Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବାଲୁଗାଁ ରେଳ ଷ୍ଟେସନରୁ ଲକ୍ଷାଧିକ ମୂଲ୍ୟର ଗଞ୍ଜେଇ ଜବତ: ଅଭିଯୁକ୍ତ ଗିରଫ
ଆଜିର ଖବର

ବାଲୁଗାଁ ରେଳ ଷ୍ଟେସନରୁ ଲକ୍ଷାଧିକ ମୂଲ୍ୟର ଗଞ୍ଜେଇ ଜବତ: ଅଭିଯୁକ୍ତ ଗିରଫ

January 4, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ବାଲୁଗାଁ: ବାଲୁଗାଁ ଆରପିଏଫ ଜଣେ ଗଞ୍ଜେଇ ବେପାରିଙ୍କୁ ରେଳ ଷ୍ଟେସନ ପରିସରରୁ ଗିରଫ କରି ତାଙ୍କ ନିକଟରୁ ଲକ୍ଷାଧିକ ଟଙ୍କାର ଗଞ୍ଜେଇ ଜବତ କରିଛି। ସୂଚନା ମୁତାବକ ଗତକାଲି ରାତିରେ ବାଲୁଗାଁ ଆରପିଏଫ ଆଇଆଇସି ଜିତେନ୍ଦ୍ର ମୌର୍ଯ୍ୟଙ୍କ ନେତୃତ୍ୱରେ ବାଲୁଗାଁ ରେଳ ଷ୍ଟେସନ ପରିସରରେ ପାଟ୍ରୋଲିଂ ଜାରି ରହିଥିବା ବେଳେ ଏକ ନମ୍ବର ପ୍ଲାଟଫର୍ମରେ ଟ୍ରେନ ଯୋଗେ ଗଞ୍ଜେଇ ଚୋରାଚାଲାଣ ଅପେକ୍ଷାରେ ଥିବା ଗଞ୍ଜାମ ଜିଲ୍ଲା ବେଗୁନିଆପଡା ଥାନା ଅଞ୍ଚଳର ଶଙ୍କର୍ଷଣ ପ୍ରଧାନ (୪୦) ଅଭିଯୁକ୍ତଙ୍କୁ ଗିରଫ କରିଥିଲା ଆରପିଏଫ। ତାଙ୍କ ନିକଟରୁ ଦୁଇ ଗୋଟି ଗଞ୍ଜେଇ ଭରା ବ୍ୟାଗ ଜବତ ହୋଇଛି ଯାହାର ଆନୁମାନିକ ମୂଲ୍ୟ ୨ ଲକ୍ଷ ୪୦ ହଜାର ଟଙ୍କା ହେବ ବୋଲି ଜଣାପଡିଛି।

ଏହି ପରିପ୍ରେକ୍ଷୀରେ ଗିରଫ ଅଭିଯୁକ୍ତ ଓ ଜବତ ଗଞ୍ଜେଇ ଖୋର୍ଦ୍ଧା ରୋଡ ଜିଆରପି କୁ ହସ୍ତାନ୍ତର କରାଯାଇଥିବା ଆଇଆଇସି ଶ୍ରୀ ମୌର୍ଯ୍ୟ କହିଛନ୍ତି।

ଅଭିଯୁକ୍ତ ଗିରଫ ଗଞ୍ଜେଇ ଜବତ ବାଲୁଗାଁ ବାଲୁଗାଁ ରେଳ ଷ୍ଟେସନ
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ନଵନିର୍ମାଣ କୃଷକ ସଂଗଠନ ପକ୍ଷରୁ ଓଡିଶା ବନ୍ଦ ଡାକରା

January 28, 2026

ରାଶିଫଳ: ଆଜି ଜାନୁୟାରୀ ୨୮ ତାରିଖ ବୁଧବାରରେ ଏହି ରାଶିଗୁଡିକର ରହିଛି ରାଜଯୋଗ

January 28, 2026

ପଞ୍ଚତତ୍ତ୍ୱ ପାର୍କର ଉଦଘାଟନ ସହ ‘ସୁଭଦ୍ରା ସାଧନ କେନ୍ଦ୍ରର’ ଭିତ୍ତିପ୍ରସ୍ତର ସ୍ଥାପନ କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା

January 27, 2026

ପୂର୍ବତଟ ରେଳପଥରେ ନିର୍ଦ୍ଧିଷ୍ଟ ଟ୍ରେନ୍‌ଗୁଡ଼ିକର ସମୟସୂଚୀରେ ପରିବର୍ତ୍ତନ

January 27, 2026
Latest News

ଆଜି ନଵନିର୍ମାଣ କୃଷକ ସଂଗଠନ ପକ୍ଷରୁ ଓଡିଶା ବନ୍ଦ ଡାକରା

January 28, 2026

ରାଶିଫଳ: ଆଜି ଜାନୁୟାରୀ ୨୮ ତାରିଖ ବୁଧବାରରେ ଏହି ରାଶିଗୁଡିକର ରହିଛି ରାଜଯୋଗ

January 28, 2026

କେନ୍ଦ୍ର ବଜେଟ୍ ୨୦୨୬-୨୭ ପାଇଁ ପ୍ରସ୍ତୁତିର ଅନ୍ତିମ ପର୍ଯ୍ୟାୟ ହାଲୱା ଉତ୍ସବ ସହିତ ଆରମ୍ଭ

January 27, 2026

ପଞ୍ଚତତ୍ତ୍ୱ ପାର୍କର ଉଦଘାଟନ ସହ ‘ସୁଭଦ୍ରା ସାଧନ କେନ୍ଦ୍ରର’ ଭିତ୍ତିପ୍ରସ୍ତର ସ୍ଥାପନ କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା

January 27, 2026

ଭାରତ ଶକ୍ତି ସପ୍ତାହ ୨୦୨୬ର ଉଦଘାଟନୀ ସମାରୋହକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ

January 27, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.