ଼ିର ପ୍ରମାଣପତ୍ର ମାଗିଥିଲେ। ଏଥିରେ ଉତକ୍ଷିପ୍ତ ହୋଇ ଗାଡ଼ି ଚାଳକ ଗଣେଶ ଏ ଏସ୍ ଆଇ ଅଜୟ ନାୟକକୁ ଅଶ୍ଳୀଳ ଭାଷାରେ ଗାଳିଗୁଲଜ କରି ତାଙ୍କୁ ଆକ୍ରମଣ କରିଥିଲେ। ଯଦ୍ଵାରା ଘଟଣାସ୍ଥଳ ଲୋକାରଣ୍ୟ ହୋଇଯାଇଥିଲା।

ଏତିକିବେଳେ ଥାନା ଏସ୍ ଆଇ ଜ୍ୟୋତି ବେହେରା ଘଟଣାସ୍ଥଳରେ ପହଞ୍ଚି ମୋଟରସାଇକେଲକୁ ଜବତ କରି ଅଭିଯୁକ୍ତଙ୍କୁ ମାମଲା ନଂ ୫୦୭/୨୪ ଅନୁଯାୟୀ ଗିରଫ କରି କୋର୍ଟ ଚାଲାଣ କରିଛି।

ଦିଗପହଣ୍ଡି ଥାନା ପୋଲିସକୁ ଆକ୍ରମଣ ଯୁବକ ଗିରଫ
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ଅଗଷ୍ଟ ୧୧ ତାରିଖ ମଙ୍ଗଳବାରରେ ସାତୋଟି ରାଶିର ବ୍ୟକ୍ତିମାନେ ରୁହନ୍ତୁ ସାବଧାନ

August 11, 2026

କଲମ୍ବିଆରେ ଭୂମିକମ୍ପ: ମୃତ୍ୟୁସଂଖ୍ୟା ୭୭, ଉଦ୍ଧାର ପାଇଁ ମୁତୟନ ହେଲା ସେନା

August 10, 2026

ବୈଧ ବୀମା ନଥିବା ଗାଡ଼ି ଉପରେ କଡ଼ା ନଜର: ଜବତ ହେବ ଗାଡ଼ି

August 10, 2026

ଏଗ୍ରିଷ୍ଟାକ ପଞ୍ଜୀକରଣକୁ ନେଇ ଚାଷୀଙ୍କ ଦ୍ୱନ୍ଦ୍ୱ ଦୂର କଲେ ମନ୍ତ୍ରୀ

August 10, 2026
Latest News

ଆଜି ଅଗଷ୍ଟ ୧୧ ତାରିଖ ମଙ୍ଗଳବାରରେ ସାତୋଟି ରାଶିର ବ୍ୟକ୍ତିମାନେ ରୁହନ୍ତୁ ସାବଧାନ

August 11, 2026

କଲମ୍ବିଆରେ ଭୂମିକମ୍ପ: ମୃତ୍ୟୁସଂଖ୍ୟା ୭୭, ଉଦ୍ଧାର ପାଇଁ ମୁତୟନ ହେଲା ସେନା

August 10, 2026

ବୈଧ ବୀମା ନଥିବା ଗାଡ଼ି ଉପରେ କଡ଼ା ନଜର: ଜବତ ହେବ ଗାଡ଼ି

August 10, 2026

ଏଗ୍ରିଷ୍ଟାକ ପଞ୍ଜୀକରଣକୁ ନେଇ ଚାଷୀଙ୍କ ଦ୍ୱନ୍ଦ୍ୱ ଦୂର କଲେ ମନ୍ତ୍ରୀ

August 10, 2026

ସ୍ୱାଧୀନତା ଦିବସ ପାଇଁ ବଡ଼ ପ୍ରସ୍ତୁତି: ଜାଣନ୍ତୁ କିଏ କେଉଁଠି କରିବେ ପତାକା ଉତ୍ତୋଳନ

August 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.