Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କର୍ଣ୍ଣାଟକ ହାଇଡ୍ରାମା ଉପରେ ସୁପ୍ରିମ୍‌କୋର୍ଟଙ୍କ ନିର୍ଦ୍ଦେଶ
ଆଜିର ଖବର

କର୍ଣ୍ଣାଟକ ହାଇଡ୍ରାମା ଉପରେ ସୁପ୍ରିମ୍‌କୋର୍ଟଙ୍କ ନିର୍ଦ୍ଦେଶ

July 11, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

କର୍ଣ୍ଣାଟକ ରାଜନୀତିକୁ ନେଇ ରାଜନୈତିକ ଚର୍ଚ୍ଚା ଏବେ ବେଶ୍‌ ସରଗରମ। ଏହି ମାମଲାରେ ସୁପ୍ରିମ୍‌କୋର୍ଟ ଶୁଣାଣୀ କରିଛନ୍ତି। କଂଗ୍ରେସ- ଜେଡିଏସର ଇସ୍ତଫା ଦେଇଥିବା ୧୦ବିଧାୟକଙ୍କୁ ସୁପ୍ରିମ୍‌କୋର୍ଟ ନିର୍ଦ୍ଦେଶ ଦେଇ କହିଛନ୍ତି ଯେ, ସନ୍ଧ୍ୟା ୬ଟାରେ ବାଚସ୍ପତିଙ୍କୁ ଭେଟି ତାଙ୍କୁ ଇସ୍ତଫା ପତ୍ର ଦେଇପାରିବେ। ସେହିପରି ଏହି ସମସ୍ତ ବିଧାୟକଙ୍କ ଯଥେଷ୍ଟ ସୁରକ୍ଷା ଦେବା ପାଇଁ କର୍ଣ୍ଣାଟକ ପୋଲିସ୍‌ ମହାନିର୍ଦ୍ଦେଶକଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ସୁପ୍ରିମ୍‌କୋର୍ଟ। ଏହି ମାମଲାର ପରବର୍ତ୍ତୀ ଶୁଣାଣି ଆସନ୍ତା କାଲିକୁ ଧାର୍ଯ୍ୟ କରିଛନ୍ତି କୋର୍ଟ। କର୍ଣ୍ଣାଟକରେ କଂଗ୍ରେସ ଜେଡିୟୁର ୧୫ ଜଣ ବିଧାୟକ ଇସ୍ତଫା ଦେଇଥିବାବେଳେ  ସେମାନଙ୍କ ମଧ୍ୟରୁ ୮ଜଣଙ୍କ ଇସ୍ତଫା ପତ୍ରକୁ ବାଚସ୍ପତି ନାକଚ କରିଦେଇଥିଲେ।

Share. Facebook Twitter LinkedIn Email WhatsApp Copy Link

Related Posts

ଚାପଯୁକ୍ତ ପାଇପ୍ ଆଧାରିତ ଜଳସେଚନ ପ୍ରକ୍ରିୟା ଆପଣାଇବା ପାଇଁ ଗୋଷ୍ଠୀ ସଚେତନତା

January 22, 2026

କଟକର ମହାନଦୀ ରିଭରଫ୍ରଣ୍ଟ ପ୍ରକଳ୍ପର ସମୀକ୍ଷା କଲେ ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ

January 22, 2026

ଗୀତା ପ୍ରେସ୍ ପ୍ରକାଶିତ ‘କଲ୍ୟାଣ’ ପତ୍ରିକାର ଶତବାର୍ଷିକୀ ସମାରୋହକୁ ସମ୍ବୋଧିତ କଲେ ଅମିତ ଶାହ

January 22, 2026

ଅନୁସୂଚିତ ଜନଜାତି ପିଲାମାନଙ୍କୁ ଗୁଣାତ୍ମକ ଶିକ୍ଷା ପ୍ରଦାନ କରିବା ପାଇଁ ନାଲକୋର ପ୍ରୋଜେକ୍ଟ ଇନ୍ଦ୍ରଧନୁଷ

January 22, 2026
Latest News

ଚାପଯୁକ୍ତ ପାଇପ୍ ଆଧାରିତ ଜଳସେଚନ ପ୍ରକ୍ରିୟା ଆପଣାଇବା ପାଇଁ ଗୋଷ୍ଠୀ ସଚେତନତା

January 22, 2026

କଟକର ମହାନଦୀ ରିଭରଫ୍ରଣ୍ଟ ପ୍ରକଳ୍ପର ସମୀକ୍ଷା କଲେ ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ

January 22, 2026

ଗୀତା ପ୍ରେସ୍ ପ୍ରକାଶିତ ‘କଲ୍ୟାଣ’ ପତ୍ରିକାର ଶତବାର୍ଷିକୀ ସମାରୋହକୁ ସମ୍ବୋଧିତ କଲେ ଅମିତ ଶାହ

January 22, 2026

ଅନୁସୂଚିତ ଜନଜାତି ପିଲାମାନଙ୍କୁ ଗୁଣାତ୍ମକ ଶିକ୍ଷା ପ୍ରଦାନ କରିବା ପାଇଁ ନାଲକୋର ପ୍ରୋଜେକ୍ଟ ଇନ୍ଦ୍ରଧନୁଷ

January 22, 2026

ଖୋର୍ଦ୍ଧା ପଲ୍ଲିଶ୍ରୀ ମେଳା: ଭରପୁର ମନୋରଞ୍ଜନ ଦେଲା ପଶୁ ମୁଖା ନୃତ୍ୟ

January 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.