Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ନୟାଗଡ଼ ଜିଲ୍ଲାର ୬ ଟି ସ୍ଥାନରେ ପାଳନ ହେଲା ମକରମେଳା
ଆଜିର ଖବର

ନୟାଗଡ଼ ଜିଲ୍ଲାର ୬ ଟି ସ୍ଥାନରେ ପାଳନ ହେଲା ମକରମେଳା

January 15, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
makarmela
ନୟାଗଡ଼ ଜିଲ୍ଲାର ୬ ଟି ସ୍ଥାନରେ ପାଳନ ହେଲା ମକରମେଳା

ନୟାଗଡ: ପବିତ୍ର ମକରସଂକ୍ରାନ୍ତି ଅବସରରେ ଆଜି ନୟାଗଡ଼ ଜିଲାର ୬ଟି ସ୍ଥାନରେ ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ମକର ମେଳା ଅନୁଷ୍ଠିତ ହେଉଛି। ଏହି ଅବସରରେ ଭାପୁର ବ୍ଲକର ବେଗୁନିଆଁ, ରଣପୁର ବ୍ଲକର ଶ୍ୟାମଘନପୁର, ଖଣ୍ଡପଡା ବ୍ଲକର ତେନ୍ତୁଳିଆପଲ୍ଲୀ, ସିଧାମୂଳା, ଗଣିଆ ବ୍ଲକର ୱାଲିପୁର, ଦଶପଲ୍ଲା ବ୍ଲକର ସରିଗଣ୍ଡା ପ୍ରଭୃତି ଗ୍ରାମରେ ଏହି ମେଳା ଅନୁଷ୍ଠିତ ହୋଇଥିଲା।

ଏଠାରେ ଶତାଧିକ ଛୋଟବଡ଼ ଦୋକାନ ବସିଥିଲା ବେଳେ ଲୋକମାନଙ୍କ ମନୋରଞ୍ଜନ ନିମନ୍ତେ ଗ୍ରାମବାସୀ ପକ୍ଷରୁ ସାଂସ୍କୃତିକ କାର୍ଯ୍ୟକ୍ରମ ଏଠାରେ ବ୍ୟବସ୍ଥା କରାଯାଇଛି। ମେଳା ଦେଖିବା ନିମନ୍ତେ ଶହ ଶହ ଲୋକଙ୍କ ଭିଡ଼ ଜମୁଛି। ଶାନ୍ତି ଶୃଙ୍ଖଳା ରକ୍ଷା ନିମନ୍ତେ ପୁଲିସ ପକ୍ଷରୁ ଆବଶ୍ୟକ ବନ୍ଦୋବସ୍ତ କରାଯାଇଛି।

ସେହିଭଳି, ଜିଲ୍ଲାର ପ୍ରସିଦ୍ଧ କଣ୍ଟିଲୋର ନୀଳମାଧବ, ଶରଣକୂଳର ଲଡ଼ୁବାବା, ଝାମୁପାଟଣା ଦୂତୀକେଶ୍ବର, ରଣପୁର ଜଗନ୍ନାଥ ମନ୍ଦିର , ନୟାଗଡ ଜଗନ୍ନାଥ ମନ୍ଦିର,ଦଶପଲ୍ଲାର ମହାବୀର ମନ୍ଦିରରେ ମକର ସଂକ୍ରାନ୍ତି ଅବସରରେ ସ୍ବତନ୍ତ୍ର ପୂଜାନୀତି କରାଯାଇଛି ।

MakarMela ପବିତ୍ର ମକର ସଂକ୍ରାନ୍ତି ମକର ସଂକ୍ରାନ୍ତି
Share. Facebook Twitter LinkedIn Email WhatsApp Copy Link

Related Posts

ଆସିକା SDPO ନିଲମ୍ବିତ

May 14, 2026

ସଙ୍କଟ ମଧ୍ୟରେ, ଭାରତ ପାଇଁ ଭଲ ଖବର: ହର୍ମୁଜ୍ ପ୍ରଣାଳୀ ପାର କଲା ଏମଭି ସନସାଇନ୍

May 14, 2026

କୁମ୍ଭୀର ମୁହଁରୁ ଅଳ୍ପକେ ବର୍ତ୍ତିଲେ ମହିଳା

May 14, 2026

ପ୍ରଧାନମନ୍ତ୍ରୀ ମୋଦିଙ୍କ ଆହ୍ବାନ ପରେ, ଦିଲ୍ଲୀ ସରକାରୀ କାର୍ଯ୍ୟାଳୟରେ ‘ନୋ କାର ଡେ’

May 14, 2026
Latest News

ଆସିକା SDPO ନିଲମ୍ବିତ

May 14, 2026

ସଙ୍କଟ ମଧ୍ୟରେ, ଭାରତ ପାଇଁ ଭଲ ଖବର: ହର୍ମୁଜ୍ ପ୍ରଣାଳୀ ପାର କଲା ଏମଭି ସନସାଇନ୍

May 14, 2026

କୁମ୍ଭୀର ମୁହଁରୁ ଅଳ୍ପକେ ବର୍ତ୍ତିଲେ ମହିଳା

May 14, 2026

ପ୍ରଧାନମନ୍ତ୍ରୀ ମୋଦିଙ୍କ ଆହ୍ବାନ ପରେ, ଦିଲ୍ଲୀ ସରକାରୀ କାର୍ଯ୍ୟାଳୟରେ ‘ନୋ କାର ଡେ’

May 14, 2026

ପୁରୀ କୋରାପୁଟ ମଧ୍ୟରେ ଚାଲିବାକୁ ଥିବା ନୂଆ ଟ୍ରେନଟି କେଉଁ କେଉଁ ଷ୍ଟେସନରେ ରହିବ

May 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.