Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଭାରତର WTC ଫାଇନାଲ ଖେଳିବା ସ୍ଵପ୍ନ ହେଲା ଧୂଳିସାତ: ୬ ୱିକେଟ୍ ରେ ଜିତିଲା ଅଷ୍ଟ୍ରେଲିଆ
ଆଜିର ଖବର

ଭାରତର WTC ଫାଇନାଲ ଖେଳିବା ସ୍ଵପ୍ନ ହେଲା ଧୂଳିସାତ: ୬ ୱିକେଟ୍ ରେ ଜିତିଲା ଅଷ୍ଟ୍ରେଲିଆ

January 5, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ସିଡନୀରେ ଖେଳାଯାଇଥିବା ବର୍ଡର-ଗାଭାସ୍କର ଟ୍ରଫିର ପଞ୍ଚମ ତଥା ଅନ୍ତିମ ଟେଷ୍ଟ ମ୍ୟାଚରେ ଅଷ୍ଟ୍ରେଲିଆ ୬ ୱିକେଟରେ ଭାରତକୁ ପରାସ୍ତ କରିଛି। ଏହି ପରାଜୟ ସହିତ କ୍ରମାଗତ ତୃତୀୟ ଥର ପାଇଁ WTC ଫାଇନାଲରେ ପ୍ରବେଶ କରିବାର ଭାରତର ସ୍ୱପ୍ନ ମଧ୍ୟ ଧ୍ୱଂସ ହୋଇଯାଇଛି। ଏହି ମ୍ୟାଚ୍‌ରେ ଭାରତ କଙ୍ଗାରୁକୁ ୧୬୨ ରନ୍‌ର ଟାର୍ଗେଟ ଦେଇଥିଲା, ଯାହା ଘରୋଇ ଦଳ ୪ ୱିକେଟ୍ ହରାଇ ହାସଲ କରିଥିଲା।

ଅଷ୍ଟ୍ରେଲିଆ ପାଇଁ ଟ୍ରାଭିସ୍ ହେଡ୍ ୩୪ ରନ ଏବଂ ବିୟୁ ଓ୍ବେବଷ୍ଟର୍ ୩୯ ରନ୍ ରେ ଅପରାଜିତ ରହିଥିଲେ। ଏହି ମ୍ୟାଚ୍ ମାତ୍ର ତିନି ଦିନ ମଧ୍ୟରେ ଶେଷ ହୋଇଥିଲା। ଅଷ୍ଟ୍ରେଲିଆ ପାଞ୍ଚ ମ୍ୟାଚ୍ ବିଶିଷ୍ଟ ଟେଷ୍ଟ ସିରିଜକୁ ୩-୧ ରେ ଜିତିଛି। ୧୦ ବର୍ଷ ପରେ ବର୍ଡର-ଗାଭାସ୍କର ଟ୍ରଫି ଜିତିବାରେ କଙ୍ଗାରୁ ସଫଳ ହୋଇଛି।

IND Vs AUS IND Vs AUS 5th Test Ind Vs Aus Live India Vs Australia Sydney Test
Share. Facebook Twitter LinkedIn Email WhatsApp Copy Link

Related Posts

ମାଓବାଦ ବିରୋଧୀ ଅଭିଯାନରେ ଓଡ଼ିଶା ପୋଲିସର ବଡ଼ ସଫଳତା: ୧୯ ମାଓବାଦୀଙ୍କ ଆତ୍ମସମର୍ପଣ

February 6, 2026

ଭାରତୀୟ ରେଳବାଇରେ ୨୦୧୪-୧୫ ଏବଂ ୨୦୨୪-୨୫ ମଧ୍ୟରେ ୫.୦୮ ଲକ୍ଷ ନିଯୁକ୍ତି: ଅଶ୍ୱିନୀ ବୈଷ୍ଣବ

February 6, 2026

ଇଂଲଣ୍ଡକୁ ପରାସ୍ତ କରି ଷଷ୍ଠ ଥର ପାଇଁ ବିଶ୍ୱ ଚାମ୍ପିଅନ୍ ହେଲା ଭାରତ: ବିଜୟର ହିରୋ ବୈଭବ ସୂର୍ଯ୍ୟବଂଶୀ

February 6, 2026

ପ୍ରଗତି ପଥରେ ଅଗ୍ରସର ହେଉଥିବା ଓଡ଼ିଶା ନିଜ ପାଇଁ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛି: ରାଜ୍ୟପାଳ

February 6, 2026
Latest News

ମାଓବାଦ ବିରୋଧୀ ଅଭିଯାନରେ ଓଡ଼ିଶା ପୋଲିସର ବଡ଼ ସଫଳତା: ୧୯ ମାଓବାଦୀଙ୍କ ଆତ୍ମସମର୍ପଣ

February 6, 2026

ଭାରତୀୟ ରେଳବାଇରେ ୨୦୧୪-୧୫ ଏବଂ ୨୦୨୪-୨୫ ମଧ୍ୟରେ ୫.୦୮ ଲକ୍ଷ ନିଯୁକ୍ତି: ଅଶ୍ୱିନୀ ବୈଷ୍ଣବ

February 6, 2026

ଇଂଲଣ୍ଡକୁ ପରାସ୍ତ କରି ଷଷ୍ଠ ଥର ପାଇଁ ବିଶ୍ୱ ଚାମ୍ପିଅନ୍ ହେଲା ଭାରତ: ବିଜୟର ହିରୋ ବୈଭବ ସୂର୍ଯ୍ୟବଂଶୀ

February 6, 2026

ପ୍ରଗତି ପଥରେ ଅଗ୍ରସର ହେଉଥିବା ଓଡ଼ିଶା ନିଜ ପାଇଁ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛି: ରାଜ୍ୟପାଳ

February 6, 2026

ଏବେ ଜଖପୁରା ଷ୍ଟେସନରେ ରହଣି କରିବନାହିଁ ଏହି ଯାତ୍ରୀବାହୀ ଟ୍ରେନ୍‌: ଦେଖନ୍ତୁ ତାଲିକା

February 6, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.