Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ନବବଧୁଙ୍କ ସନ୍ଦେହଜନକ ମୃତ୍ୟୁ, ହତ୍ୟା ଅଭିଯୋଗ ଆଣିଲେ ପରିବାର ସଦସ୍ୟ
ଆଜିର ଖବର

ନବବଧୁଙ୍କ ସନ୍ଦେହଜନକ ମୃତ୍ୟୁ, ହତ୍ୟା ଅଭିଯୋଗ ଆଣିଲେ ପରିବାର ସଦସ୍ୟ

January 13, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ନବବଧୁଙ୍କ ସନ୍ଦେହଜନକ ମୃତ୍ୟୁ, ହତ୍ୟା ଅଭିଯୋଗ ଆଣିଲେ ପରିବାର ସଦସ୍ୟ

ବ୍ରହ୍ମପୁର(କୈଳାଶ ଚନ୍ଦ୍ର ଚୌଧୁରୀ): ପାଟପୁର ଥାନା ଅନ୍ତର୍ଗତ କଲରାପଦର ରାଜେନ୍ଦ୍ର ସ୍ବାଇଁଙ୍କ ସ୍ତ୍ରୀ ପୁଷ୍ପାଞ୍ଜଳି ସାହୁ ବେକରେ ରଶି ଲଗାଇ ଆତ୍ମହତ୍ୟା କରିଥିବା ଜଣାପଡ଼ିଛି। କିନ୍ତୁ ପୁଷ୍ପାଞ୍ଜଳି ର ପିତା ଶେରଗଡ଼ ଥାନା ଅର୍ନ୍ତଗତ ଚିକିଲି ଗ୍ରାମର ଗଙ୍ଗାଧର ସାହୁ ତାଙ୍କ ଝିଅ କୁ ହତ୍ୟା କରି ଆତ୍ମହତ୍ୟା ର ରୁପ ଦେଉଛନ୍ତି ବୋଲି ଶ୍ଵଶୁର ଘର ଲୋକଙ୍କ ବିରୋଧରେ ପାଟପୁର ଥାନା ରେ ଅଭିଯୋଗ କରିଛନ୍ତି।

ସୁଚନା ଅନୁଯାୟୀ ଜଣାପଡିଛି ଯେ ଚେନ୍ନାଇ ରେ କାମ କରୁଥିବା ରାଜେନ୍ଦ୍ର ସହ ପୁଷ୍ପାଞ୍ଜଳି ର ଗତ ବର୍ଷ ଜୁଲାଇ ମାସରେ ବାହାଘର ହୋଇଥିଲା। ଉକ୍ତ ସମୟରେ ଚୁକ୍ତି ମୁତାବକ ଯୌତୁକ ଜନିତ ୩୦ ହଜାର ଟଙ୍କା ପାଇଁ ପୁଷ୍ପାଞ୍ଜଳି କୁ ଶ୍ଵଶୁର ଘର ଲୋକେ ମାନସିକ ନିର୍ଯାତନା ଦେଉଥିଲେ। ଯାହା ଫଳରେ ଝିଅ ଆମଘରେ ଆସି କିଛି ଦିନ ରହିଥିଲା ଓ ଶ୍ଵଶୁର ଘର ଲୋକେ ବୁଝାସୁଝା କରି ଝିଅକୁ ତାଙ୍କ ଘରକୁ ନେଇଯାଇଥିଲେ।

