Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଘନ କୁହୁଡି ବଳୟରେ ରାଜ୍ୟ, ୟେଲୋ ଆଲର୍ଟ ଜାରି
ଆଜିର ଖବର

ଘନ କୁହୁଡି ବଳୟରେ ରାଜ୍ୟ, ୟେଲୋ ଆଲର୍ଟ ଜାରି

January 15, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ଘନ କୁହୁଡି ବଳୟରେ ରାଜ୍ୟ, ୟେଲୋ ଆଲର୍ଟ ଜାରି

ଭୁବନେଶ୍ବର: ରାଜ୍ୟରେ ଆଜି ଘନ କୁହୁଡି ବଳୟ ଦେଖିବାକୁ ମିଳିଛି। ଏହି ପରିସ୍ଥିତିକୁ ଦୃଷ୍ଟିରେ ରଖି କଳାହାଣ୍ଡି, କନ୍ଧମାଳ ଏବଂ କୋରାପୁଟ ଜିଲ୍ଲାକୁ ଯେଲୋ ଆଲର୍ଟ ଜାରି କରାଯାଇଛି। ଏସବୁ ଅଞ୍ଚଳରେ ଦୃଶ୍ୟମାନ କ୍ଷମତା ୫୦ ମିଟର ତଳକୁ ଖସିପଡ଼ିବାର ସମ୍ଭାବନା ରହିଛି।

କେତେକ ସ୍ଥାନରେ ଶୂନ୍ୟ ଦୃଶ୍ୟମାନତା (ଜିରୋ ଭିଜିବିଲିଟି) ଦେଖାଯାଇପାରେ। ଏହାସହ ଝାରସୁଗୁଡା, କେନ୍ଦୁଝର, ସମ୍ବଲପୁର, ସୁନ୍ଦରଗଡ, କଟକ ଓ ଖୋର୍ଦ୍ଧାରେ ହାଲୁକାରୁ ମଧ୍ୟମ ଧରଣର କୁହୁଡି ଅନୁଭବ ହେବ।

୧୭ ତାରିଖରୁ ଖରା ଶୀତର ସମ୍ଭାବନା

ପୂର୍ବାନୁମାନ ଅନୁସାରେ, ଆସନ୍ତା ୧୭ ତାରିଖରୁ ରାଜ୍ୟରେ ତାପମାତ୍ରା କମିବ। ଉପାନ୍ତ ଅଞ୍ଚଳରୁ ଉପକୂଳ ଅଞ୍ଚଳ ପର୍ଯ୍ୟନ୍ତ ତାପମାତ୍ରା ସ୍ବାଭାବିକ ଠାରୁ ୨-୪ ଡିଗ୍ରୀ ପର୍ଯ୍ୟନ୍ତ ହ୍ରାସ ପାଇପାରେ। ଆଞ୍ଚଳିକ ପାଣିପାଗ କେନ୍ଦ୍ର ଉତ୍ତର ପଶ୍ଚିମା ପବନର ପ୍ରଭାବ ବଢ଼ିବ ବୋଲି ଅନୁମାନ କରିଛି। ଫଳରେ ରାଜ୍ୟରେ ପୁଣି ଶୀତ ଲହରୀ ଅନୁଭବ ହେବ। ସୁନ୍ଦରଗଡ, ଝାରସୁଗୁଡା, ଅନୁଗୁଳ, ଢେଙ୍କାନାଳ, ସମ୍ବଲପୁର, ବରଗଡ, କନ୍ଧମାଳ, କଳାହାଣ୍ଡି, କୋରାପୁଟ, ନବରଙ୍ଗପୁର ଜିଲ୍ଲାଗୁଡ଼ିକରେ ଏହି ପ୍ରଭାବ ରହିବାର ସମ୍ଭାବନା ରହିଛି।

ପାଗ ପରିସ୍ଥିତିରେ କୌଣସି ପରିବର୍ତ୍ତନ ନାହିଁ

ଆସନ୍ତାକାଲି ପର୍ଯ୍ୟନ୍ତ ରାଜ୍ୟର ପାଗରେ କୌଣସି ବୈଷମ୍ୟ ହେବା ନାହିଁ। ରାତିର ତାପମାତ୍ରା ସ୍ବାଭାବିକ ଠାରୁ ଅଧିକ ରହିବ। କେତେକ ଜିଲ୍ଲାରେ ଘନ କୁହୁଡି ସହ ହାଲୁକା ଶୀତ ଅନୁଭବ କରିବାକୁ ମିଳିପାରେ। ଏଥିପାଇଁ ସତର୍କତା ଜାରି କରିଛି ପାଣିପାଗ ବିଭାଗ।

କୁହୁଡି ଘନ କୁହୁଡି
Share. Facebook Twitter LinkedIn Email WhatsApp Copy Link

Related Posts

ପ୍ରେମିକକୁ ଜୀଅନ୍ତା ଜାଳିଲା ପ୍ରେମିକା

April 22, 2026

ଅନିଶ୍ଚିତତାରେ ଇରାନ- ଆମେରିକା ଶାନ୍ତି ଆଲୋଚନା

April 22, 2026

ନୀତି ଓ ଜନସାଧାରଣଙ୍କ ମଧ୍ୟରେ ସଂଯୋଗର ସେତୁ ସାଜିଛି କମ୍ୟୁନିଟି ରେଡିଓ

April 22, 2026

ଶ୍ରୀମତୀ ଦ୍ରୌପଦୀ ମୁର୍ମୁଙ୍କ ଦ୍ୱାରା ନିର୍ମଳ ମୁଣ୍ଡା ପରିବେଶ ପଥ, ଜନଜାତି ସଂଗ୍ରହାଳୟ ଏବଂ ସମନ୍ୱିତ ନିର୍ଦ୍ଦେଶ ଓ ନିୟନ୍ତ୍ରଣ କେନ୍ଦ୍ର ଉଦଘାଟିତ

April 22, 2026
Latest News

ପ୍ରେମିକକୁ ଜୀଅନ୍ତା ଜାