Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିକଶିତ ଭାରତ ଯୁବା ନେତା ଆଲୋଚନାର ଉଦ୍ଦେଶ୍ୟ ଯୁବ ପିଢ଼ିଙ୍କୁ ରାଷ୍ଟ୍ର ନିର୍ମାଣରେ ସାମିଲ କରିବା: ପ୍ରଧାନମନ୍ତ୍ରୀ
ଆଜିର ଖବର

ବିକଶିତ ଭାରତ ଯୁବା ନେତା ଆଲୋଚନାର ଉଦ୍ଦେଶ୍ୟ ଯୁବ ପିଢ଼ିଙ୍କୁ ରାଷ୍ଟ୍ର ନିର୍ମାଣରେ ସାମିଲ କରିବା: ପ୍ରଧାନମନ୍ତ୍ରୀ

January 11, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି, ବିକଶିତ ଭାରତ ଯୁବା ନେତା ଆଲୋଚନା-୨୦୨୫ର ଉଦ୍ଦେଶ୍ୟ ଯୁବ ପିଢ଼ିଙ୍କୁ ନେତୃତ୍ୱ ଓ ରାଷ୍ଟ୍ର ନିର୍ମାଣରେ ସାମିଲ କରିବା।

ବିକଶିତ ଭାରତ ଯୁବା ନେତା ଆଲୋଚନା-୨୦୨୫ ସମ୍ପର୍କରେ କେନ୍ଦ୍ରମନ୍ତ୍ରୀ ମନସୁଖ୍ ମାଣ୍ଡଭିୟଙ୍କ ଦ୍ୱାରା ଲେଖାଯାଇଥିବା ଏକ ଲେଖର ପ୍ରତିକ୍ରିୟାରେ ଶ୍ରୀ ମୋଦୀ ଲେଖିଛନ୍ତି;

“କେନ୍ଦ୍ର ମନ୍ତ୍ରୀ ଡା.  @mansukhmandviya ଭାରତର ରାଷ୍ଟ୍ରୀୟ ଯୁବା ମହୋତ୍ସବକୁ ‘ବିକଶିତ ଭାରତ ଯୁବା ନେତା ଆଲୋଚନା-୨୦୨୫’ ରୂପରେ ପୁନଃପରିକଳ୍ପିତ କରିବା ସମ୍ପର୍କରେ ଲେଖିଛନ୍ତି, ଯାହାର ଉଦ୍ଦେଶ୍ୟ ଯୁବ ପିଢ଼ିଙ୍କୁ ନେତୃତ୍ୱ ଓ ରାଷ୍ଟ୍ର ନିର୍ମାଣରେ ସାମିଲ କରିବା…ନିଶ୍ଚିତ ପଢ଼ନ୍ତୁ।”

ନରେନ୍ଦ୍ର ମୋଦୀ ବିକଶିତ ଭାରତ ଯୁବା ନେତା ରାଷ୍ଟ୍ର ନିର୍ମାଣ
Share. Facebook Twitter LinkedIn Email WhatsApp Copy Link

Related Posts

ହସ୍ତତନ୍ତ କ୍ଷେତ୍ରରେ ଉତ୍କୃଷ୍ଟ ଯୋଗଦାନ ପାଇଁ ୫ ଜଣ ପାଇବେ ସନ୍ଥ କବୀର ପୁରସ୍କାର

July 22, 2025

ପୁରୀ ହୋଟେଲ ବୁକିଂ ଜାଲିଆତି ଘଟଣା: ରାଜସ୍ଥାନର ଦୁଇ ଅପରାଧୀଙ୍କୁ ଗିରଫ କଲା କ୍ରାଇମବ୍ରାଞ୍ଚ

July 22, 2025

ଓଡ଼ିଶା ହାଇକୋର୍ଟର ବିଚାରପତି ଭାବେ ଶପଥ ଗ୍ରହଣ କଲେ ଜଷ୍ଟିସ ମାନସ ରଞ୍ଜନ ପାଠକ

July 22, 2025

ନାବାଳିକା ଦେହରେ  ନିଆଁ ଲଗାଇଦେବା ଘଟଣା: ବଳଙ୍ଗା ପୁଲିସଠାରୁ ସମସ୍ତ ତଥ୍ୟ ସଂଗ୍ରହ କଲା କ୍ରାଇମବ୍ରାଞ୍ଚ

July 22, 2025
Latest News

ହସ୍ତତନ୍ତ କ୍ଷେତ୍ରରେ ଉତ୍କୃଷ୍ଟ ଯୋଗଦାନ ପାଇଁ ୫ ଜଣ ପାଇବେ ସନ୍ଥ କବୀର ପୁରସ୍କାର

July 22, 2025

ପୁରୀ ହୋଟେଲ ବୁକିଂ ଜାଲିଆତି ଘଟଣା: ରାଜସ୍ଥାନର ଦୁଇ ଅପରାଧୀଙ୍କୁ ଗିରଫ କଲା କ୍ରାଇମବ୍ରାଞ୍ଚ

July 22, 2025

ଓଡ଼ିଶା ହାଇକୋର୍ଟର ବିଚାରପତି ଭାବେ ଶପଥ ଗ୍ରହଣ କଲେ ଜଷ୍ଟିସ ମାନସ ରଞ୍ଜନ ପାଠକ

July 22, 2025

ନାବାଳିକା ଦେହରେ  ନିଆଁ ଲଗାଇଦେବା ଘଟଣା: ବଳଙ୍ଗା ପୁଲିସଠାରୁ ସମସ୍ତ ତଥ୍ୟ ସଂଗ୍ରହ କଲା କ୍ରାଇମବ୍ରାଞ୍ଚ

July 22, 2025

ପେଟ୍ରୋଲିୟମ୍‌ ସଂଘର ଆଲୋଚନା ପରେ ବଡ଼ ନିଷ୍ପତ୍ତି: ସମ୍ପୂର୍ଣ୍ଣ ନିଷେଧ ହେଲା ପ୍ଲାଷ୍ଟିକ ବୋତଲରେ ପେଟ୍ରୋଲ ବିକ୍ରୟ କରିବା

July 22, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.