Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଗଞ୍ଜାମର ଘୋଡ଼ାହାଡ଼ ଜଳଭଣ୍ଡାରରେ କୁମ୍ଭୀର ଗଣନା ଆରମ୍ଭ
ଆଜିର ଖବର

ଗଞ୍ଜାମର ଘୋଡ଼ାହାଡ଼ ଜଳଭଣ୍ଡାରରେ କୁମ୍ଭୀର ଗଣନା ଆରମ୍ଭ

January 9, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ଗଞ୍ଜାମର ଘୋଡ଼ାହାଡ଼ ଜଳଭଣ୍ଡାରରେ କୁମ୍ଭୀର ଗଣନା ଆରମ୍ଭ

ଭୁବନେଶ୍ବର: ଗଞ୍ଜାମ ଜିଲ୍ଲାର ଦିଗପହଣ୍ଡି ବ୍ଳକ ଅନ୍ତର୍ଗତ ଖମାରି ଗାଁ ନିକଟରେ ଥିବା ଘୋଡ ହାଡ ଡ୍ୟାମରେ ଜଙ୍ଗଲ ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ପକ୍ଷରୁ କୁମ୍ଭୀର ଗଣନା ପ୍ରକ୍ରିୟା ଆରମ୍ଭ ହୋଇଛି। ବ୍ରହ୍ମପୁର ବନଖଣ୍ଡ ଅଧୂନସ୍ଥ ଦିଗପହଣ୍ଡି ବନାଞ୍ଚଳର ଘୋଡାହାଡ ଜଳଭଣ୍ଡାର ଓ ଏହାର ଆଖପାଖ ଅଞ୍ଚଳରେ ଥିବା ଗ୍ରାମର ପୋଖରୀ ମାନଙ୍କରେ କୁମ୍ଭୀର ଗଣନା ପ୍ରକିୟା ଆରମ୍ଭ ହୋଇଛି।

ଘୋଡାହାଡ ଜଳଭଣ୍ଡାରକୁ ୧० ଭାଗରେ ବିଭକ୍ତ କରାଯାଇ କୁମ୍ଭୀର ଗଣନା ଚାଲିଥିବା ବେଳେ ନିକଟସ୍ଥ ଗ୍ରାମଗୁଡିକରେ ଥିବା ୧୬ଟି ପୋଖରୀକୁ ଚିହ୍ନଟ କରାଯାଇ ଗଣନା ନିମନ୍ତେ ୬ଟି ଟିମ୍ ଗଠନ କରାଯାଇଛି। ଘୋଡ଼ାହାଡ଼ ଜଳଭଣ୍ଡାର ନିକଟରେ କୁମ୍ଭୀର  ଗଣନା ପାଇଁ ନିୟୋଜିତ ବନ କର୍ମଚାରୀଙ୍କୁ ପ୍ରଶିକ୍ଷଣ ଦିଆ ଦିଆଯାଇଥିଲା।

ଏସିଏଫ୍ ସସ୍ମିତା ବିଶ୍ଵାଳ ସମସ୍ତ ବନ କର୍ମଚାରୀଙ୍କୁ ପ୍ରଶିକ୍ଷଣ ପ୍ରଦାନ କରିଥିବା ବେଳେ ଦିଗପହଣ୍ଡି ବନାଞ୍ଚଳ ଅଧୂକାରୀ ଦିବ୍ୟରଞ୍ଜନ ସାହୁ ଉପସ୍ଥିତ ଥିଲେ। ବନ ବିଭାଗର ଗଣନା ଅନୁଯାୟୀ ଗତ ୨୦୨୨ରେ କୁମ୍ଭୀରଙ୍କ ସଂଖ୍ୟା ୭୬ ରହିଥିବା ବେଳେ ୨୦୨୩ ରେ ତାହା ବୃଦ୍ଧି ପାଇ ୮୧ରେ ପହଞ୍ଚିଥିଲା। ସେହିପରି ୨୦୨୪ ଏହାର ସଂଖ୍ୟା ୮୪ରେ ପହଞ୍ଚିଥିଲା। . ଚଳିତ ବର୍ଷ ମଧ୍ୟ କୁମ୍ଭୀରଙ୍କ ସଂଖ୍ୟା ବୃଦ୍ଧି ହେବ ବୋଲି ବିଭାଗ ଆଶା ରଖୁଥ‌ିବା ବ୍ରହ୍ମପୁର ବନଖଣ୍ଡ ଅଧିକାରୀ ସନ୍ନି ଖୋଖର ସୂଚନା ଦେଇଛନ୍ତି।

କୁମ୍ଭୀର ଗଣନା
Share. Facebook Twitter LinkedIn Email WhatsApp Copy Link

Related Posts

ପ୍ରବଳ ବର୍ଷା ଯୋଗୁଁ ଭାରତ ଏବଂ ଆଫଗାନିସ୍ତାନ ମ୍ୟାଚର ଟସ୍ ରେ ବିଳମ୍ବ: ଜାଣନ୍ତୁ କଟ-ଅଫ୍ ସମୟ

June 13, 2026

ମୃତ୍ୟୁ ସହ ସଂଗ୍ରାମ କରି ଶେଷରେ ଆଖି ବୁଜିଲେ ସିପାହୀ

June 13, 2026

ସବୁଠାରୁ ବଡ଼ ଫିଫା ବିଶ୍ୱକପ୍ ବିଜୟ ରେକର୍ଡ କଲା ଆମେରିକା: ପାରାଗୁଏକୁ ପରାସ୍ତ କରି ରଚିଲା ଇତିହାସ

June 13, 2026

ଆସାମରେ ବଡ଼ ଦୁର୍ଘଟଣା: ଭାରତୀୟ ବାୟୁସେନାର AN-32 ବିମାନ ଦୁର୍ଘଟଣାଗ୍ରସ୍ତ

June 13, 2026
Latest News

ପ୍ରବଳ ବର୍ଷା ଯୋଗୁଁ ଭାରତ ଏବଂ ଆଫଗାନିସ୍ତାନ ମ୍ୟାଚର ଟସ୍ ରେ ବିଳମ୍ବ: ଜାଣନ୍ତୁ କଟ-ଅଫ୍ ସମୟ

June 13, 2026

ମୃତ୍ୟୁ ସହ ସଂଗ୍ରାମ କରି ଶେଷରେ ଆଖି ବୁଜିଲେ ସିପାହୀ

June 13, 2026

ଓଡିଶାରେ ଏବେ ସ୍ନାତକୋତ୍ତର (PG) ପର୍ଯ୍ୟନ୍ତ ମାଗଣା ଶିକ୍ଷା: ଜାଣନ୍ତୁ ଅନ୍ୟ ରାଜ୍ୟର ସ୍ଥିତି

June 13, 2026

ସବୁଠାରୁ ବଡ଼ ଫିଫା ବିଶ୍ୱକପ୍ ବିଜୟ ରେକର୍ଡ କଲା ଆମେରିକା: ପାରାଗୁଏକୁ ପରାସ୍ତ କରି ରଚିଲା ଇତିହାସ

June 13, 2026

ଆସାମରେ ବଡ଼ ଦୁର୍ଘଟଣା: ଭାରତୀୟ ବାୟୁସେନାର AN-32 ବିମାନ ଦୁର୍ଘଟଣାଗ୍ରସ୍ତ

June 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.