Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଷ୍ଟ୍ରୀୟ ପଛୁଆ ବର୍ଗ ଓ ଭାରତ ମୁକ୍ତି ମୋର୍ଚ୍ଚା ପକ୍ଷରୁ ଭାରତ ବନ୍ଦ ପାଳନ
ଆଜିର ଖବର

ରାଷ୍ଟ୍ରୀୟ ପଛୁଆ ବର୍ଗ ଓ ଭାରତ ମୁକ୍ତି ମୋର୍ଚ୍ଚା ପକ୍ଷରୁ ଭାରତ ବନ୍ଦ ପାଳନ

January 3, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ଭାରତ ମୁକ୍ତି ମୋର୍ଚ୍ଚା ତତ୍ୱାବଧାନରେ ନ୍ୟାୟ ପାଇଁ ରାଷ୍ଟ୍ରୀୟ ପଛୁଆ ବର୍ଗ (ଓବିସି) ମୋର୍ଚ୍ଚା, ଭିଟାମାଟି ସୁରକ୍ଷା ଅଭିଯାନ, ଗଞ୍ଜାମ ଜ଼ିଲ୍ଲା ବାଉରୀ ଖଡାଳ ସମାଜ ବିକାଶ ମଞ୍ଚ, ଦକ୍ଷିଣାଞ୍ଚଳ ମହିଳା ସଂଘ ଏବଂ ଅନ୍ୟାନ୍ୟ ଦଳିତ ସଂଗଠନ ମିଳିବ ଆନୁକୂଲ୍ୟରେ ଆଜି ଭାରତ ବନ୍ଦ ପାଳନ କରାଯାଇଛି। ରାଷ୍ଟ୍ରୀୟ ପଛୁଆ ବର୍ଗ ଓବିସି ମୋର୍ଚ୍ଚା ର ବିଜୟ ସ୍ୱାଇଁ,ଭାରତ ମୁକ୍ତି ମୋର୍ଚ୍ଚାର ଜିଲ୍ଲା ସଭାପତି ସୁମା ଦାସ,ଗଞ୍ଜାମ ଜ଼ିଲ୍ଲା ବାଉରୀ ଖଡାଳ ସମାଜ ବିକାଶ ମଞ୍ଚର କୁମର ଦାସ, ଭିଟାମାଟି ସୁରକ୍ଷା ଅଭିଯାନର ସଭାପତି ରମେଶ ଶବର, ଦକ୍ଷିଣାଞ୍ଚଳ ମହିଳା ସଂଘର ନୀଳାଦ୍ରି ବେହେରା ଓ ରାଜେନ୍ଦ୍ର ବେହେରା ପ୍ରମୁଖ ନେତୃତ୍ୱରେ ଆଜି ଜ଼ିଲ୍ଲାପାଳଙ୍କ କାର୍ଯ୍ୟାଳୟ ଠାରେ ବିକ୍ଷୋଭ ପ୍ରଦର୍ଶନ କରିବା ସହିତ ଗତ ୧୭ ତାରିଖରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ସଂସଡରେ ଡ଼ଃ ବାବାସାହେବ ଆମ୍ବେଦକରଙ୍କୁ ଅପମାନିତ କରିଥିବା ଉଦେଶ୍ୟରେ ଦୃଢ଼ ପ୍ରତିବାଦ କରିବା ସହିତ ଓବିସି ଜନସଂଖ୍ୟା ଗଣନା, ଇଭିଏମ ବ୍ୟବହାର ବନ୍ଦ କରିବା ଓ ନିର୍ବାଚନ ପାଇଁ ବାଲଟା ପେପର କାର୍ଯ୍ୟକାରୀ କରିବା ଆଦି ପ୍ରସଙ୍ଗକୁ ନେଇ କଡା ସମାଲୋଚନା କରିଥିଲେ।

