Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଉଦଘାଟିତ ହେଲା ଆଦିବାସୀ ମେଳା 2025, ମୁଖ୍ୟମନ୍ତ୍ରୀ ମୋହନ ମାଝୀ କଲେ ଉଦଘାଟନ
ଆଜିର ଖବର

ଉଦଘାଟିତ ହେଲା ଆଦିବାସୀ ମେଳା 2025, ମୁଖ୍ୟମନ୍ତ୍ରୀ ମୋହନ ମାଝୀ କଲେ ଉଦଘାଟନ

January 5, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ଉଦଘାଟିତ ହେଲା ଆଦିବାସୀ ମେଳା 2025, ମୁଖ୍ୟମନ୍ତ୍ରୀ ମୋହନ ମାଝୀ କଲେ ଉଦଘାଟନ

ଭୁବନେଶ୍ବର: ଆଜି ସଂଧ୍ୟାରେ ଉଦଘାଟିତ ହୋଇଛି ଆଦିବାସୀ ମେଳା 2025। ଭୁବନେଶ୍ବରର ପ୍ରଦର୍ଶନୀ ପଡିଆରେ ଆୟୋଜିତ ଏହି ମେଳାକୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଉଦଘାଟିନ କରିଛନ୍ତି। ପ୍ରତି ବର୍ଷ ଏହି ମେଳା ଜାନୁୟାରୀ 26 ତାରିଖ ଗଣତନ୍ତ୍ର ଦିବସରେ ହୋଇଥାଏ। ହେଲେ ଚଳିତ ବର୍ଷ ପ୍ରବାସୀ ଭାରତୀୟ ଦିବସ ପାଇଁ ଆଗୁଆ ଆରମ୍ଭ କରାଯାଇଛି।

ଏହି ମେଳାରେ ଆଦିବାସୀଙ୍କ ଘର, ସେମାନଙ୍କ ଉତ୍ପାଦିତ ଜିନିଷ ଏବଂ ହାତ ତିଆରି ସାମଗ୍ରୀ ପ୍ରଦର୍ଶିତ ତଥା ବିକ୍ରି ବ୍ୟବସ୍ଥା କରାଯାଇଛି। ଚଳିତ ବର୍ଷ ଏହି ମେଳାରେ 147ଟି ଷ୍ଟଲ କରାଯାଇଛି। ସେଥିରେ 20ଟି ଆଦିବାସୀ ବାସଗୃହ ନିର୍ମାଣ କରାଯାଇଛି। 40ଟି ଷ୍ଟଲରେ ଆଦିବାସୀଙ୍କ କଳା ଓ ହସ୍ତଶିଳ୍ପ ପ୍ରଦର୍ଶିତ ହେଉଛି। ସେହିପରି 15ଟି ଷ୍ଟଲରେ ଆଦିବାସୀମାନେ ସେମାନଙ୍କର କାମ କରୁଥିବାର ଦେଖିବାକୁ ମିଳିବ। ଏହି ମେଳା ଆସନ୍ତା 16 ତାରିଖ ପର୍ଯ୍ୟନ୍ତ ଚାଲିବ।

AdivasiMela ଆଦିବାସୀ ମେଳା ଆଦିବାସୀ ମେଳା 2025
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ଜୁଲାଇ ୧୬ ତାରିଖ ଗୁରୁବାରରେ ପାଞ୍ଚୋଟି ରାଶି ପାଇଁ ରହିଛି ଶୁଭ ଖବର

July 16, 2026

ଗୋବରରୁ ବାୟୋ-ଗ୍ୟାସ୍ ଉତ୍ପାଦନ ପାଇଁ ଦିଲ୍ଲୀରେ ବଡ଼ ପଦକ୍ଷେପ: ଏମଓୟୁ ସ୍ୱାକ୍ଷରିତ

July 15, 2026

ବାରାଣସୀରେ ୧୪,୪୪୭ କୋଟିର ୬-ଲେନ୍ ଏଲିଭେଟେଡ୍ କରିଡରକୁ କ୍ୟାବିନେଟ୍ ମଞ୍ଜୁରୀ

July 15, 2026

ଆତ୍ମନିର୍ଭର ଭାରତ ପାଇଁ ଜାତୀୟ ୟୁରିଆ ନିବେଶ ନୀତି  ୨୦୨୬କୁ କ୍ୟାବିନେଟ୍‌ ମଞ୍ଜୁରି

July 15, 2026
Latest News

ଆଜି ଜୁଲାଇ ୧୬ ତାରିଖ ଗୁରୁବାରରେ ପାଞ୍ଚୋଟି ରାଶି ପାଇଁ ରହିଛି ଶୁଭ ଖବର

July 16, 2026

ଗୋବରରୁ ବାୟୋ-ଗ୍ୟାସ୍ ଉତ୍ପାଦନ ପାଇଁ ଦିଲ୍ଲୀରେ ବଡ଼ ପଦକ୍ଷେପ: ଏମଓୟୁ ସ୍ୱାକ୍ଷରିତ

July 15, 2026

ବାରାଣସୀରେ ୧୪,୪୪୭ କୋଟିର ୬-ଲେନ୍ ଏଲିଭେଟେଡ୍ କରିଡରକୁ କ୍ୟାବିନେଟ୍ ମଞ୍ଜୁରୀ

July 15, 2026

ଆତ୍ମନିର୍ଭର ଭାରତ ପାଇଁ ଜାତୀୟ ୟୁରିଆ ନିବେଶ ନୀତି  ୨୦୨୬କୁ କ୍ୟାବିନେଟ୍‌ ମଞ୍ଜୁରି

July 15, 2026

ଓଡ଼ିଶା ଏବଂ ଝାଡ଼ଖଣ୍ଡର ୪ଟି ଜିଲ୍ଲା ପାଇଁ ୨ଟି ରେଳଲାଇନ ପ୍ରଶସ୍ତିକରଣ ପ୍ରକଳ୍ପକୁ କ୍ୟାବିନେଟ୍ ମଞ୍ଜୁରି

July 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.