Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପିକଅପ୍ ଗାଡ଼ି ଧକ୍କାରେ ଯୁବକ ମୃତ
ଆଜିର ଖବର

ପିକଅପ୍ ଗାଡ଼ି ଧକ୍କାରେ ଯୁବକ ମୃତ

January 10, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ଦିଗପହଣ୍ଡି ଥାନା
ନୂଆ ବର୍ଷ ପ୍ରଥମ ଦିନରେ ଦିଗପହଣ୍ଡି ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଯାଇଛି।

ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ଦିଗପହଣ୍ଡି ସହର ଉପକଣ୍ଠ ଥାନା ନିକଟସ୍ଥ ହନୁମାନ ବାଟିକା ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ସଦର ଥାନା ଅର୍ନ୍ତଗତ ହୁଗୁଳାପଟା ଗ୍ରାମର ସନ୍ତୋଷ ସ୍ବାଇଁ ନାମକ ଜଣେ ଯୁବକ ଗୁରୁତର ଆହତ ହୋଇ ଚିକିତ୍ସିତ ସମୟରେ ବ୍ରହ୍ମପୁର ବଡ଼ ଡ଼ାକ୍ତରଖାନାରେ ମୃତ୍ୟୁ ବରଣ କରିଛି। ମୃତ ଯୁବକ ନିଜର ଶ୍ଵଶୁର ଘର ମୌଳାଭଞା ନିକଟ ତିଳେଶ୍ଵର ଗ୍ରାମ ନିଜ ଶ୍ଵଶୁର ଘରୁ ନିଜ ଗ୍ରାମକୁ ଫେରୁଥିବା ବେଳେ ବ୍ରହ୍ମପୁରରୁ ଦିଗପହଣ୍ଡି ଅଭିମୁଖେ ଯାଉଥିବା ଏକ ପିକଅପ୍ ଭ୍ୟାନ ମୁହାଁମୁହିଁ ଧକ୍କା ଫଳରେ ସନ୍ତୋଷ ଗୁରୁତର ଆହତ ହୋଇ ଛଟପଟ ହେଉଥିଲା।

ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ସନ୍ତୋଷଙ୍କୁ ପ୍ରଥମେ ଦିଗପହଣ୍ଡି ଡାକ୍ତରଖାନାରେ ଚିକିତ୍ସା ପାଇଁ ଭର୍ତ୍ତି କରିଥିଲେ। ଅବସ୍ଥା ଗୁରୁତର ହେବାରୁ ତାକୁ ବ୍ରହ୍ମପୁର ବଡ଼ ଡ଼ାକ୍ତରଖାନାକୁ ସ୍ଥାନାନ୍ତରିତ କରାଯାଇଥିଲା। କିନ୍ତୁ ଚିକିତ୍ସାଧୀନ ସମୟରେ ସନ୍ତୋଷଙ୍କ ମୃତ୍ୟୁ ଘଟିଛି।

ପୋଲିସ ଦୁଇଟି ଦୁର୍ଘଟଣାଗ୍ରସ୍ତ ଗାଡ଼ି କୁ ଜବତ କରି ଏକ ମାମଲା ନଂ ୨୧/୨୫ ରୁଜୁ କରି ଘଟଣାର ତଦନ୍ତ ଚଳାଇଛନ୍ତି ଓ ଶବ ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି।

ଦିଗପହଣ୍ଡି ସହର ଯୁବକ ମୃତ
Share. Facebook Twitter LinkedIn Email WhatsApp Copy Link

Related Posts

ଅପରେସନ ସାଇବର କବଚ: ୨୫୫ ଅଭିଯୁକ୍ତ ଗିରଫ

February 27, 2026

ଆଠ ମାସରେ ୨ କୋଟି ଥର ଡାଉନଲୋଡ୍ ହୋଇଛି ରେଲୱାନ୍ ସୁପରଆପ୍

February 27, 2026

ପାରାଦୀପ ବନ୍ଦରରେ ସବୁଜ ହାଇଡ୍ରୋଜେନ୍ ଜେଟି ପାଇଁ ୭୯୭ କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

February 27, 2026

ଜାମସେଦପୁରରେ ଶ୍ରୀ ଜଗନ୍ନାଥ ମନ୍ଦିରର ଭୂମି ପୂଜନ ଉତ୍ସବରେ ଅଂଶଗ୍ରହଣ କଲେ ରାଷ୍ଟ୍ରପତି

February 27, 2026
Latest News

ଅପରେସନ ସାଇବର କବଚ: ୨୫୫ ଅଭିଯୁକ୍ତ ଗିରଫ

February 27, 2026

ଏଆଇ ସହ ନିତିଦିନିଆ ଆହ୍ବାନର ସମାଧାନ: ଷ୍ଟାର୍ଟଅପ୍‌ମାନଙ୍କ ନୂତନ ପ୍ରୟାସ

February 27, 2026

ଆଠ ମାସରେ ୨ କୋଟି ଥର ଡାଉନଲୋଡ୍ ହୋଇଛି ରେଲୱାନ୍ ସୁପରଆପ୍

February 27, 2026

ପାରାଦୀପ ବନ୍ଦରରେ ସବୁଜ ହାଇଡ୍ରୋଜେନ୍ ଜେଟି ପାଇଁ ୭୯୭ କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

February 27, 2026

ଜାମସେଦପୁରରେ ଶ୍ରୀ ଜଗନ୍ନାଥ ମନ୍ଦିରର ଭୂମି ପୂଜନ ଉତ୍ସବରେ ଅଂଶଗ୍ରହଣ କଲେ ରାଷ୍ଟ୍ରପତି

February 27, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.