Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବସ ଦୁର୍ଘଟଣା: ୪ ମୃତ
ଆଜିର ଖବର

ବସ ଦୁର୍ଘଟଣା: ୪ ମୃତ

January 12, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ନୂଆପଡ଼ା ଜିଲ୍ଲା ସିନାପାଲିରୁ ହାଇଦ୍ରାବାଦ ଯାଉଥିବା ଏକ ଘରୋଇ ବସ ଦୁର୍ଘଟଣା ଗ୍ରସ୍ତ ହୋଇଛି। ଗୁପ୍ତା ବସ ତେଲେଙ୍ଗାନା ଖମମ- ସୂର୍ଯ୍ୟପେଟ ଜାତୀୟ ରାଜପଥ ରେ ଦୁର୍ଘଟଣା ଗ୍ରସ୍ତ ହୋଇଛି। ରାସ୍ତାରେ ଛିଡା ହୋଇଥିବା ଟ୍ରକକୁ ଧକ୍କା ଦେଇଥିଲେ। ଏହି ଦୁର୍ଘଟଣାରେ ବସରେ ଥିବା ଜଣେ ଚାଳକ ସହ ୪ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ, ୬ ରୁ ଅଧିକ ଆହତ ହୋଇଛନ୍ତି। ମୃତକଙ୍କ ମଧ୍ୟରେ ୨ ଜଣ ମହିଳା ଥିବା ଜଣାପଡିଛି।

ସୂର୍ଯ୍ୟପେଟ ଜିଲ୍ଲା ଚେଭମ ନିକଟରେ ରାତିରେ ଦୁର୍ଘଟଣା ଘଟିଛି। ପ୍ରବଳ କୁହୁଡି ସାଙ୍ଗ ଯୋଗୁଁ ଛିଡା ହୋଇଥିବା ଟ୍ରକ୍ କୁ ଧକ୍କା ଦେଇଥିଲା। ଚାଳକ ସହ ୪ ଯାତ୍ରୀଙ୍କ ଘଟଣାସ୍ଥଳୀରେ ମୃତ୍ୟୁ ସହ ୬ ରୁ ଉର୍ଦ୍ଧ୍ବ ଆହତ ହୋଇଛନ୍ତି।

ନୂଆପଡା ଜିଲ୍ଲା ବସ ଦୁର୍ଘଟଣା ସିନାପାଲି ହାଇଦ୍ରାବାଦ
Share. Facebook Twitter LinkedIn Email WhatsApp Copy Link

Related Posts

ଅଟୋ ଓଲଟି ବିଟେକ୍ ଛାତ୍ର ମୃତ: ୮ ଜଣ ବନ୍ଧୁ ଗୁରୁତର

September 14, 2026

ବଙ୍ଗଳାରେ ବନ୍ଦ ହେବ ୨୫୨ଟି ମଦ୍ରାସା: କଡ଼ା ଆପତ୍ତି ଜଣାଇଲେ ମୌଲାନା ସାଜିଦ ରଶିଦି

September 14, 2026

ପୁଣି ଷ୍ଟାଡିୟମରେ ଅପମାନିତ ହେଲେ ମୋହସିନ୍ ନକଭି: ଟ୍ରଫି ପାଇଁ ମନା କଲା ଭାରତୀୟ ଦଳ

September 14, 2026

ପିଏମ୍‌ଶ୍ରୀ ସ୍କୁଲ୍‌ରେ କୃଷି ଧନ୍ଦାମୂଳକ ଶିକ୍ଷା: ଓସେପା ଓ ଓୟୁଏଟି ମଧ୍ୟରେ ଚୁକ୍ତି ସ୍ୱାକ୍ଷରିତ

September 14, 2026
Latest News

ଅଟୋ ଓଲଟି ବିଟେକ୍ ଛାତ୍ର ମୃତ: ୮ ଜଣ ବନ୍ଧୁ ଗୁରୁତର

September 14, 2026

କେତେ ସଫଳ ହେଲା ବ୍ରିକ୍ସ ସମ୍ମିଳନୀ?: ବ୍ୟାଖ୍ୟା କଲେ ଯଶୱନ୍ତ ସିହ୍ନା

September 14, 2026

ବଙ୍ଗଳାରେ ବନ୍ଦ ହେବ ୨୫୨ଟି ମଦ୍ରାସା: କଡ଼ା ଆପତ୍ତି ଜଣାଇଲେ ମୌଲାନା ସାଜିଦ ରଶିଦି

September 14, 2026

ଆସନ୍ତୁ ଜାଣିବା ପୂଜାବ୍ରତରେ କାହିଁକି ପିଆଜ ରସୁଣ ଖାଇବାକୁ ମନା

September 14, 2026

ପୁଣି ଷ୍ଟାଡିୟମରେ ଅପମାନିତ ହେଲେ ମୋହସିନ୍ ନକଭି: ଟ୍ରଫି ପାଇଁ ମନା କଲା ଭାରତୀୟ ଦଳ

September 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.