Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଭୁବନେଶ୍ବରରେ ଚାଞ୍ଚଲ୍ୟକର ହତ୍ୟାକାଣ୍ଡରେ ବ୍ୟବହୃତ ଖଣ୍ଡା ଜବତ, ପୋଲିସର ସିନ୍ ରିକ୍ରିଏସନ
ଆଜିର ଖବର

ଭୁବନେଶ୍ବରରେ ଚାଞ୍ଚଲ୍ୟକର ହତ୍ୟାକାଣ୍ଡରେ ବ୍ୟବହୃତ ଖଣ୍ଡା ଜବତ, ପୋଲିସର ସିନ୍ ରିକ୍ରିଏସନ

January 9, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ଭୁବନେଶ୍ବରରେ ଚାଞ୍ଚଲ୍ୟକର ହତ୍ୟାକାଣ୍ଡରେ ବ୍ୟବହୃତ ଖଣ୍ଡା ଜବତ, ପୋଲିସର ସିନ୍ ରିକ୍ରିଏସନ

ଭୁବନେଶ୍ଵର: ଭୁବନେଶ୍ଵରେ ଘଟିଯାଇଥିଲା ଚାଞ୍ଚଲ୍ୟକରମ ସହଦେବ ନାଏକ ହତ୍ୟା ଘଟଣାରେ ପୋଲିସ ସିନ୍ ରିକ୍ରିଏସନ କରିଛି। ତିିନି ଅଭିଯୁକ୍ତ ଦୟା ନଦୀ ପଠାରେ ପୋଲିସକୁ ହତ୍ୟା କାଣ୍ଡର ଡେମୋ ଦେଖାଇଛନ୍ତି। ଏହି ସମୟରେ ଦୟା ନଦୀରୁ ଅଭିଯୁକ୍ତମାନେ ହତ୍ୟାକାଣ୍ଡରେ ବ୍ୟବହାର କରିଥିବା ଖଣ୍ଡା ଜବତ ହୋଇଛି।

ଗତକାଲି ପୋଲିସ ସହଦେବ ହତ୍ୟାକାଣ୍ଡର ୫ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେମାନଙ୍କୁ ନୟାଗଡ଼ ଶରଣକୂଳରୁ ପୋଲିସ ଗିରଫ କରିଛି। ଆଉ ଜଣେ ଫେରାର ଅଛି। ଅଭିଯୁକ୍ତଙ୍କ ମଧ୍ୟରେ ଅଛନ୍ତି ଜଣେ ମହିଳା।

ସୂଚନାଯୋଗ୍ୟ, ଗତକାଲି ବାଣୀ ବିହାର-ରସୁଲଗଡ଼ ରାସ୍ତାରେ ସହଦେବ ନାୟକଙ୍କୁ ଅତ୍ୟନ୍ତ ବୀଭତ୍ସ ଭାବେ ହତ୍ୟା କରାଯାଇଥିଲା। ଦେହରୁ ମୁଣ୍ଡ ପୁରା ଅଲଗା ହୋଇ ଯାଇଥିଲା। ସକାଳୁ ସକାଳୁ ହିଁ ସହଦେବଙ୍କୁ ହତ୍ୟା କରାଯାଇଥିଲା। ସହଦେବ ଆଗରୁ ପୋଲିସ ମିତ୍ର ଥିଲେ। ଏପରିକି ତାଙ୍କ ଜୀବନ ପ୍ରତି ବିପଦ ଥିବା କହିଥିଲେ ସହଦେବ। ତା ସତ୍ତ୍ଵେ ତାଙ୍କୁ ସୁରକ୍ଷା ଦେଇପାରି ନ ଥିଲା ପୋଲିସ। ଏ ନେଇ ପୋଲିସ ତରଫରୁ ଅଧିକ ଖାନତଲାସ ଜାରୀ ରହିଛି।

Share. Facebook Twitter LinkedIn Email WhatsApp Copy Link

Related Posts

ଓଡ଼ିଶାରେ ମତ୍ସ୍ୟ ସମ୍ପଦ ଯୋଜନା

July 22, 2026

ପଞ୍ଚାୟତ ଓ ପୌର ନିର୍ବାଚନ ପ୍ରସ୍ତୁତି ସମୀକ୍ଷା କଲେ ରାଜ୍ୟ ନିର୍ବାଚନ ଆୟୁକ୍ତ

July 22, 2026

ଏସସିବି ମେଡିକାଲ କଲେଜ ଓ ହସ୍ପିଟାଲ ପରିଦର୍ଶନ କଲେ ସ୍ୱାସ୍ଥ୍ୟ ମନ୍ତ୍ରୀ

July 22, 2026

ଆଜି ଜୁଲାଇ ୨୨ ତାରିଖ ବୁଧବାରରେ ପାଞ୍ଚୋଟି ରାଶିର ଭାଗ୍ୟରେ ହେବ ବଡ ପରିବର୍ତ୍ତନ

July 22, 2026
Latest News

ଓଡ଼ିଶାରେ ମତ୍ସ୍ୟ ସମ୍ପଦ ଯୋଜନା

July 22, 2026

ପଞ୍ଚାୟତ ଓ ପୌର ନିର୍ବାଚନ ପ୍ରସ୍ତୁତି ସମୀକ୍ଷା କଲେ ରାଜ୍ୟ ନିର୍ବାଚନ ଆୟୁକ୍ତ

July 22, 2026

ଏସସିବି ମେଡିକାଲ କଲେଜ ଓ ହସ୍ପିଟାଲ ପରିଦର୍ଶନ କଲେ ସ୍ୱାସ୍ଥ୍ୟ ମନ୍ତ୍ରୀ

July 22, 2026

ଆଜି ଜୁଲାଇ ୨୨ ତାରିଖ ବୁଧବାରରେ ପାଞ୍ଚୋଟି ରାଶିର ଭାଗ୍ୟରେ ହେବ ବଡ ପରିବର୍ତ୍ତନ

July 22, 2026

NITI Aayog Index 2026: ଦେଶର ଉପଯୁକ୍ତ ବିନିଯୋଗ କ୍ଷେତ୍ରରେ ୫ମ ସ୍ଥାନରେ ଓଡିଶା

July 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.