Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଓଡିଶାର ରାଜ୍ୟପାଳ ଭାବେ ଶପଥ ନେଲେ ହରିବାବୁ କମ୍ଭମପତି
ଆଜିର ଖବର

ଓଡିଶାର ରାଜ୍ୟପାଳ ଭାବେ ଶପଥ ନେଲେ ହରିବାବୁ କମ୍ଭମପତି

January 3, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଓଡ଼ିଶାର ୨୭ତମ ରାଜ୍ୟପାଳ ଭାବେ ଶପଥ ନେଲେ ହରିବାବୁ କମ୍ଭମପତି। ରାଜଭବନରେ ଆୟୋଜିତ ସ୍ବତନ୍ତ୍ର ଉତ୍ସବରେ ତାଙ୍କୁ ଶପଥପାଠ କରାଇଥିଲେ ହାଇକୋର୍ଟର ମୁଖ୍ୟ ବିଚାରପତି ଜଷ୍ଟିସ ଚକ୍ରଧାରୀ ଶରଣ ସିଂ। ଶପଥ ଗ୍ରହଣ ଉତ୍ସବ ପରେ ନୂଆ ରାଜ୍ୟପାଳଙ୍କୁ ଦିଆଯାଇଥିଲା ଗାର୍ଡ ଅଫ ଅନର।

ଶପଥଗ୍ରହଣ ଉତ୍ସବରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ, ମନ୍ତ୍ରୀମଣ୍ଡଳର ସଦସ୍ୟ ଓ ବିଧାୟକମାନେ ଉପସ୍ଥିତ ଥିଲେ। ଏହା ପୂର୍ବରୁ ମିଜୋରାମର ରାଜ୍ୟପାଳ ଥିଲେ ହରିବାବୁ କମ୍ଭମପତି ।

ନୂଆ ରାଜ୍ୟପାଳ
Share. Facebook Twitter LinkedIn Email WhatsApp Copy Link

Related Posts

ଓଡିଶା ଆସିବେ ଲୋକସଭା ବାଚସ୍ପତି ଶ୍ରୀ ଓମ୍ ବିର୍ଲା, ରାଜ୍ୟସଭା ଉପାଧ୍ୟକ୍ଷ ହରିବଂଶ

August 27, 2025

ପ୍ରଭୃ ଶ୍ରୀଗଣେଶଙ୍କ ପ୍ରିୟ ଖାଦ୍ୟ କଣ, ଜାଣିଲେ ହେବେ ଆଶ୍ଚର୍ଯ୍ୟ

August 27, 2025

ପ୍ରଭୃ ଶ୍ରୀଜଗନ୍ନାଥ ବର୍ଷକୁ ଥରେ କାହିଁକି ଗଜାନନ ବେଶ ଧାରଣ କରନ୍ତି

August 27, 2025

ଜାତିଗତ ପ୍ରମାଣପତ୍ର ଜାଲିୟାତି ଅଭିଯୋଗ କରି ମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କୁ ଘେରିଲା କଂଗ୍ରେସ

August 27, 2025
Latest News

ଓଡିଶା ଆସିବେ ଲୋକସଭା ବାଚସ୍ପତି ଶ୍ରୀ ଓମ୍ ବିର୍ଲା, ରାଜ୍ୟସଭା ଉପାଧ୍ୟକ୍ଷ ହରିବଂଶ

August 27, 2025

ମାରୁତି ସୁଜୁକିର ପ୍ରଥମ ଭାରତ ନିର୍ମିତ ଇଲେକ୍ଟ୍ରିକ୍ ଯାନ ‘ଇ-ଭିଟାରା’କୁ ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ

August 27, 2025

ପ୍ରଭୃ ଶ୍ରୀଗଣେଶଙ୍କ ପ୍ରିୟ ଖାଦ୍ୟ କଣ, ଜାଣିଲେ ହେବେ ଆଶ୍ଚର୍ଯ୍ୟ

August 27, 2025

ପ୍ରଭୃ ଶ୍ରୀଜଗନ୍ନାଥ ବର୍ଷକୁ ଥରେ କାହିଁକି ଗଜାନନ ବେଶ ଧାରଣ କରନ୍ତି

August 27, 2025

ଜାତିଗତ ପ୍ରମାଣପତ୍ର ଜାଲିୟାତି ଅଭିଯୋଗ କରି ମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କୁ ଘେରିଲା କଂଗ୍ରେସ

August 27, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.