Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମନ୍ତ୍ରୀପରିଷଦର ବୈଠକରେ ଗୁରୁମନ୍ତ୍ର ଦେଲେ ନବୀନ
ଆଜିର ଖବର

ମନ୍ତ୍ରୀପରିଷଦର ବୈଠକରେ ଗୁରୁମନ୍ତ୍ର ଦେଲେ ନବୀନ

July 11, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
naveen pattanaik greets to people for new year

ଆଜି ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ମନ୍ତ୍ରିସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଛି। ଆସନ୍ତାକାଲିଠାରୁ ଓଡ଼ିଶା ବିଧାନସଭାର ଦ୍ବିତୀୟ ପର୍ଯ୍ୟାୟ ଅଧିବେଶନ୍‌ ଆରମ୍ଭ ହେବାକୁ ଥିବାବେଳେ ଆଜି ମୁଖ୍ୟମନ୍ତ୍ରୀ ବୈଠକ କରିଛନ୍ତି। ଏହି ବୈଠକରେ ମୁଖ୍ୟମନ୍ତ୍ରୀ ଗୁରୁମନ୍ତ୍ର ଦେଇଛନ୍ତି। ସାଧାରଣ ଜନତାଙ୍କ ନିକଟତର ହୋଇ ସେମାନଙ୍କ ସମସ୍ୟାକୁ ବୁଝି ବ୍ୟକ୍ତିଗତ ସ୍ତରରେ ସମାଧାନ କରିବା ପାଇଁ ଚେଷ୍ଟା କରିବାକୁ କହିଛନ୍ତି। ସେହିପରି ଅଚାନକ ଗ୍ରସ୍ତ କରି ବିଭାଗୀୟ କାର୍ଯ୍ୟର ତଦାରଖ କରିବା ତଥା ସରକାରୀ ଜନକଲ୍ୟାଣ ଯୋଜନା ତୃଣମୂଳସ୍ତରରେ ଲୋକମାନଙ୍କଠାରୁ ପଚାରି ବୁଝ। ନିଜ ବିଭାଗର ବିଭିନ୍ନ ଅଫିସକୁ ଅଚାନକ ପରିଦର୍ଶନ କରି ବିଭିନ୍ନ କାର୍ଯ୍ୟକ୍ରମଗୁଡ଼ିକ ଉପରେ ସିଧାସଳଖ ନଜର ରଖ। ଏଥିସହିତ ମୁଖ୍ୟମନ୍ତ୍ରୀ ୫-ଟି (ଟ୍ରାନ୍ସପରେନ୍ସି, ଟେକ୍‌ନୋଲୋଜି, ଟିମ୍‌ ଓ୍ବର୍କ, ଟ୍ରାନ୍ସଫର୍‌ମୋଶନ ଏବଂ ଟାଇମ୍‌) ଉପରେ ଗୁରୁତ୍ୱ ଦେଇଛନ୍ତି। ଏଥିପାଇଁ ବ୍ୟକ୍ତିଗତ ସ୍ତରରେ ଦୃଷ୍ଟିଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ସ୍ବଚ୍ଛତା ଏବଂ ଦକ୍ଷତା ପାଇଁ କଠିନ ପରିଶ୍ରମ ଅତ୍ୟନ୍ତ ଜରୁରୀ। ନିଜ ବିଭାଗର କାମ କିପରି ସହଜ ଓ ସ୍ବଚ୍ଛତାର ସହ ହୋଇପାରିବ, ସେଥିପ୍ରତି ଧ୍ୟାନଦେବାକୁ ମନ୍ତ୍ରୀମାନଙ୍କୁ ପରାମର୍ଶ ଦେଇଛନ୍ତି।

Share. Facebook Twitter LinkedIn Email WhatsApp Copy Link

Related Posts

ପରାଜୟ ମଧ୍ୟରେ ଏହି ନିର୍ବାଚନରେ ​​ଟିଏମସି ର ବଡ଼ ବିଜୟ: କେତେ ଆସନ ଜିତିଲା ବିଜେପି?

August 20, 2026

ପୁଣି ଥରେ ନିଷେଧାଦେଶ ବଢାଇଲା ପାକିସ୍ତାନ: ଭାରତୀୟ ବିମାନ ପାଇଁ ବନ୍ଦ ରହିବ ଆକାଶ ମାର୍ଗ

August 20, 2026

ଛାତ୍ରୀ ଅପହରଣ ଓ ଦୁଷ୍କର୍ମ ମାମଲା: ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ

August 20, 2026

ICC Test Ranking: ଜାଣନ୍ତୁ ଶୀର୍ଷ ୧୦ ରେ କେତେଜଣ ଭାରତୀୟ?

August 20, 2026
Latest News

‘କଂଗ୍ରେସ ଦେଶ ବିରୋଧୀ ନିଷ୍ପତ୍ତି ନେଇଛି’: ‘ବନ୍ଦେ ମାତରମ୍’ ଉପରେ ଅମିତ ଶାହଙ୍କ ବଡ଼ ଆକ୍ରମଣ

August 20, 2026

ପରାଜୟ ମଧ୍ୟରେ ଏହି ନିର୍ବାଚନରେ ​​ଟିଏମସି ର ବଡ଼ ବିଜୟ: କେତେ ଆସନ ଜିତିଲା ବିଜେପି?

August 20, 2026

ପୁଣି ଥରେ ନିଷେଧାଦେଶ ବଢାଇଲା ପାକିସ୍ତାନ: ଭାରତୀୟ ବିମାନ ପାଇଁ ବନ୍ଦ ରହିବ ଆକାଶ ମାର୍ଗ

August 20, 2026

ଛାତ୍ରୀ ଅପହରଣ ଓ ଦୁଷ୍କର୍ମ ମାମଲା: ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ

August 20, 2026

୨୪ ଘଣ୍ଟା ମଧ୍ୟରେ ଭାରତ ମାଧ୍ୟମରେ ପାକିସ୍ତାନକୁ ତିନୋଟି ଝଟକା: ଜାଣନ୍ତୁ….

August 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.