Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ନୂଆ ବର୍ଷ ପାଳିବେନି ନବୀନ ପଟ୍ଟନାୟକ, ନବୀନ ନିବାସ ନ ଆସିବାକୁ ଅନୁରୋଧ
ଆଜିର ଖବର

ନୂଆ ବର୍ଷ ପାଳିବେନି ନବୀନ ପଟ୍ଟନାୟକ, ନବୀନ ନିବାସ ନ ଆସିବାକୁ ଅନୁରୋଧ

December 31, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ନୂଆ ବର୍ଷ ପାଳିବେନି ନବୀନ ପଟ୍ଟନାୟକ, ନବୀନ ନିବାସ ନ ଆସିବାକୁ ଅନୁରୋଧ

ଭୁବନେଶ୍ବର: ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ବର୍ଗତ ମନମୋହନ ସିଂହ ଙ୍କ ବିୟୋଗରେ ଚାଲିଥିବା ରାଷ୍ଟ୍ରୀୟ ଶୋକ ଓ ଅଦିନିଆ ବର୍ଷା ରେ କ୍ଷତିଗ୍ରସ୍ତ ଚାଷୀଙ୍କ ଦୁଃଖ ରେ ସମବେଦନା ଜଣାଇ ବିରୋଧୀ ଦଳ ନେତା ଶ୍ରୀ ନବୀନ ପଟ୍ଟନାୟକ ଆସନ୍ତକାଲି ନୂଆ ବର୍ଷ କାର୍ଯ୍ୟକ୍ରମ ରେ ସାମିଲ ହେବେ ନାହିଁ।

ତେଣୁ ଅଭିନନ୍ଦନ ପାଇଁ ଆସନ୍ତକାଲି ନବୀନ ନିବାସ କୁ ନ ଆସିବା ପାଇଁ ଶ୍ରୀ ପଟ୍ଟନାୟକ ଶୁଭେଛୁ ମାନଙ୍କୁ ଅନୁରୋଧ ଜଣାଇଛନ୍ତି।

ନବୀନ ପଟ୍ଟନାୟକ ନୂଆବର୍ଷ
Share. Facebook Twitter LinkedIn Email WhatsApp Copy Link

Related Posts

ଚାଣକ୍ୟ ନୀତି: ବିପଦ ସମୟରେ ନିଜକୁ ରକ୍ଷା କରିବା ପାଇଁ କଣ କରିବା ଉଚିତ

November 22, 2025

ପୁରୀ: ଜାତୀୟ ଅଡିଟ୍ ସପ୍ତାହ ପାଳିତ

November 22, 2025

ସିଏସଆର ଏବଂ ସଷ୍ଟେନେବିଲିଟି କନକ୍ଲେଭ ୨୦୨୫ ଉପମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଉଦ୍ଘାଟିତ

November 22, 2025

ପରିବାର କଲ୍ୟାଣ ନିର୍ଦ୍ଦେଶାଳୟ ପକ୍ଷରୁ ପୁରୁଷ ବନ୍ଧ୍ୟାକରଣ ପକ୍ଷ-୨୦୨୫ କାର୍ଯ୍ୟକ୍ରମ

November 22, 2025
Latest News

ଚାଣକ୍ୟ ନୀତି: ବିପଦ ସମୟରେ ନିଜକୁ ରକ୍ଷା କରିବା ପାଇଁ କଣ କରିବା ଉଚିତ

November 22, 2025

ପୁରୀ: ଜାତୀୟ ଅଡିଟ୍ ସପ୍ତାହ ପାଳିତ

November 22, 2025

ସିଏସଆର ଏବଂ ସଷ୍ଟେନେବିଲିଟି କନକ୍ଲେଭ ୨୦୨୫ ଉପମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଉଦ୍ଘାଟିତ

November 22, 2025

ପରିବାର କଲ୍ୟାଣ ନିର୍ଦ୍ଦେଶାଳୟ ପକ୍ଷରୁ ପୁରୁଷ ବନ୍ଧ୍ୟାକରଣ ପକ୍ଷ-୨୦୨୫ କାର୍ଯ୍ୟକ୍ରମ

November 22, 2025

ନୂତନ ଶ୍ରମ ସଂହିତାର ଦେଶବ୍ୟାପୀ କାର୍ଯ୍ୟକାରିତା ପାଇଁ ସମସ୍ତ ଶ୍ରମିକଙ୍କୁ ଶୁଭେଚ୍ଛା ଜଣାଇଲେ କେନ୍ଦ୍ର ଗୃହମନ୍ତ୍ରୀ

November 22, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.