Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମାଓ ଦମନ ନେଇ ପୋଲିସ ଡିଜି ଓ ସିଆରପିଏଫ୍‌ ଡିଜିଙ୍କ ବୈଠକ
ଆଜିର ଖବର

ମାଓ ଦମନ ନେଇ ପୋଲିସ ଡିଜି ଓ ସିଆରପିଏଫ୍‌ ଡିଜିଙ୍କ ବୈଠକ

July 11, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଦିନକୁ ଦିନ ରାଜ୍ୟରେ ମାଓ ଉପଦ୍ରବ ବଢିବାରେ ଲାଗିଛି। ରାଜ୍ୟରେ ମାଓଶକ୍ତିକୁ ନିଷ୍କ୍ରିୟ କରିବାକୁ ଓ ମାଓ ମୁକାବିଲା ନେଇ ଭୁବନେଶ୍ୱରରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକର ଆୟୋଜନ କରାଯାଇଛି। ଏହି ବୈଠକରେ ମାଓଦମନ ପାଇଁ ଆଲୋଚନା କରାଯାଉଛି। ମାଓ ଦମନ ନେଇ ପୋଲିସ ଡିଜି ଏବଂ ସିଆରପିଏଫ ଡିଜିଙ୍କ ମଧ୍ୟରେ ବୈଠକ ହେଉଛି। ଡିଜିପି ଆରପି ଶର୍ମା, ସିଆରପିଏଫ ଡିଜି ରାଜୀବ ରାୟ ଭଟ୍ଟନାଗର ଏବଂ ବିଏସଏଫର ବିଶିଷ୍ଟ ଅଧିକାରୀମାନେ ଏହି ବୈଠକରେ ଉପସ୍ଥିତ ଅଛନ୍ତି। ଆଗକୁ ପୋଲିସ୍‌, ସିଆରପିଏଫ୍‌  ଓ ବିଏସ୍‌ପି ମିଳିତ ଭାବରେ ଅଧିକ ଅପରେସନ୍‌ କରିବେ ବୋଲି ପ୍ରତିକ୍ରିୟା ଦେଇଛନ୍ତି ସିଆରପିଏଫ୍‌ ଡିଜି ରାଜୀବ ରାୟ ଭଟ୍ଟନଗର।

Share. Facebook Twitter LinkedIn Email WhatsApp Copy Link

Related Posts

ବ୍ରିକ୍ସ ସମ୍ମିଳନୀରେ ଯୋଗଦେବେନି ବାଂଲାଦେଶ ପ୍ରଧାନମନ୍ତ୍ରୀ ତାରିକ ରେହମାନ୍

September 10, 2026

ଭାଙ୍ଗିଲା ୬୫ ବର୍ଷର ଇତିହାସ: ଦୁଲୀପ ଟ୍ରଫିରେ ଇତିହାସ ରଚିଲେ ଇଶାନ କିଶାନ

September 10, 2026

ସାହାରା ନିବେଶକଙ୍କ ପାଇଁ ବଡ଼ ଖବର: ଆରମ୍ଭ ହେଲା ରିଫଣ୍ଡ ପୋର୍ଟାଲ

September 10, 2026

CJP ପ୍ରତିବାଦ: ସ୍ୱତନ୍ତ୍ର ଭରଦ୍ୱାଜ ମାମଲା ଉପରେ ଗମ୍ଭୀର ହେଲେ CJI 

September 10, 2026
Latest News

ବ୍ରିକ୍ସ ସମ୍ମିଳନୀରେ ଯୋଗଦେବେନି ବାଂଲାଦେଶ ପ୍ରଧାନମନ୍ତ୍ରୀ ତାରିକ ରେହମାନ୍

September 10, 2026

ଭାଙ୍ଗିଲା ୬୫ ବର୍ଷର ଇତିହାସ: ଦୁଲୀପ ଟ୍ରଫିରେ ଇତିହାସ ରଚିଲେ ଇଶାନ କିଶାନ

September 10, 2026

ଲାଲୁ ପ୍ରସାଦ ଯାଦବଙ୍କ ପରିବାରକୁ ବଡ଼ ଝଟକା: IRCTC ମାମଲାରେ କୋର୍ଟ ନେଲେ ବଡ଼ ନିଷ୍ପତ୍ତି

September 10, 2026

ସାହାରା ନିବେଶକଙ୍କ ପାଇଁ ବଡ଼ ଖବର: ଆରମ୍ଭ ହେଲା ରିଫଣ୍ଡ ପୋର୍ଟାଲ

September 10, 2026

CJP ପ୍ରତିବାଦ: ସ୍ୱତନ୍ତ୍ର ଭରଦ୍ୱାଜ ମାମଲା ଉପରେ ଗମ୍ଭୀର ହେଲେ CJI 

September 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.