Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଶିକ୍ଷକ ଓ କର୍ମଚାରୀଙ୍କ ଗ୍ରାଚୁଇଟି ବଢାଇଲେ ମୁଖ୍ୟମନ୍ତ୍ରୀ, ୫ ଲକ୍ଷରୁ ୭.୫ ଲକ୍ଷ ଟଙ୍କାକୁ ବୃଦ୍ଧି
ଆଜିର ଖବର

ଶିକ୍ଷକ ଓ କର୍ମଚାରୀଙ୍କ ଗ୍ରାଚୁଇଟି ବଢାଇଲେ ମୁଖ୍ୟମନ୍ତ୍ରୀ, ୫ ଲକ୍ଷରୁ ୭.୫ ଲକ୍ଷ ଟଙ୍କାକୁ ବୃଦ୍ଧି

January 1, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ଶିକ୍ଷକ ଓ କର୍ମଚାରୀଙ୍କ ବଢିଲା ଗ୍ରାଚୁଇଟି, ୫ ଲକ୍ଷରୁ ୭.୫ ଲକ୍ଷ ଟଙ୍କାକୁ ବୃଦ୍ଧି

ଭୁବନେଶ୍ବର: ରାଜ୍ୟର ସରକାରୀ ଅନୁଦାନ ପ୍ରାପ୍ତ ବିଦ୍ୟାଳୟ ଓ ମହାବିଦ୍ୟାଳୟର ଶିକ୍ଷକ ଓ କର୍ମଚାରୀମାନଙ୍କ ଗ୍ରାଚୁଇଟି ବୃଦ୍ଧି କରିଛନ୍ତି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ।

ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି ଅନୁଯାୟୀ ରାଜ୍ୟର ସରକାରୀ ଅନୁଦାନ ପ୍ରାପ୍ତ ବିଦ୍ୟାଳୟ ଓ ମହାବିଦ୍ୟାଳୟର ସରକାରୀ ଅନୁଦାନ ପ୍ରାପ୍ତ ଶିକ୍ଷକ ଓ ଅଣ ଶିକ୍ଷକ କର୍ମଚାରୀ ମାନଙ୍କ ମୃତ୍ୟୁ ଓ ଅବସରକାଳୀନ ଗ୍ରାଚୁଇଟି ୫ ଲକ୍ଷରୁ ୭.୫ ଲକ୍ଷ ଟଙ୍କାକୁ ବୃଦ୍ଧି ହେଲା ।

ଏ ସଂକ୍ରାନ୍ତୀୟ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ଅନୁମୋଦନ ଦେଇଛନ୍ତି। ଏଥିପାଇଁ ବିଭିନ୍ନ ଶିକ୍ଷକ ସଂଘମାନେ ରାଜ୍ୟ ସରକାରଙ୍କୁ ଅନୁରୋଧ କରିଥିଲେ।

Share. Facebook Twitter LinkedIn Email WhatsApp Copy Link

Related Posts

ଇସ୍ରାଏଲ୍‌-ଲେବାନନ ମଧ୍ୟରେ ଅସ୍ତ୍ରବିରତି ଘୋଷଣା

April 16, 2026

କବି ଶରତ ଚନ୍ଦ୍ର ପରିଡ଼ାଙ୍କ ମହାକାବ୍ୟ ନାରକାସୁର ବଧକୁ ଲୋକାର୍ପିତ କଲେ ବାଚସ୍ପତି

April 16, 2026

ମାଆ-ପୁଅ ଗିରଫ

April 16, 2026

ଆଜି ସଂସଦର ସ୍ୱତନ୍ତ୍ର ଅଧିବେଶନ

April 16, 2026
Latest News

ଇସ୍ରାଏଲ୍‌-ଲେବାନନ ମଧ୍ୟରେ ଅସ୍ତ୍ରବିରତି ଘୋଷଣା

April 16, 2026

କବି ଶରତ ଚନ୍ଦ୍ର ପରିଡ଼ାଙ୍କ ମହାକାବ୍ୟ ନାରକାସୁର ବଧକୁ ଲୋକାର୍ପିତ କଲେ ବାଚସ୍ପତି

April 16, 2026

ମାଆ-ପୁଅ ଗିରଫ

April 16, 2026

ଆଜି ସଂସଦର ସ୍ୱତନ୍ତ୍ର ଅଧିବେଶନ

April 16, 2026

ଓଡ଼ିଶା-ଝାରଖଣ୍ଡ ସୀମାରେ ହାଇ ଆଲର୍ଟ

April 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.