Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଭାରତର WTC ଫାଇନାଲ ଖେଳିବା ସ୍ଵପ୍ନ ହେଲା ଧୂଳିସାତ: ୬ ୱିକେଟ୍ ରେ ଜିତିଲା ଅଷ୍ଟ୍ରେଲିଆ
ଆଜିର ଖବର

ଭାରତର WTC ଫାଇନାଲ ଖେଳିବା ସ୍ଵପ୍ନ ହେଲା ଧୂଳିସାତ: ୬ ୱିକେଟ୍ ରେ ଜିତିଲା ଅଷ୍ଟ୍ରେଲିଆ

January 5, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ସିଡନୀରେ ଖେଳାଯାଇଥିବା ବର୍ଡର-ଗାଭାସ୍କର ଟ୍ରଫିର ପଞ୍ଚମ ତଥା ଅନ୍ତିମ ଟେଷ୍ଟ ମ୍ୟାଚରେ ଅଷ୍ଟ୍ରେଲିଆ ୬ ୱିକେଟରେ ଭାରତକୁ ପରାସ୍ତ କରିଛି। ଏହି ପରାଜୟ ସହିତ କ୍ରମାଗତ ତୃତୀୟ ଥର ପାଇଁ WTC ଫାଇନାଲରେ ପ୍ରବେଶ କରିବାର ଭାରତର ସ୍ୱପ୍ନ ମଧ୍ୟ ଧ୍ୱଂସ ହୋଇଯାଇଛି। ଏହି ମ୍ୟାଚ୍‌ରେ ଭାରତ କଙ୍ଗାରୁକୁ ୧୬୨ ରନ୍‌ର ଟାର୍ଗେଟ ଦେଇଥିଲା, ଯାହା ଘରୋଇ ଦଳ ୪ ୱିକେଟ୍ ହରାଇ ହାସଲ କରିଥିଲା।

ଅଷ୍ଟ୍ରେଲିଆ ପାଇଁ ଟ୍ରାଭିସ୍ ହେଡ୍ ୩୪ ରନ ଏବଂ ବିୟୁ ଓ୍ବେବଷ୍ଟର୍ ୩୯ ରନ୍ ରେ ଅପରାଜିତ ରହିଥିଲେ। ଏହି ମ୍ୟାଚ୍ ମାତ୍ର ତିନି ଦିନ ମଧ୍ୟରେ ଶେଷ ହୋଇଥିଲା। ଅଷ୍ଟ୍ରେଲିଆ ପାଞ୍ଚ ମ୍ୟାଚ୍ ବିଶିଷ୍ଟ ଟେଷ୍ଟ ସିରିଜକୁ ୩-୧ ରେ ଜିତିଛି। ୧୦ ବର୍ଷ ପରେ ବର୍ଡର-ଗାଭାସ୍କର ଟ୍ରଫି ଜିତିବାରେ କଙ୍ଗାରୁ ସଫଳ ହୋଇଛି।

IND Vs AUS IND Vs AUS 5th Test Ind Vs Aus Live India Vs Australia Sydney Test
Share. Facebook Twitter LinkedIn Email WhatsApp Copy Link

Related Posts

ଭାରତରେ ଷ୍ଟାର୍ଟଅପ୍ ଇକୋସିଷ୍ଟମର ପୁନଃନିର୍ମାଣ

January 15, 2026

ଆମେରିକା ଭିସା ସ୍ଥଗିତ କରିବା ପରେ ପାକିସ୍ତାନର ପ୍ରଥମ ପ୍ରତିକ୍ରିୟା: ଏବେ ଟ୍ରମ୍ପଙ୍କ ପାଦ ଧରିବେ ଶାହବାଜ

January 15, 2026

ଆଥର 450 ଆପେକ୍ସ ନା ସୁଜୁକି ଇ-ଆକ୍ସେସ୍, କେଉଁ ଇଲେକ୍ଟ୍ରିକ୍ ସ୍କୁଟର ଅଧିକ ଶକ୍ତିଶାଳୀ?: ଜାଣନ୍ତୁ ପାର୍ଥକ୍ୟ

January 15, 2026

ପୁଣି JEE ମେନ୍ ପରୀକ୍ଷା ତାରିଖ ପରିବର୍ତ୍ତନ କଲା NTA: ଏବେ ଜାନୁଆରୀ 23 ରେ ହେବ ନାହିଁ ପରୀକ୍ଷା

January 15, 2026
Latest News

ବିଜେଡିର ବଡ କାର୍ଯ୍ୟାନୁଷ୍ଠାନ, ଦୁଇ ବିଧାୟକଙ୍କୁ ଦଳରୁ କଲା ନିଲମ୍ବିତ

January 15, 2026

ଭାରତରେ ଷ୍ଟାର୍ଟଅପ୍ ଇକୋସିଷ୍ଟମର ପୁନଃନିର୍ମାଣ

January 15, 2026

ଆମେରିକା ଭିସା ସ୍ଥଗିତ କରିବା ପରେ ପାକିସ୍ତାନର ପ୍ରଥମ ପ୍ରତିକ୍ରିୟା: ଏବେ ଟ୍ରମ୍ପଙ୍କ ପାଦ ଧରିବେ ଶାହବାଜ

January 15, 2026

ଆଥର 450 ଆପେକ୍ସ ନା ସୁଜୁକି ଇ-ଆକ୍ସେସ୍, କେଉଁ ଇଲେକ୍ଟ୍ରିକ୍ ସ୍କୁଟର ଅଧିକ ଶକ୍ତିଶାଳୀ?: ଜାଣନ୍ତୁ ପାର୍ଥକ୍ୟ

January 15, 2026

ପୁଣି JEE ମେନ୍ ପରୀକ୍ଷା ତାରିଖ ପରିବର୍ତ୍ତନ କଲା NTA: ଏବେ ଜାନୁଆରୀ 23 ରେ ହେବ ନାହିଁ ପରୀକ୍ଷା

January 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.