Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ହଂକଂ ଏସୀୟ କପ୍ କାନୋ ପ୍ରତିଯୋଗିତା: ତିନୋଟି ସ୍ୱର୍ଣ୍ଣ ଜିତିଲେ ଜଗତପୁରର ଆଥଲେଟମାନେ
ଆଜିର ଖବର

ହଂକଂ ଏସୀୟ କପ୍ କାନୋ ପ୍ରତିଯୋଗିତା: ତିନୋଟି ସ୍ୱର୍ଣ୍ଣ ଜିତିଲେ ଜଗତପୁରର ଆଥଲେଟମାନେ

January 13, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: କୋଲକାତା ଆଞ୍ଚଳିକ କେନ୍ଦ୍ର ଅଧୀନରେ ଭାରତୀୟ କ୍ରୀଡ଼ା ପ୍ରାଧିକରଣ (SAI) ଜାତୀୟ ଉତ୍କର୍ଷ କେନ୍ଦ୍ର (NCOE) ଜଗତପୁରରୁ ଦୁଇଜଣ କାୟାକିଂ ଏବଂ କାନୋଇଂ ଆଥଲେଟ୍ ଖ୍ୱାଇରକପାମ୍ ଧନମଞ୍ଜୁରୀ ଦେବୀ ଏବଂ ସଲାମ୍ ସୁନିଲ ସିଂହ 9 ରୁ 12 ଜାନୁଆରୀ 2025 ମଧ୍ୟରେ ଅନୁଷ୍ଠିତ ହେଉ ଥିବା ଏସୀୟ କାନୋ ପ୍ରତିଯୋଗିତା ହଂକଂ 2024-25 (ସ୍ପ୍ରିଣ୍ଟ ଏବଂ ମାରାଥନ) ରେ ଅଂଶଗ୍ରହଣ କରିଥିଲେ। ସୁଶ୍ରୀ ଖ୍ୱାଇରକପାମ୍ ଧନମଞ୍ଜୁରୀ ଦେବୀ 23 ବର୍ଷରୁ କମ୍ ମହିଳା ବର୍ଗରେ K1-1000mts ଏବଂ K1-500mts ରେ ଦୁଇଟି ସ୍ୱର୍ଣ୍ଣ ପଦକ ଜିତିଛନ୍ତି ଏବଂ ସଲାମ୍ ସୁନିଲ ସିଂହ C1-200mts ପୁରୁଷ ବରିଷ୍ଠ ବର୍ଗରେ ସ୍ୱର୍ଣ୍ଣ ପଦକ ଜିତିଛନ୍ତି।

ସତ୍ୟଜିତ ସଂକୃତ, ସାଇ ଆଞ୍ଚଳିକ କେନ୍ଦ୍ର କୋଲକାତାର ଉପ-ମହାନିର୍ଦ୍ଦେଶକ ଏବଂ ତ୍ରୈଲୋକ୍ୟନାଥ ସାହୁ, ସାଇ ଇନଚାର୍ଜ ଓଡ଼ିଶା ଉପନିର୍ଦ୍ଦେଶକ ଏହି ଉଲ୍ଲେଖନୀୟ ସଫଳତା ପାଇଁ ଆଥଲେଟ ଏବଂ NCOE ଜଗତପୁର ଦଳକୁ ଅଭିନନ୍ଦନ ଜଣାଇଛନ୍ତି। ଉଭୟ ଆଥଲେଟଙ୍କୁ NCOE ଜଗତପୁରରେ ଏଲ୍ ଜନସନ ସିଂହ, K&C ପ୍ରଶିକ୍ଷକ, ଦଳୀପ ସିଂହ ବେନିୱାଲ, K&C ପ୍ରଶିକ୍ଷକ ଏବଂ HPM, ଅନ୍ୟ କାୟାକିଂ ଏବଂ କାନୋଇଂ ପ୍ରଶିକ୍ଷକ ଏବଂ NCOE ଜଗତପୁରର ସହାୟକ କର୍ମଚାରୀମାନେ ତାଲିମ ଦେଉଛନ୍ତି। ଆଥଲେଟମାନେ ଉଲ୍ଲେଖନୀୟ ପ୍ରଦର୍ଶନ କରୀ ଅନ୍ତର୍ଜାତୀୟ ସ୍ତରରେ ଦେଶକୁ ଗର୍ବିତ କରିଛନ୍ତି।

