Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବ୍ରହ୍ମପୁର ବିଧାୟକଙ୍କୁ ଓଡ଼ିଶା ଉନ୍ନୟନ ଫୋରମ୍ ପକ୍ଷରୁ ବିଭିନ୍ନ ସମସ୍ୟା ଉପସ୍ଥାପନା
ଆଜିର ଖବର

ବ୍ରହ୍ମପୁର ବିଧାୟକଙ୍କୁ ଓଡ଼ିଶା ଉନ୍ନୟନ ଫୋରମ୍ ପକ୍ଷରୁ ବିଭିନ୍ନ ସମସ୍ୟା ଉପସ୍ଥାପନା

January 2, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ଅଗ୍ରଣୀ ସମାଜସେବା ସଂସ୍ଥା ଓଡିଶା ଉନ୍ନୟନ ଫୋରମ୍ ପକ୍ଷରୁ ବ୍ରହ୍ମପୁର ବିଧାୟକ କେ ଅନୀଲ କୁମାରଙ୍କୁ ନୂତନ ବର୍ଷର ଶୁଭେଚ୍ଛା ସହ ବ୍ରହ୍ମପୁର ସହରର ବହୁବିଧ ଉନ୍ନୟନ କାର୍ଯ୍ୟକ୍ରମ ବିଷୟରେ ଦାବୀ ଉପସ୍ଥାପନା ହୋଇଛି। ସହରର ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ଯଥା ଗେଟ୍ ବଜାର, କମାପଲ୍ଲୀ ଓ ଖଲ୍ଲିକୋଟ ବିଶ୍ଵବିଦ୍ୟାଳୟ ରାସ୍ତାରେ ତୁରନ୍ତ ଫ୍ଲାଇଓଭର ବ୍ରିଜ୍, ବ୍ରହ୍ମପୁର ବଡ଼ ଡ଼ାକ୍ତରଖାନା ଓ ଖେଳପଡିଆର ବିକାଶ, ବ୍ରହ୍ମପୁର ସହର ରେ ଇ ଏସ୍ ଆଇ ହସ୍ପିଟାଲ ଓ ଆର୍ ଟି ଓ କାର୍ଯ୍ୟାଳୟ ର ପ୍ରତିଷ୍ଠା ନିମନ୍ତେ ଦାବୀ ଉପସ୍ଥାପନା ହୋଇଥିଲା।

ବିଧାୟକଙ୍କୁ ପୁଷ୍ପଗୁଚ୍ଛ ଦେଇ ଶୁଭେଚ୍ଛା ଓ ଦାବୀ ଉପସ୍ଥାପନା ବେଳେ ଫୋରମ୍ କର୍ମକର୍ତ୍ତା ସର୍ବଶ୍ରୀ ରାମ ପ୍ରସାଦ ତ୍ରିପାଠୀ, ଭି ସୋମେଶ୍ୱର ରାଓ, ମାନସ ପାତ୍ର, ପ୍ରୀତିଶ ପାଣିଗ୍ରାହୀ, ସନ୍ତୋଷ ସାହୁ, ପ୍ରବୀଣ ପଟନାୟକ, ଭିକାରୀ ନାୟକ ଓ ନିମାଇଁ ପଣ୍ଡା ପ୍ରମୁଖ ଉପସ୍ଥିତ ଥିଲେ।

Share. Facebook Twitter LinkedIn Email WhatsApp Copy Link

Related Posts

ଭିଡ଼ିଓ ବାର୍ତ୍ତା ଜରିଆରେ ‘ଓଡ଼ିଶା ଦିବସ’ର ଶୁଭେଚ୍ଛା ଜଣାଇଲେ କେନ୍ଦ୍ରମନ୍ତ୍ରୀ

April 1, 2026

ଉତ୍କଳ ଦିବସ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା

April 1, 2026

ରଣପୁରରେ ସ୍ୱ-ଜନଗଣନା ଅଭିଯାନକୁ ନେଇ ତହସିଲଦାରଙ୍କ ସଚେତନତା ପ୍ରଚେଷ୍ଟା

April 1, 2026

ପୁଣି ବଢିଲା ଏଲପିଜି ମୂଲ୍ୟ: ଜାଣନ୍ତୁ କେତେ?

April 1, 2026
Latest News

ଭିଡ଼ିଓ ବାର୍ତ୍ତା ଜରିଆରେ ‘ଓଡ଼ିଶା ଦିବସ’ର ଶୁଭେଚ୍ଛା ଜଣାଇଲେ କେନ୍ଦ୍ରମନ୍ତ୍ରୀ

April 1, 2026

ଉତ୍କଳ ଦିବସ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା

April 1, 2026

ରଣପୁରରେ ସ୍ୱ-ଜନଗଣନା ଅଭିଯାନକୁ ନେଇ ତହସିଲଦାରଙ୍କ ସଚେତନତା ପ୍ରଚେଷ୍ଟା

April 1, 2026

ପୁଣି ବଢିଲା ଏଲପିଜି ମୂଲ୍ୟ: ଜାଣନ୍ତୁ କେତେ?

April 1, 2026

ରାସାୟନିକ ପଦାର୍ଥରେ ତିଆରି ଆଇସକ୍ରିମ ଏବଂ ଲସି କାରଖାନା ଠାବ: ମାଲିକ ଗିରଫ

April 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.