Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଭୁବନେଶ୍ବରରେ ଚାଞ୍ଚଲ୍ୟକର ହତ୍ୟାକାଣ୍ଡରେ ବ୍ୟବହୃତ ଖଣ୍ଡା ଜବତ, ପୋଲିସର ସିନ୍ ରିକ୍ରିଏସନ
ଆଜିର ଖବର

ଭୁବନେଶ୍ବରରେ ଚାଞ୍ଚଲ୍ୟକର ହତ୍ୟାକାଣ୍ଡରେ ବ୍ୟବହୃତ ଖଣ୍ଡା ଜବତ, ପୋଲିସର ସିନ୍ ରିକ୍ରିଏସନ

January 9, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ଭୁବନେଶ୍ବରରେ ଚାଞ୍ଚଲ୍ୟକର ହତ୍ୟାକାଣ୍ଡରେ ବ୍ୟବହୃତ ଖଣ୍ଡା ଜବତ, ପୋଲିସର ସିନ୍ ରିକ୍ରିଏସନ

ଭୁବନେଶ୍ଵର: ଭୁବନେଶ୍ଵରେ ଘଟିଯାଇଥିଲା ଚାଞ୍ଚଲ୍ୟକରମ ସହଦେବ ନାଏକ ହତ୍ୟା ଘଟଣାରେ ପୋଲିସ ସିନ୍ ରିକ୍ରିଏସନ କରିଛି। ତିିନି ଅଭିଯୁକ୍ତ ଦୟା ନଦୀ ପଠାରେ ପୋଲିସକୁ ହତ୍ୟା କାଣ୍ଡର ଡେମୋ ଦେଖାଇଛନ୍ତି। ଏହି ସମୟରେ ଦୟା ନଦୀରୁ ଅଭିଯୁକ୍ତମାନେ ହତ୍ୟାକାଣ୍ଡରେ ବ୍ୟବହାର କରିଥିବା ଖଣ୍ଡା ଜବତ ହୋଇଛି।

ଗତକାଲି ପୋଲିସ ସହଦେବ ହତ୍ୟାକାଣ୍ଡର ୫ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେମାନଙ୍କୁ ନୟାଗଡ଼ ଶରଣକୂଳରୁ ପୋଲିସ ଗିରଫ କରିଛି। ଆଉ ଜଣେ ଫେରାର ଅଛି। ଅଭିଯୁକ୍ତଙ୍କ ମଧ୍ୟରେ ଅଛନ୍ତି ଜଣେ ମହିଳା।

ସୂଚନାଯୋଗ୍ୟ, ଗତକାଲି ବାଣୀ ବିହାର-ରସୁଲଗଡ଼ ରାସ୍ତାରେ ସହଦେବ ନାୟକଙ୍କୁ ଅତ୍ୟନ୍ତ ବୀଭତ୍ସ ଭାବେ ହତ୍ୟା କରାଯାଇଥିଲା। ଦେହରୁ ମୁଣ୍ଡ ପୁରା ଅଲଗା ହୋଇ ଯାଇଥିଲା। ସକାଳୁ ସକାଳୁ ହିଁ ସହଦେବଙ୍କୁ ହତ୍ୟା କରାଯାଇଥିଲା। ସହଦେବ ଆଗରୁ ପୋଲିସ ମିତ୍ର ଥିଲେ। ଏପରିକି ତାଙ୍କ ଜୀବନ ପ୍ରତି ବିପଦ ଥିବା କହିଥିଲେ ସହଦେବ। ତା ସତ୍ତ୍ଵେ ତାଙ୍କୁ ସୁରକ୍ଷା ଦେଇପାରି ନ ଥିଲା ପୋଲିସ। ଏ ନେଇ ପୋଲିସ ତରଫରୁ ଅଧିକ ଖାନତଲାସ ଜାରୀ ରହିଛି।

ଭୁବନେଶ୍ବର ହତ୍ୟାକାଣ୍ଡ ସହଦେବ ନାଏକ
Share. Facebook Twitter LinkedIn Email WhatsApp Copy Link

Related Posts

‘ସି ଲିଡ୍ସ-୨: ନେତୃତ୍ବ ନେଉଥିବା ମହିଳାଙ୍କ କର୍ମଶାଳା’କୁ ଉଦଘାଟନ କଲେ କେନ୍ଦ୍ର ମହିଳା ଏବଂ ଶିଶୁ ବିକାଶ ମନ୍ତ୍ରୀ

August 7, 2025

ଜାତୀୟ ହସ୍ତତନ୍ତ ଦିବସର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

August 7, 2025

ଜାତୀୟ ହସ୍ତତନ୍ତ ଦିବସ ଅବସରରେ ଲକ୍ଷ ଲକ୍ଷ ଏସଏସଜି ମହିଳା ସଦସ୍ୟଙ୍କ ସହ ଆଲୋଚନା କଲେ କେନ୍ଦ୍ର ମନ୍ତ୍ରୀ

August 7, 2025

ଏମ୍.ଏସ୍. ସ୍ୱାମୀନାଥନ୍‌ ଶତବାର୍ଷିକୀ ଅନ୍ତର୍ଜାତୀୟ ସମ୍ମିଳନୀରେ ଉଦବୋଧନ ଦେଲେ ପ୍ରଧାନମନ୍ତ୍ରୀ

August 7, 2025
Latest News

‘ସି ଲିଡ୍ସ-୨: ନେତୃତ୍ବ ନେଉଥିବା ମହିଳାଙ୍କ କର୍ମଶାଳା’କୁ ଉଦଘାଟନ କଲେ କେନ୍ଦ୍ର ମହିଳା ଏବଂ ଶିଶୁ ବିକାଶ ମନ୍ତ୍ରୀ

August 7, 2025

ଜାତୀୟ ହସ୍ତତନ୍ତ ଦିବସର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

August 7, 2025

ଜାତୀୟ ହସ୍ତତନ୍ତ ଦିବସ ଅବସରରେ ଲକ୍ଷ ଲକ୍ଷ ଏସଏସଜି ମହିଳା ସଦସ୍ୟଙ୍କ ସହ ଆଲୋଚନା କଲେ କେନ୍ଦ୍ର ମନ୍ତ୍ରୀ

August 7, 2025

ଏମ୍.ଏସ୍. ସ୍ୱାମୀନାଥନ୍‌ ଶତବାର୍ଷିକୀ ଅନ୍ତର୍ଜାତୀୟ ସମ୍ମିଳନୀରେ ଉଦବୋଧନ ଦେଲେ ପ୍ରଧାନମନ୍ତ୍ରୀ

August 7, 2025

ଖୋର୍ଦ୍ଧା: ଜିଲ୍ଲା ସ୍ତରୀୟ ରେଡ୍ ରନ୍ (୩.୦) ମାରାଥନ

August 7, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.