ଏହି ଭଳି କିଛି ଦିନ ପରେ ହଠାତ୍ ଜ୍ୱାଇଁ ପୁଅ ରାଜେନ୍ଦ୍ର ଝିଅ ଆତ୍ମହତ୍ୟା କରିଥିବା ଖବର ଫୋନ ଯୋଗେ ଜଣାଇଥିଲେ। ଯାହାକି ମୁଁ ବିଶ୍ୱାସ କରି ପାରୁନାହିଁ। ଏହାର ସଠିକ ତଦନ୍ତ ଓ ପଦକ୍ଷେପ ପାଇଁ ଅନୁରୋଧ କରୁଛି। ଅଭିଯୋଗ ପାଇ ପୋଲିସ ଏତଲା ନଂ ୨୯/୨୫ ଅନୁଯାୟୀ ମକଦ୍ଦମା ରୁଜୁ କରି ତହସିଲଦାର ରାମଚନ୍ଦ୍ର ପଟନାୟକଙ୍କ ସହ ଘଟଣାସ୍ଥଳରେ ପହଞ୍ଚି ଶବ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ବ୍ରହ୍ମପୁର ବଡଡାକ୍ତରଖାନାକୁ ପଠାଇ ଘଟଣା ର ତଦନ୍ତ ଆରମ୍ଭ କରିଛନ୍ତି।

ଆତ୍ମହତ୍ୟା ବ୍ରହ୍ମପୁର
Share. Facebook Twitter LinkedIn Email WhatsApp Copy Link

Related Posts

ସୁଧୁରୁନି ବାଂଲାଦେଶ: ପୁଣିଥରେ ଭାରତ ବିରୋଧରେ ICC କୁ ପଠାଇଲା ଚିଠି

January 9, 2026

ନାଚୁଣୀ: ଆସନ୍ତା ୧୧ରେ ମାଗଣା ସ୍ବାସ୍ଥ୍ୟ ଶିବିର ଓ ଔଷଧ ବଣ୍ଟନ କାର୍ଯ୍ୟକ୍ରମ, ଉଦଘାଟନ କରିବେ ଆଇନ ମନ୍ତ୍ରୀ

January 9, 2026

‘ମୁଁ ନେହେରୁଙ୍କ ବଡ଼ ପ୍ରଶଂସକ, କିନ୍ତୁ ସମସ୍ତ ନୀତିକୁ ସମର୍ଥନ କରେ ନାହିଁ’: କଂଗ୍ରେସ ସାଂସଦ ଶଶି ଥରୁର

January 9, 2026

‘ଚାକିରି ବଦଳରେ ଜମି’ ମାମଲା: ଲାଲୁ ଯାଦବଙ୍କ ପରିବାରକୁ ବଡ଼ ଝଟକା ଦେଲେ କୋର୍ଟ

January 9, 2026
Latest News

ସୁଧୁରୁନି ବାଂଲାଦେଶ: ପୁଣିଥରେ ଭାରତ ବିରୋଧରେ ICC କୁ ପଠାଇଲା ଚିଠି

January 9, 2026

ନାଚୁଣୀ: ଆସନ୍ତା ୧୧ରେ ମାଗଣା ସ୍ବାସ୍ଥ୍ୟ ଶିବିର ଓ ଔଷଧ ବଣ୍ଟନ କାର୍ଯ୍ୟକ୍ରମ, ଉଦଘାଟନ କରିବେ ଆଇନ ମନ୍ତ୍ରୀ

January 9, 2026

‘ମୁଁ ନେହେରୁଙ୍କ ବଡ଼ ପ୍ରଶଂସକ, କିନ୍ତୁ ସମସ୍ତ ନୀତିକୁ ସମର୍ଥନ କରେ ନାହିଁ’: କଂଗ୍ରେସ ସାଂସଦ ଶଶି ଥରୁର

January 9, 2026

‘ଚାକିରି ବଦଳରେ ଜମି’ ମାମଲା: ଲାଲୁ ଯାଦବଙ୍କ ପରିବାରକୁ ବଡ଼ ଝଟକା ଦେଲେ କୋର୍ଟ

January 9, 2026

ବଡ ସଂଖ୍ୟକ ପଦବୀ ପାଇଁ ନିଯୁକ୍ତି ଘୋଷଣା କଲା ରେଳବାଇ: ଜାଣନ୍ତୁ କେଉଁମାନେ କରିବେ ଆବେଦନ

January 9, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.