Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଏଣିକି ମହାନଦୀ ପଠାରେ ହୋଇପାରିବ ନାହିଁ କୌଣସି ପିକ୍‌ନିକ୍‌
ଆଜିର ଖବର

ଏଣିକି ମହାନଦୀ ପଠାରେ ହୋଇପାରିବ ନାହିଁ କୌଣସି ପିକ୍‌ନିକ୍‌

January 9, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ଏଣିକି ମହାନଦୀ ପଠାରେ ହୋଇପାରିବ ନାହିଁ କୌଣସି ପିକ୍‌ନିକ୍‌

କଟକ: କଟକ ମହାନଗର ନଦୀ ପ୍ରଦୂଷଣ ରୋକିବା ପାଇଁ ଏକ ବଡ ପଦକ୍ଷେପ ଗ୍ରହଣ କରିଛି। ତାହା ହେଲା ଏଣିକି ମହାନଦୀ ପଠାରେ କୌଣସି ପିକ୍‌ନିକ୍‌ ହୋଇପାରିବ ନାହିଁ। ଏପରିକି କୌଣସି ପ୍ରକାରର ଇଭେଣ୍ଟ ମଧ୍ୟ ଆୟୋଜନ ହୋଇପାରିବ ନାହିଁ।

ନଦୀ ପ୍ରଦୂଷଣ ରୋକିବା ଲାଗି ସିଏମସି କର୍ତ୍ତୃପକ୍ଷ ଏଭଳି ନିଷ୍ପତ୍ତି ନେଇଛନ୍ତି। ଗୁରୁବାର ଏନେଇ ସିଏମସି ପକ୍ଷରୁ ବିଧିବଦ୍ଧ ଭାବେ ବିଜ୍ଞପ୍ତି ଜାରି କରାଯାଇଛି। ବିଜ୍ଞପ୍ତି ମୁତାବକ ସିଲଭର ସିଟି ବୋଟ୍ କ୍ଲବ୍ ଠାରୁ କଟକ ଇନ୍ କଟକ ଏବଂ ତଳ ବାଲିଯାତ୍ରା ପଡିଆ ଠାରୁ ଚହଟା ଘାଟ ଯାଏଁ, ମହାନଦୀ ପଠାରେ କୌଣସି ଭୋଜି ଭାତ ଆୟୋଜନ ନକରିବାକୁ ସିଏମସି ପ୍ରଶାସନ ନିର୍ଦ୍ଦେଶନାମା ଜାରି କରିଛନ୍ତି।

କଟକ ମହାନଗର
Share. Facebook Twitter LinkedIn Email WhatsApp Copy Link

Related Posts

ରାଶିଫଳ: ସେପ୍ଟେମ୍ବର ୧୨ ରେ ସାତୋଟି ରାଶିର ଲୋକଙ୍କ ପାଇଁ ରହିଛି ବିପଦ

September 12, 2026

ୟୁଏଇରେ ନିବେଶ ଅଭିଯାନ ଶେଷ: ୨,୪୩,୧୬୨ କୋଟିର ପ୍ରସ୍ତାବ ଏବଂ ୬,୧୮,୭୨୫ଟି ନିଯୁକ୍ତି ସମ୍ଭାବନା

September 11, 2026

ଏସ୍‌ବିଆଇ-ଓଡ଼ିଶା ପୁଲିସ ଏମ୍‌ଓୟୁ: ଯବାନଙ୍କୁ ମିଳିବ ୫୦ ଲକ୍ଷର ଦୁର୍ଘଟଣା ବୀମା ଓ ବିଭିନ୍ନ ଅତିରିକ୍ତ ସୁବିଧା

September 11, 2026

ଭିଜିଲାନ୍ସ ଜାଲରେ ପୋଲିସ ବାବୁ: ଲାଞ୍ଚ ନେବା ବେଳେ ବନ୍ଧା ହେଲେ ଏଏସଆଇ

September 11, 2026
Latest News

ରାଶିଫଳ: ସେପ୍ଟେମ୍ବର ୧୨ ରେ ସାତୋଟି ରାଶିର ଲୋକଙ୍କ ପାଇଁ ରହିଛି ବିପଦ

September 12, 2026

ୟୁଏଇରେ ନିବେଶ ଅଭିଯାନ ଶେଷ: ୨,୪୩,୧୬୨ କୋଟିର ପ୍ରସ୍ତାବ ଏବଂ ୬,୧୮,୭୨୫ଟି ନିଯୁକ୍ତି ସମ୍ଭାବନା

September 11, 2026

ଏସ୍‌ବିଆଇ-ଓଡ଼ିଶା ପୁଲିସ ଏମ୍‌ଓୟୁ: ଯବାନଙ୍କୁ ମିଳିବ ୫୦ ଲକ୍ଷର ଦୁର୍ଘଟଣା ବୀମା ଓ ବିଭିନ୍ନ ଅତିରିକ୍ତ ସୁବିଧା

September 11, 2026

ଭିଜିଲାନ୍ସ ଜାଲରେ ପୋଲିସ ବାବୁ: ଲାଞ୍ଚ ନେବା ବେଳେ ବନ୍ଧା ହେଲେ ଏଏସଆଇ

September 11, 2026

ଆର୍‌ଆଣ୍ଡ୍‌ବିରେ ଆର୍ଥିକ ଅନିୟମିତତା ଅଭିଯୋଗ: ସରକାରଙ୍କ କଡ଼ା ଆକ୍ସନ, ଯନ୍ତ୍ରୀ ଅପସାରିତ

September 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.