Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମୁଖ୍ୟମନ୍ତ୍ରୀଙ୍କ ଘୋଷଣା, ଜରୁରୀ କାଳୀନ ପରିସ୍ଥିତିରେ ବନ୍ଦୀ ହୋଇଥିବା ସଂଗ୍ରାମୀଙ୍କୁ ମିଳିବ ପେନସନ
ଆଜିର ଖବର

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା, ଜରୁରୀ କାଳୀନ ପରିସ୍ଥିତିରେ ବନ୍ଦୀ ହୋଇଥିବା ସଂଗ୍ରାମୀଙ୍କୁ ମିଳିବ ପେନସନ

January 13, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ମୁଖ୍ୟମନ୍ତ୍ରୀଙ୍କ ଘୋଷଣା, ଜରୁରୀ କାଳୀନ ପରିସ୍ଥିତିରେ ବନ୍ଦୀ ହୋଇଥିବା ସଂଗ୍ରାମୀଙ୍କୁ ମିଳିବ ପେନସନ

ଭୁବନେଶ୍ବର: ଓଡିଶା ସରକାରଙ୍କ ପକ୍ଷରୁ ଦେଶର ଜରୁରୀ କାଳୀନ ପରିସ୍ଥିତିରେ ମିସା, ଡିଆଇଆର ଏବଂ ଡିଆଇଏସଆଇଆର ଆଇନରେ ବିଭିନ୍ନ ଜେଲରେ ବନ୍ଦୀଥିବା ସଂଗ୍ରାମୀ ମାନଙ୍କୁ ମାସକୁ 20 ହଜାର ଟଙ୍କାର ପେନସନ ମିଳିବ ।

ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ପୂର୍ବରୁ ଏ ବିଷୟରେ ଘୋଷଣା କରିଥିଲେ। ଆଜ ଏ ସଂପର୍କରେ ଗୃହ ବିଭାଗ ପକ୍ଷରୁ ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି ।

ପେନସନ ସହିତ ସମସ୍ତ ସଂଗ୍ରାମୀ ମାନଙ୍କ ମେଡିକାଲ ଖର୍ଚ୍ଚ ମଧ୍ୟ ରାଜ୍ୟ ସରକାର ବହନ କରିବେ ।

୧ ଜାନୁଆରୀ ୨୦୨୫ ସୁଦ୍ଧା ଜୀବିତ ଥିବା ସବୁ ସଂଗ୍ରାମୀ ଏହି ପେନସନ ଓ ଚିକିତ୍ସା ସୁବିଧା ପାଇବେ।

ସୂଚନା ଯୋଗ୍ୟ ଯେ 25 ଜୁନ୍ 1975 ମସିହାରୁ 21 ମାର୍ଚ୍ଚ 1977 ମସିହା ପର୍ଯ୍ୟନ୍ତ ଦେଶର ଜରୁରୀ କାଳୀନ ପରିସ୍ଥିତିକୁ ବିରୋଧ କରି ଅନେକ ସଂଗ୍ରାମୀ ଦେଶର ବିଭିନ୍ନ ଜେଲରେ ବନ୍ଦୀ ହୋଇଥିଲେ

ମୁଖ୍ୟମନ୍ତ୍ରୀ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ମୋହନ ମାଝୀ
Share. Facebook Twitter LinkedIn Email WhatsApp Copy Link

Related Posts

ନାବାଳିକାକୁ ଦୁଷ୍କର୍ମ ଅଭିଯୋଗ: ନାବାଳକ ସହ ଦୁଇ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ

March 31, 2026

“ପରମାଣୁ ବିପଦ ବଢାଇଲା ଇରାନ ଯୁଦ୍ଧ”: ଆମେରିକା ଉପରେ ଗମ୍ଭୀର ଅଭିଯୋଗ ଆଣିଲା ରୁଷ

March 31, 2026

ଆଜି ପଞ୍ଜାବ କିଙ୍ଗସ ଏବଂ ଗୁଜରାଟ ଟାଇଟାନ୍ସ ମଧ୍ୟରେ ମୁକାବିଲା: ଜାଣନ୍ତୁ ସମ୍ଭାବ୍ୟ ଖେଳାଳି ଏକାଦଶ

March 31, 2026

“ପ୍ରଧାନମନ୍ତ୍ରୀ ଯାହା କରିପାରିବେ, ତାହା…”: ଇରାନ ଯୁଦ୍ଧ ଉପରେ ଓମାର ଅବଦୁଲ୍ଲାଙ୍କ ବଡ଼ ବୟାନ

March 31, 2026
Latest News

ନାବାଳିକାକୁ ଦୁଷ୍କର୍ମ ଅଭିଯୋଗ: ନାବାଳକ ସହ ଦୁଇ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ

March 31, 2026

“ପରମାଣୁ ବିପଦ ବଢାଇଲା ଇରାନ ଯୁଦ୍ଧ”: ଆମେରିକା ଉପରେ ଗମ୍ଭୀର ଅଭିଯୋଗ ଆଣିଲା ରୁଷ

March 31, 2026

ଆଜି ପଞ୍ଜାବ କିଙ୍ଗସ ଏବଂ ଗୁଜରାଟ ଟାଇଟାନ୍ସ ମଧ୍ୟରେ ମୁକାବିଲା: ଜାଣନ୍ତୁ ସମ୍ଭାବ୍ୟ ଖେଳାଳି ଏକାଦଶ

March 31, 2026

ନକ୍ସଲମୁକ୍ତ ଭାରତ: ୫୬ ବର୍ଷର ସଂଘର୍ଷର ଅନ୍ତ ଏବଂ ଏକ ଐତିହାସିକ ସଫଳତା  

March 31, 2026

“ପ୍ରଧାନମନ୍ତ୍ରୀ ଯାହା କରିପାରିବେ, ତାହା…”: ଇରାନ ଯୁଦ୍ଧ ଉପରେ ଓମାର ଅବଦୁଲ୍ଲାଙ୍କ ବଡ଼ ବୟାନ

March 31, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.