Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଭୁବନେଶ୍ବରରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ରାଜ୍ୟପାଳ ମୁଖ୍ୟମନ୍ତ୍ରୀ କଲେ ସ୍ବାଗତ
ଆଜିର ଖବର

ଭୁବନେଶ୍ବରରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ରାଜ୍ୟପାଳ ମୁଖ୍ୟମନ୍ତ୍ରୀ କଲେ ସ୍ବାଗତ

January 8, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ଭୁବନେଶ୍ବରରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ରାଜ୍ୟପାଳ ମୁଖ୍ୟମନ୍ତ୍ରୀ କଲେ ସ୍ବାଗତ

ଭୁବନେଶ୍ବର: ଆଜି ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ସେ ବିଶାଖାପାଟଣାରୁ ଏକ ସ୍ବତନ୍ତ୍ର ବିମାନରେ ଆସି ଭୁବନେଶ୍ବରରେ ପହଞ୍ଚିଥିଲେ। ସେଠାରେ ରାଜ୍ୟପାଳ ହରିବାବୁ କୁମ୍ଭମପତି, ମୁଖ୍ୟମନ୍ତ୍ରୀ ମୋହନ ମାଝୀ ପ୍ରମୁଖ ତାଙ୍କୁ ସ୍ବାଗତ କରିଥିଲେ। ସେହିପରି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ ସଭାପତି ମନମୋହନ ସାମଲ ମଧ୍ୟ ବିମାନ ବନ୍ଦରରେ ଉପସ୍ଥିତ ଥିଲେ।

ପ୍ରଧାନମନ୍ତ୍ରୀ ବିମାନ ବନ୍ଦରରୁ ସିଧା ରାଜଭବନ ଆସିଥିଲେ। ରାସ୍ତାରେ ତାଙ୍କୁ ଦେଖିବା ପାଇଁ ବହୁ ଲୋକଙ୍କର ଭିଡ ରହିଥିଲା। ମୋଦି ଗାଡି ଭିତରେ ବସି ଲୋକମାନଙ୍କୁ ହାତ ହଲାଇ ଅଭିବାଦନ ଗ୍ରହଣ କରିଥିଲେ। ଆଜି ରାଜଭବନରେ ପ୍ରଧାନମନ୍ତ୍ରୀ ରାତ୍ରୀ ଯାପନ କରିବେ। ଆସନ୍ତାକାଲି ସକାଳେ ସେ 18ତମ ପ୍ରବାସୀ ଭାରତୀୟ ସମ୍ମିଳନୀକୁ ଉଦଘାଟନ କରିବେ। ସେଠାରେ ସେ ପ୍ରବାସୀ ଭାରତୀୟମାନଙ୍କ ସହିତ କିଛି ସମୟ ବିତାଇବେ। ଏହାପରେ ସେ ଦିଲ୍ଲୀ ଫେରିଯିବାର କାର୍ଯ୍ୟକ୍ରମ ରହିଛି।

PM Modi in Bhubanaeswar PM Modi in Odisha' ଓଡିଶାରେ ପ୍ରଧାନମନ୍ତ୍ରୀ ଓଡିଶାରେ ପ୍ରଧାନମନ୍ତ୍ରୀ ମୋଦି ପ୍ରବାସୀ ଭାରତୀୟ ଦିବସ
Share. Facebook Twitter LinkedIn Email WhatsApp Copy Link

Related Posts

ଯୋଗୀ ସରକାରଙ୍କ ଐତିହାସିକ ନିଷ୍ପତ୍ତି: ପୂର୍ବ ପାକିସ୍ତାନର ପରିବାରକୁ ଭୂମି ଅଧିକାର, ୧୦ ହଜାର ପରିବାରରେ ଖୁସି

July 22, 2025

ଆଜିଠାରୁ ଆରମ୍ଭ ହେବ ଦେଶର ସବୁଠାରୁ ଶସ୍ତା ଇଲେକ୍ଟ୍ରିକ୍ MPV ର ବୁକିଂ, ଜାଣନ୍ତୁ ମୂଲ୍ୟ

July 22, 2025

ଏପଟେ ନୂତନ ସଭାପତି ଆବଶ୍ୟକ, ସେପଟେ ଇସ୍ତଫା ଦେଲେ ଉପରାଷ୍ଟ୍ରପତି: ଏବେ କ’ଣ କରିବ ବିଜେପି?

July 22, 2025

ଆମେରିକାର ଟି-ମୋବାଇଲକୁ ପଛରେ ପକାଇ ବିଶ୍ୱରେ ଏକ ନମ୍ବର ହେଲା ଜିଓ

July 22, 2025
Latest News

ଯୋଗୀ ସରକାରଙ୍କ ଐତିହାସିକ ନିଷ୍ପତ୍ତି: ପୂର୍ବ ପାକିସ୍ତାନର ପରିବାରକୁ ଭୂମି ଅଧିକାର, ୧୦ ହଜାର ପରିବାରରେ ଖୁସି

July 22, 2025

ଆଜିଠାରୁ ଆରମ୍ଭ ହେବ ଦେଶର ସବୁଠାରୁ ଶସ୍ତା ଇଲେକ୍ଟ୍ରିକ୍ MPV ର ବୁକିଂ, ଜାଣନ୍ତୁ ମୂଲ୍ୟ

July 22, 2025

ଏପଟେ ନୂତନ ସଭାପତି ଆବଶ୍ୟକ, ସେପଟେ ଇସ୍ତଫା ଦେଲେ ଉପରାଷ୍ଟ୍ରପତି: ଏବେ କ’ଣ କରିବ ବିଜେପି?

July 22, 2025

ଆମେରିକାର ଟି-ମୋବାଇଲକୁ ପଛରେ ପକାଇ ବିଶ୍ୱରେ ଏକ ନମ୍ବର ହେଲା ଜିଓ

July 22, 2025

ନ୍ୟୁବର୍ଗ ପଲ୍‌ସ-ମହେନ୍ଦ୍ର ସିଂହ ଧୋନିଙ୍କ ସହଭାଗିତାରେ ରାଞ୍ଚିରେ ସ୍ୱୟଂ ସମ୍ପୂର୍ଣ୍ଣ ସମନ୍ଵିତ ନିଦାନ କେନ୍ଦ୍ର ଆରମ୍ଭ

July 22, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.