NCOE SAI କୋଲକାତା ଆଞ୍ଚଳିକ କେନ୍ଦ୍ର ସ୍ୱର୍ଣ୍ଣ
Share. Facebook Twitter LinkedIn Email WhatsApp Copy Link

Related Posts

‘ରୁଷର ଡ୍ରୋନ ସହିତ ଭାରତର ସମ୍ପର୍କ ଅଛି’, ଟ୍ରମ୍ପଙ୍କ ପରେ ଗମ୍ଭୀର ଅଭିଯୋଗ ଆଣିଲା ୟୁକ୍ରେନ

August 5, 2025

ପ୍ରତିଶୃତି ପୂରଣ କଲେ ଆଇନ ମନ୍ତ୍ରୀ, ବାଣପୁରରେ ଏଡିଜେ କୋର୍ଟ ପ୍ରତିଷ୍ଠା ହେବା ନେଇ ବିଜ୍ଞପ୍ତି ଜାରି

August 5, 2025

ବଳଙ୍ଗା ଛାତ୍ରୀ ମୃତ୍ୟୁ ଘଟଣାରେ ଆସନ୍ତା ଗୁରୁବାର ଦିନ ପୁରୀ ଜିଲ୍ଲାରେ ହରତାଳ କରିବ ବିଜେଡି

August 5, 2025

‘ଭାରତକୁ ଆଖି ଦେଖାଉଥିବା ଲୋକମାନେ ନିଜେ ରୁଷ ସହିତ ବ୍ୟବସାୟ କରୁଛନ୍ତି’: ବୈଦେଶିକ ମନ୍ତ୍ରଣାଳୟ

August 5, 2025
Latest News

VinFast India: ତାମିଲନାଡୁରେ ଇଲେଟ୍ରିକ ଭେଇକଲ ଆସେମ୍ବଲି ପ୍ରକଳ୍ପର ଉଦଘାଟନ କଲା ଭିନଫାଷ୍ଟ

August 5, 2025

‘ରୁଷର ଡ୍ରୋନ ସହିତ ଭାରତର ସମ୍ପର୍କ ଅଛି’, ଟ୍ରମ୍ପଙ୍କ ପରେ ଗମ୍ଭୀର ଅଭିଯୋଗ ଆଣିଲା ୟୁକ୍ରେନ

August 5, 2025

ପ୍ରତିଶୃତି ପୂରଣ କଲେ ଆଇନ ମନ୍ତ୍ରୀ, ବାଣପୁରରେ ଏଡିଜେ କୋର୍ଟ ପ୍ରତିଷ୍ଠା ହେବା ନେଇ ବିଜ୍ଞପ୍ତି ଜାରି

August 5, 2025

ବଳଙ୍ଗା ଛାତ୍ରୀ ମୃତ୍ୟୁ ଘଟଣାରେ ଆସନ୍ତା ଗୁରୁବାର ଦିନ ପୁରୀ ଜିଲ୍ଲାରେ ହରତାଳ କରିବ ବିଜେଡି

August 5, 2025

‘ଭାରତକୁ ଆଖି ଦେଖାଉଥିବା ଲୋକମାନେ ନିଜେ ରୁଷ ସହିତ ବ୍ୟବସାୟ କରୁଛନ୍ତି’: ବୈଦେଶିକ ମନ୍ତ୍ରଣାଳୟ

August 5, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.