Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିକଶିତ ଭାରତ ଯୁବା ନେତା ଆଲୋଚନାର ଉଦ୍ଦେଶ୍ୟ ଯୁବ ପିଢ଼ିଙ୍କୁ ରାଷ୍ଟ୍ର ନିର୍ମାଣରେ ସାମିଲ କରିବା: ପ୍ରଧାନମନ୍ତ୍ରୀ
ଆଜିର ଖବର

ବିକଶିତ ଭାରତ ଯୁବା ନେତା ଆଲୋଚନାର ଉଦ୍ଦେଶ୍ୟ ଯୁବ ପିଢ଼ିଙ୍କୁ ରାଷ୍ଟ୍ର ନିର୍ମାଣରେ ସାମିଲ କରିବା: ପ୍ରଧାନମନ୍ତ୍ରୀ

January 11, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି, ବିକଶିତ ଭାରତ ଯୁବା ନେତା ଆଲୋଚନା-୨୦୨୫ର ଉଦ୍ଦେଶ୍ୟ ଯୁବ ପିଢ଼ିଙ୍କୁ ନେତୃତ୍ୱ ଓ ରାଷ୍ଟ୍ର ନିର୍ମାଣରେ ସାମିଲ କରିବା।

ବିକଶିତ ଭାରତ ଯୁବା ନେତା ଆଲୋଚନା-୨୦୨୫ ସମ୍ପର୍କରେ କେନ୍ଦ୍ରମନ୍ତ୍ରୀ ମନସୁଖ୍ ମାଣ୍ଡଭିୟଙ୍କ ଦ୍ୱାରା ଲେଖାଯାଇଥିବା ଏକ ଲେଖର ପ୍ରତିକ୍ରିୟାରେ ଶ୍ରୀ ମୋଦୀ ଲେଖିଛନ୍ତି;

“କେନ୍ଦ୍ର ମନ୍ତ୍ରୀ ଡା.  @mansukhmandviya ଭାରତର ରାଷ୍ଟ୍ରୀୟ ଯୁବା ମହୋତ୍ସବକୁ ‘ବିକଶିତ ଭାରତ ଯୁବା ନେତା ଆଲୋଚନା-୨୦୨୫’ ରୂପରେ ପୁନଃପରିକଳ୍ପିତ କରିବା ସମ୍ପର୍କରେ ଲେଖିଛନ୍ତି, ଯାହାର ଉଦ୍ଦେଶ୍ୟ ଯୁବ ପିଢ଼ିଙ୍କୁ ନେତୃତ୍ୱ ଓ ରାଷ୍ଟ୍ର ନିର୍ମାଣରେ ସାମିଲ କରିବା…ନିଶ୍ଚିତ ପଢ଼ନ୍ତୁ।”

ନରେନ୍ଦ୍ର ମୋଦୀ ରାଷ୍ଟ୍ର ନିର୍ମାଣ
Share. Facebook Twitter LinkedIn Email WhatsApp Copy Link

Related Posts

ଯୁଦ୍ଧ ବନ୍ଦ ପାଇଁ ଟ୍ରମ୍ପଙ୍କୁ ୭ ସର୍ତ୍ତ ପଠାଇଲା ଇରାନ୍‌

September 20, 2026

ଭାରତ ମସଲା ଓଡ଼ିଶା ଟି-୨୦ ଲିଗ୍‌-ମୁଖ୍ୟମନ୍ତ୍ରୀ ଟ୍ରଫି ଉଦ୍‌ଘାଟିତ

September 20, 2026

ସମୁଦ୍ରରୁ ବଳ ଗୋଟାଉଛି ଲଘୁଚାପ, ରାଜ୍ୟରେ ୫ ଦିନ ଧରି ପ୍ରବଳ ବର୍ଷିବ

September 20, 2026

ପାନୀୟ ଜଳର ଗୁଣବତ୍ତା ନିରୀକ୍ଷଣ ଓ ପରିମଳ ବ୍ୟବସ୍ଥାକୁ ସୁଦୃଢ଼ କରିଛି ପୂର୍ବତଟ ରେଳପଥ

September 20, 2026
Latest News

ଯୁଦ୍ଧ ବନ୍ଦ ପାଇଁ ଟ୍ରମ୍ପଙ୍କୁ ୭ ସର୍ତ୍ତ ପଠାଇଲା ଇରାନ୍‌

September 20, 2026

ଭାରତ ମସଲା ଓଡ଼ିଶା ଟି-୨୦ ଲିଗ୍‌-ମୁଖ୍ୟମନ୍ତ୍ରୀ ଟ୍ରଫି ଉଦ୍‌ଘାଟିତ

September 20, 2026

ସମୁଦ୍ରରୁ ବଳ ଗୋଟାଉଛି ଲଘୁଚାପ, ରାଜ୍ୟରେ ୫ ଦିନ ଧରି ପ୍ରବଳ ବର୍ଷିବ

September 20, 2026

ଏଣିକି ପୁଲିସ କର୍ମଚାରୀଙ୍କୁ ମହଙ୍ଗା ପଡ଼ିିବ ସୋସିଆଲ୍ ମିଡିଆ ପ୍ରେମ

September 20, 2026

ପାନୀୟ ଜଳର ଗୁଣବତ୍ତା ନିରୀକ୍ଷଣ ଓ ପରିମଳ ବ୍ୟବସ୍ଥାକୁ ସୁଦୃଢ଼ କରିଛି ପୂର୍ବତଟ ରେଳପଥ

September 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.