ଅମିତ ଶାହାଙ୍କ ଇସ୍ତଫା ଦାବି କରିବା ସହିତ ଅନ୍ୟାନ୍ୟ ପ୍ରସଙ୍ଗକୁ ନେଇ ଏକ ପ୍ରତିନିଧି ଦଳ ରାଷ୍ଟ୍ରପତିଙ୍କ ଉଦେଶ୍ୟରେ ଏକ ଦାବି ପତ୍ର ଅତିରିକ୍ତ ଜ଼ିଲ୍ଲାପାଳ ଡ଼ଃ ପ୍ରମୋଦ କୁମାର ପୃଷ୍ଟିଙ୍କ ଜରିଆରେ ପ୍ରଦାନ କରାଯାଇଛି। ପରେ ଜାତୀୟ ରାଜପଥ ୧୬କୁ ଅବରୋଧ କରି ଆନ୍ଦୋଳନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଦିଲ୍ଲୀପ ନାୟକ, ଜଗନ୍ନାଥ ପ୍ରଧାନ, କାଳୁ ଚରଣ ନାୟକ, ବିପ୍ର ନାୟକ ଓ ଭିକାରି ଦାସଙ୍କ ସମେତ ବହୁ ସଂଖ୍ୟାରେ ଦଳିତ ମହିଳା ଓ ପୁରୁଷ ଆନ୍ଦୋଳନରେ ସାମିଲ ଥିଲେ।

ଭାରତ ମୁକ୍ତି ମୋର୍ଚ୍ଚା
Share. Facebook Twitter LinkedIn Email WhatsApp Copy Link

Related Posts

ଖୋର୍ଦ୍ଧା ମହୋତ୍ସବ ଅଷ୍ଟମ ସନ୍ଧ୍ୟା ସମାରୋହ

December 24, 2025

ଓଡ଼ିଶାରେ ସେଣ୍ଟ ଜାଭିୟର ଇଣ୍ଟରନ୍ୟାସନାଲ ସ୍କୁଲ ଟ୍ରଷ୍ଟ ପାଳନ କଲା ଶିକ୍ଷାଗତ ଉତ୍କର୍ଷତାର ୪୦ ବର୍ଷ

December 24, 2025

ରେଳ ଟ୍ରାକରେ ବନ୍ୟପ୍ରାଣୀଙ୍କୁ ସୁରକ୍ଷା ଦେବା ପାଇଁ ଏଆଇ-ଆଧାରିତ ବ୍ୟବସ୍ଥା

December 24, 2025

‘ଉଡ୍ର’ ଚାରିଟେବୁଲ୍ ଟ୍ରଷ୍ଟର “ଥିଲେ ଦିଅ, ନଥିଲେ ନିଅ” କାର୍ଯ୍ୟକ୍ରମର ଶୁଭାରମ୍ଭ 

December 24, 2025
Latest News

ଖୋର୍ଦ୍ଧା ମହୋତ୍ସବ ଅଷ୍ଟମ ସନ୍ଧ୍ୟା ସମାରୋହ

December 24, 2025

ଇତିହାସ ରଚିଲା ISRO: ଉତକ୍ଷେପଣ କଲା ବ୍ଲୁବର୍ଡ ବ୍ଲକ-୨, ଟାୱାର ବିନା ସଂଯୋଗ ହେବ 4G-5G

December 24, 2025

ଓଡ଼ିଶାରେ ସେଣ୍ଟ ଜାଭିୟର ଇଣ୍ଟରନ୍ୟାସନାଲ ସ୍କୁଲ ଟ୍ରଷ୍ଟ ପାଳନ କଲା ଶିକ୍ଷାଗତ ଉତ୍କର୍ଷତାର ୪୦ ବର୍ଷ

December 24, 2025

ରେଳ ଟ୍ରାକରେ ବନ୍ୟପ୍ରାଣୀଙ୍କୁ ସୁରକ୍ଷା ଦେବା ପାଇଁ ଏଆଇ-ଆଧାରିତ ବ୍ୟବସ୍ଥା

December 24, 2025

‘ଉଡ୍ର’ ଚାରିଟେବୁଲ୍ ଟ୍ରଷ୍ଟର “ଥିଲେ ଦିଅ, ନଥିଲେ ନିଅ” କାର୍ଯ୍ୟକ୍ରମର ଶୁଭାରମ୍ଭ 

December 24, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.