Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମିଥ୍ୟା ଡିଗ୍ରୀ ସାର୍ଟିଫିକେଟ୍‌ ପାଇଁ ମମତାଙ୍କ ପୁତୁରା ଅଭିଷେକଙ୍କୁ କୋର୍ଟର ସମନ
ଆଜିର ଖବର

ମିଥ୍ୟା ଡିଗ୍ରୀ ସାର୍ଟିଫିକେଟ୍‌ ପାଇଁ ମମତାଙ୍କ ପୁତୁରା ଅଭିଷେକଙ୍କୁ କୋର୍ଟର ସମନ

July 11, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
ଟିଏମସି ନେତା ଅଭିଷେକ ବାନାର୍ଜୀ
ବଙ୍ଗଳାରେ ଟିଏମସି ନେତା ଅଭିଷେକ ବାନାର୍ଜୀଙ୍କୁ ଆକ୍ରମଣ

ଦିଲ୍ଲୀର ସ୍ୱତନ୍ତ୍ର ଅଦାଲତ ଟିଏମସି ସୁପ୍ରିମୋ ତଥା ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ପୁତୁରା ଅଭିଷେକ ବାନାର୍ଜୀଙ୍କ ବିରୋଧରେ ସମନ ଜାରି କରିଛନ୍ତି। ମିଥ୍ୟା ଡିଗ୍ରୀ ସାର୍ଟିଫିକେଟ ମାମଲାରେ କୋର୍ଟ ଏହି ସମନ ଜାରି କରିଛନ୍ତି। ସୁପ୍ରିମକୋର୍ଟର ଆଇନଜୀବୀ ସାର୍ଥକ ଚର୍ତୁବେଦୀ ଏହି ମାମଲା ରୁଜୁ କରିଥିଲେ। ଆସନ୍ତା ଜୁଲାଇ ୨୫ସୁଦ୍ଧା କୋର୍ଟରେ ହାଜର ହେବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ମମତାଙ୍କ ପୁତୁରା ଅଭିଷେକ ପଶ୍ଚିମବଙ୍ଗର ଡାଇମଣ୍ଡ ହାର୍ବର ସଂସଦୀୟ କ୍ଷେତ୍ରରୁ ସାଂସଦ ହୋଇଛନ୍ତି। ଅଭିଷେକ ଲୋକସଭା ନିର୍ବାଚନ ପୂର୍ବରୁ ନୋମିସନ୍‌ ଫର୍ମରେ ବିବିଏ ଓ ଏମ୍‌ବିଏର ଡିଗ୍ରୀ ଥିବାର ଦର୍ଶାଇଥିଲେ, ଯାହାକୁ ସେ ଆଇଆଇପିଏମ୍‌ କଲେଜର ହାସଲ କରିଥିଲା। ଏହି ତଥ୍ୟଟି ଭୁଲ୍‌ ଥିବାରୁ କୋର୍ଟ ତାଙ୍କୁ ସମନ ଜାରି କରିଛନ୍ତି। ଅଭିଷେକ ସର୍ବଦା ନିଜର ବିବାଦୀୟ ବୟାନ ପାଇଁ ଚର୍ଚ୍ଚିତ ହୋଇଥା’ନ୍ତି।

Share. Facebook Twitter LinkedIn Email WhatsApp Copy Link

Related Posts

ଚୟନକର୍ତ୍ତାଙ୍କ ଉପରେ ବର୍ଷିଲେ ଇରଫାନ ପଠାନ: ଟିମ୍ ଇଣ୍ଡିଆର ଚୟନ ଉପରେ ଉଠାଇଲେ ପ୍ରଶ୍ନ

July 30, 2026

ୱାଇଲ୍ଡ ଓଡ଼ିଶା ଫାଉଣ୍ଡେସନ ପକ୍ଷରୁ ‘ବାଘ ପାଇଁ ଦିନଟିଏ’ କାର୍ଯ୍ୟକ୍ରମ ଆୟୋଜିତ

July 30, 2026

ରମାଦେବୀ ମହିଳା ବିଶ୍ୱ ବିଦ୍ୟାଳୟରେ “କୃତ୍ରିମ ବୁଦ୍ଧିମତା ଉପରେ ଦକ୍ଷତା ବିକାଶ” କର୍ମଶାଳା

July 30, 2026

ଶ୍ରୀଲଙ୍କା ସିରିଜ ପୂର୍ବରୁ ଇଶାନ କିଷାନ ଅଧିନାୟକ ନିଯୁକ୍ତ: ବୈଭବ ସୂର୍ଯ୍ୟବଂଶୀଙ୍କୁ ମଧ୍ୟ ବଡ଼ ଦାୟିତ୍ଵ

July 30, 2026
Latest News

ଚୟନକର୍ତ୍ତାଙ୍କ ଉପରେ ବର୍ଷିଲେ ଇରଫାନ ପଠାନ: ଟିମ୍ ଇଣ୍ଡିଆର ଚୟନ ଉପରେ ଉଠାଇଲେ ପ୍ରଶ୍ନ

July 30, 2026

ୱାଇଲ୍ଡ ଓଡ଼ିଶା ଫାଉଣ୍ଡେସନ ପକ୍ଷରୁ ‘ବାଘ ପାଇଁ ଦିନଟିଏ’ କାର୍ଯ୍ୟକ୍ରମ ଆୟୋଜିତ

July 30, 2026

ଲୋକସଭାରେ ଗୋପାଳପୁର-ରାୟଗଡ଼ା ନୂଆ ରେଳ ଲାଇନ ସମ୍ପର୍କରେ ସୂଚନା ଦେଲେ ରେଳ ମନ୍ତ୍ରୀ

July 30, 2026

ରମାଦେବୀ ମହିଳା ବିଶ୍ୱ ବିଦ୍ୟାଳୟରେ “କୃତ୍ରିମ ବୁଦ୍ଧିମତା ଉପରେ ଦକ୍ଷତା ବିକାଶ” କର୍ମଶାଳା

July 30, 2026

ଶ୍ରୀଲଙ୍କା ସିରିଜ ପୂର୍ବରୁ ଇଶାନ କିଷାନ ଅଧିନାୟକ ନିଯୁକ୍ତ: ବୈଭବ ସୂର୍ଯ୍ୟବଂଶୀଙ୍କୁ ମଧ୍ୟ ବଡ଼ ଦାୟିତ୍ଵ

July 30, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.