Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମୁଖ ପଖାଳ ସେବକ ୩ ମାସ ପାଇଁ ସେବାରୁ ନିଲମ୍ବିତ
ଆଜିର ଖବର

ମୁଖ ପଖାଳ ସେବକ ୩ ମାସ ପାଇଁ ସେବାରୁ ନିଲମ୍ବିତ

January 6, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ଶ୍ରୀମନ୍ଦିର
Puri Police tighten security arrangement to manage new year crowd

ପୁରୀ: ଶ୍ରୀମନ୍ଦିରରେ ବିଶୃଙ୍ଖଳା ତଥା ଅନ୍ୟ ଏକ ସେବକଙ୍କୁ ମାରପିଟ୍ ପାଇଁ ଶ୍ରୀମନ୍ଦିର ଆଇନ୍ ୨୧-କ ଧାରା ଅନୁସାରେ ମୁଖ ପଖାଳ ସେବକ ବିଶ୍ବନାଥ ଖୁଣ୍ଟିଆଙ୍କୁ ୩ ମାସ ପାଇଁ ସେବାରୁ ନିଲମ୍ବିତ କରାଯାଇଛି। ଗତ କିଛି ଦିନ ତଳେ ଶ୍ରୀମନ୍ଦିର ଭିତରେ ମାରପିଟ ହୋଇ ଦୁଇ ସେବକ ଥାନା ଦ୍ୱାରସ୍ଥ ହୋଇଥିଲେ।

ତେବେ ନିଲମ୍ବନ ପୂର୍ବରୁ ଶ୍ରୀ ଖୁଣ୍ଟିଆଙ୍କୁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ କୈଫିୟତ ତଲବ ହୋଇଥିଲା। ନିଲମ୍ବନ ସମୟରେ ଶ୍ରୀ ଖୁଣ୍ଟିଆ ଶ୍ରୀମନ୍ଦିର ମଧ୍ୟରେ ତାଙ୍କ ସମସ୍ତ ସେବାରୁ ନିବୃତ୍ତ ରହିବାକୁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଆଦେଶ ପ୍ରଦାନ କରିଛନ୍ତି।

ଏହି ପରିପ୍ରେକ୍ଷୀରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ. ଅରବିନ୍ଦ ପାଢୀ ଆଉଥରେ ସ୍ପଷ୍ଟ କରିଛନ୍ତି ଯେ, ଶ୍ରୀମନ୍ଦିର ମଧ୍ୟରେ ବିଶୃଙ୍ଖଳାକୁ କଦାପି ବରଦାସ୍ତ କରାଯିବ ନାହିଁ। ଏ ସଂକ୍ରାନ୍ତରେ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଅଛି।

ଡ ଅରବିନ୍ଦ ପାଢୀ ପୁରୀ ଶ୍ରୀମନ୍ଦିର ଶ୍ରୀମନ୍ଦିର ପ୍ରଶାସନ
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ମାର୍ଚ୍ଚ ୨୭ ତାରିଖ ଶୁକ୍ରବାରର ସକାଳୁ ଏହି ରାଶିଗୁଡିକର ଖୋଲିଲା ଭାଗ୍ୟ

March 27, 2026

ଏନ୍ଏଚ୍ଆରସି ସ୍ୱତନ୍ତ୍ର ପର୍ଯ୍ୟବେକ୍ଷକଙ୍କ ଏମ୍ସ ଭୁବନେଶ୍ୱର ପରିଦର୍ଶନ

March 26, 2026

ମା’ ଭବବତୀଙ୍କ ପୀଠରେ ଅଶୋକାଷ୍ଟମୀ ଚଇତି ପର୍ବ: ବର୍ଷର ଶେଷ ପର୍ବରେ ଦକ୍ଷିଣାୟନ ଯାତ୍ରା କଲେ ମା

March 26, 2026

ରାଷ୍ଟ୍ରୀୟ ବୌଦ୍ଧିକ ଦିବ୍ୟାଙ୍ଗଜନ ସଶକ୍ତିକରଣ ପ୍ରତିଷ୍ଠାନ ପରିଦର୍ଶନ କଲେ ଓଡ଼ିଶାର ଗଣମାଧ୍ୟମ ପ୍ରତିନିଧି ଦଳ

March 26, 2026
Latest News

ଆଜି ମାର୍ଚ୍ଚ ୨୭ ତାରିଖ ଶୁକ୍ରବାରର ସକାଳୁ ଏହି ରାଶିଗୁଡିକର ଖୋଲିଲା ଭାଗ୍ୟ

March 27, 2026

ଏନ୍ଏଚ୍ଆରସି ସ୍ୱତନ୍ତ୍ର ପର୍ଯ୍ୟବେକ୍ଷକଙ୍କ ଏମ୍ସ ଭୁବନେଶ୍ୱର ପରିଦର୍ଶନ

March 26, 2026

ମା’ ଭବବତୀଙ୍କ ପୀଠରେ ଅଶୋକାଷ୍ଟମୀ ଚଇତି ପର୍ବ: ବର୍ଷର ଶେଷ ପର୍ବରେ ଦକ୍ଷିଣାୟନ ଯାତ୍ରା କଲେ ମା

March 26, 2026

ସାରା ଦେଶରେ ସୁବିଧାଜନକ ଉପମାର୍ଗ ନିର୍ମାଣ ପାଇଁ ରେଳମନ୍ତ୍ରୀଙ୍କ ନିର୍ଦ୍ଦେଶ

March 26, 2026

ରାଷ୍ଟ୍ରୀୟ ବୌଦ୍ଧିକ ଦିବ୍ୟାଙ୍ଗଜନ ସଶକ୍ତିକରଣ ପ୍ରତିଷ୍ଠାନ ପରିଦର୍ଶନ କଲେ ଓଡ଼ିଶାର ଗଣମାଧ୍ୟମ ପ୍ରତିନିଧି ଦଳ

March 26, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.