Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପ୍ରାର୍ଥୀପତ୍ର ଦାଖଲ କଲେ ଆମ ଆଦମି ପାର୍ଟି ସୁପ୍ରିମୋ ଅରବିନ୍ଦ କେଜ୍ରିୱାଲ
ଆଜିର ଖବର

ପ୍ରାର୍ଥୀପତ୍ର ଦାଖଲ କଲେ ଆମ ଆଦମି ପାର୍ଟି ସୁପ୍ରିମୋ ଅରବିନ୍ଦ କେଜ୍ରିୱାଲ

January 15, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ପ୍ରାର୍ଥୀପତ୍ର ଦାଖଲ କଲେ ଆମ ଆଦିମ ପାର୍ଟି ସୁପ୍ରିମୋ ଅରବିନ୍ଦ କେଜ୍ରିୱାଲ

ନୂଆଦିଲ୍ଲୀ: ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ଜୋରସୋରରେ ଚାଲିଛି ନାମାଙ୍କନ ଦାଖଲ ପ୍ରକ୍ରିୟା। ଜାନୁଆରୀ ୧୭ ତାରିଖ ନାମାଙ୍କନ ଦାଖଲର ଶେଷଦିନ ରହିଛି। ଏହା ପୂର୍ବରୁ ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଆପ୍ ସୁପ୍ରିମୋ ଅରବିନ୍ଦ କେଜ୍ରିୱାଲ୍ ଆଜି ନାମାଙ୍କନ ଦାଖଲ କରିଛନ୍ତି।

ସେ ନୂଆଦିଲ୍ଲୀ ଆସନରୁ ନିଜର ନାମାଙ୍କନ ଭରିଛନ୍ତି। ଏହି ଆସନରୁ ସେ ତିନି ଥର ନିର୍ବାଚନ ଲଢ଼ି ବିଜୟୀ ହୋଇଛନ୍ତି। ନାମାଙ୍କନ ଦାଖଲ ପୂର୍ବରୁ ବାଲ୍ମିକୀ ମନ୍ଦିର ଓ ହନୁମାନ ମନ୍ଦିର ଯାଇ ଦର୍ଶନ କରିଥିଲେ ଆମ୍ ଆଦମୀ ପାର୍ଟି ସୁପ୍ରିମୋ କେଜ୍ରିୱାଲ୍ । ପରେ କର୍ମକର୍ତ୍ତାଙ୍କ ସହ ଶୋଭାଯାତ୍ରାରେ ଆସି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ନାମାଙ୍କନ ଭରିଥିଲେ।

ନୂଆଦିଲ୍ଲୀ ଆସନରୁ କେଜରିୱାଲଙ୍କ ବିପକ୍ଷରେ ବିଜେପି ପ୍ରବେଶ ବର୍ମାଙ୍କୁ ପ୍ରାର୍ଥୀ କରିଛି। ଦିଲ୍ଲୀ ପୂର୍ବତନ ମୁଖ୍ୟମନ୍ତ୍ରୀ ସାହିବ ସିଂ ବର୍ମାଙ୍କ ପୁଅ ହେଉଛନ୍ତି ପ୍ରବେଶ ବର୍ମା। ପ୍ରବେଶ ୨୦୧୪ ଓ ୨୦୧୯ରେ ବିଜେପିର ସାଂସଦ ନିର୍ବାଚିତ ହୋଇଥିଲେ। ସେପଟେ କଂଗ୍ରେସରୁ ପାର୍ଥୀ ହୋଇଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ଶିଲା ଦୀକ୍ଷିତଙ୍କ ପୁଅ ସନ୍ଦୀପ ଦୀକ୍ଷିତ। ଫଳରେ ଏହି ଆସନରେ ଜୋରଦାର ଲଢେଇ ହେବ।

delhi election Delhi Election 2025 ଅରବିନ୍ଦ କେଜ୍ରିୱାଲ ଦିଲ୍ଲୀ ନିର୍ବାଚନ ଦିଲ୍ଲୀ ବିଧାନସଭା ନିର୍ବାଚନ
Share. Facebook Twitter LinkedIn Email WhatsApp Copy Link

Related Posts

Nuapada Byelection: ବିଜେପିରୁ ପ୍ରାର୍ଥୀପତ୍ର ଦାଖଲ କଲେ ଜୟ ଢୋଲକିଆ

October 18, 2025

ପାର୍ବଣ ଋତୁରେ ଯାତ୍ରୀ ଭିଡ ପରିଚାଳନା ପାଇଁ ପୂର୍ବ ତଟ ରେଳପଥ ପ୍ରସ୍ତୁତ 

October 18, 2025

ସାଇବର ସୁରକ୍ଷା ପାଇଁ ସରକାରଙ୍କ ବଡ ପଦକ୍ଷେପ, ନିଯୁକ୍ତ ହେବେ ୧୧୨୭ ଜଣ ପୋଲିସ, ୧୭୦ ଟେକ୍ନିକାଲ ଏକ୍ସପର୍ଟ

October 18, 2025

ଏଆଇସି-ସୋଆ ଫାଉଣ୍ଡେସନ: ଓଡ଼ିଶାର ନବୀକରଣ ଓ ଉଦ୍ୟୋଗୀକରଣର ନୂତନ ହବ

October 18, 2025
Latest News

Nuapada Byelection: ବିଜେପିରୁ ପ୍ରାର୍ଥୀପତ୍ର ଦାଖଲ କଲେ ଜୟ ଢୋଲକିଆ

October 18, 2025

ନାଚୁଣୀ ମହାବିଦ୍ୟାଳୟରେ ପୋଷଣ ମାସ-୨୦୨୫ କାର୍ଯ୍ୟକ୍ରମ

October 18, 2025

ପାର୍ବଣ ଋତୁରେ ଯାତ୍ରୀ ଭିଡ ପରିଚାଳନା ପାଇଁ ପୂର୍ବ ତଟ ରେଳପଥ ପ୍ରସ୍ତୁତ 

October 18, 2025

ସାଇବର ସୁରକ୍ଷା ପାଇଁ ସରକାରଙ୍କ ବଡ ପଦକ୍ଷେପ, ନିଯୁକ୍ତ ହେବେ ୧୧୨୭ ଜଣ ପୋଲିସ, ୧୭୦ ଟେକ୍ନିକାଲ ଏକ୍ସପର୍ଟ

October 18, 2025

ଏଆଇସି-ସୋଆ ଫାଉଣ୍ଡେସନ: ଓଡ଼ିଶାର ନବୀକରଣ ଓ ଉଦ୍ୟୋଗୀକରଣର ନୂତନ ହବ

October 18, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.