Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ନବ ବର୍ଷ ଉତ୍ସବ ପାଳନ ବେଳେ ହିଂସା: ଛୁ୍ରା ମାଡ଼ରେ ୪ ଯୁବକ ଗୁରୁତର
ଆଜିର ଖବର

ନବ ବର୍ଷ ଉତ୍ସବ ପାଳନ ବେଳେ ହିଂସା: ଛୁ୍ରା ମାଡ଼ରେ ୪ ଯୁବକ ଗୁରୁତର

January 1, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ରମ୍ଭା ଥାନା
ରମ୍ଭା ଥାନା ଅଞ୍ଚଳରୁ ପଶ୍ଚିମବଙ୍ଗ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ଗଞ୍ଜାମ ଜିଲ୍ଲା ରମ୍ଭା ଥାନା ଅର୍ନ୍ତଗତ ଗଣ୍ଡାପଲୀ ଗ୍ରାମର ଏକ ଘରେ କିଛି ଯୁବକ ଗତ ବର୍ଷକୁ ବିଦାୟ ଦେଇ ନୁଆ ବର୍ଷକୁ ସ୍ବାଗତ ଜଣାଇ ନାଚଗୀତ ଓ ମଉଜ ମଜଲିଶ୍ କରୁଥିବା ବେଳେ ବାହାରୁ କିଛି ଯୁବକ ଆସି ବିଶୃଙ୍ଖଳା ସୃଷ୍ଟି କରିଥିଲେ। ଯାହା ଫଳରେ ଉଭୟଙ୍କ ମଧ୍ୟରେ ତୁତୁ ମେମେ ଓ ଧସ୍ତାଧସ୍ତି ହୋଇଥିଲା। ଏହି ସମୟରେ ବାହାରୁ ଆସିଥିବା ଜଣେ ଯୁବକ ଦ୍ଵାରା ବିନା ଗୁଳିରେ ବନ୍ଧୁକ ଚାଳନା ଯୋଗୁଁ ଅପ୍ରିତୀକର ପରିସ୍ଥିତି ସୃଷ୍ଟି ହୋଇଥିଲା ।

ଉକ୍ତ ଯୁବକ ମାନେ ଛୁରୀ ଧରି ଗଣ୍ଡାପଲୀ ଗ୍ରାମର ଯୁବକମାନଙ୍କ ଉପରେ ଆକ୍ରମଣ କରି ଘଟଣାସ୍ଥଳରୁ ଚମ୍ପଟ୍ ମାରିଥିଲେ। ଆକ୍ରମଣର ଶିକାର ହୋଇ ଯୁବକ ମାନେ ଗୁରୁତର ଅବସ୍ଥାରେ ସେହି ସ୍ଥାନରେ ପଡ଼ିଥିବା ବେଳେ ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଆହତ ଯୁବକମାନଙ୍କୁ ଉଦ୍ଧାର କରି ପ୍ରଥମେ ଖଲ୍ଲିକୋଟ ଡାକ୍ତରଖାନାରେ ଚିକିତ୍ସା ପାଇଁ ଭର୍ତ୍ତି କରିଥିଲେ। କିନ୍ତୁ ଅବସ୍ଥା ଗୁରୁତର ହେବାରୁ ସେମାନଙ୍କୁ ବ୍ରହ୍ମପୁର ବଡ଼ ଡ଼ାକ୍ତରଖାନାକୁ ସ୍ଥାନାନ୍ତରିତ କରାଯାଇଛି।

ଏହି ଭଳି ଅଘଟଣର କାରଣ କ’ଣ ଜଣାପଡିନଥିବା ବେଳେ ପ୍ରେମ ବ୍ୟାପାରକୁ ନେଇ ଏହି ଭଳି ପରିସ୍ଥିତି ସୃଷ୍ଟି ହୋଇଛି ବୋଲି ସ୍ଥାନୀୟ ଲୋକମାନେ ଆଲୋଚନା କରୁଛନ୍ତି।ପୋଲିସ ଘଟଣାସ୍ଥଳକୁ ଯାଇ ଘଟଣା ର ତଦନ୍ତ ଆରମ୍ଭ କରିଛନ୍ତି।

ରମ୍ଭା ଥାନା ହିଂସା
Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟଗୋଷ୍ଠୀ କ୍ରୀଡ଼ା ଅଭିଯାନରେ ଯୋଗଦେବାକୁ ଦେଶର ଯୁବପିଢ଼ିଙ୍କୁ ଆମନ୍ତ୍ରଣ

May 13, 2026

ମୁଖ୍ୟମନ୍ତ୍ରୀ ଯୋଗୀଙ୍କ ବଡ ଘୋଷଣା

May 12, 2026

ରଣପୁରରେ ଦୁଇ ଶିକ୍ଷକ-ଶିକ୍ଷୟତ୍ରୀଙ୍କ ପରଲୋକ: ଶିକ୍ଷା ମହଲରେ ଶୋକର ଛାୟା

May 12, 2026

ନିଟ୍‌-ୟୁଜି ୨୦୨୬ ପରୀକ୍ଷା ବାତିଲକୁ ନେଇ ସରକାରଙ୍କୁ ସମାଲୋଚନା କଲେ ନବୀନ

May 12, 2026
Latest News

ରାଜ୍ୟଗୋଷ୍ଠୀ କ୍ରୀଡ଼ା ଅଭିଯାନରେ ଯୋଗଦେବାକୁ ଦେଶର ଯୁବପିଢ଼ିଙ୍କୁ ଆମନ୍ତ୍ରଣ

May 13, 2026

ଆଜି ମଇ ୧୩ ତାରିଖରେ ଏହି ସାତୋଟି ରାଶି ପାଇଁ ରହିଛି ଅନୁକୂଳ ପରିବେଶ

May 13, 2026

ମୁଖ୍ୟମନ୍ତ୍ରୀ ଯୋଗୀଙ୍କ ବଡ ଘୋଷଣା

May 12, 2026

ରଣପୁରରେ ଦୁଇ ଶିକ୍ଷକ-ଶିକ୍ଷୟତ୍ରୀଙ୍କ ପରଲୋକ: ଶିକ୍ଷା ମହଲରେ ଶୋକର ଛାୟା

May 12, 2026

ନିଟ୍‌-ୟୁଜି ୨୦୨୬ ପରୀକ୍ଷା ବାତିଲକୁ ନେଇ ସରକାରଙ୍କୁ ସମାଲୋଚନା କଲେ ନବୀନ

May 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.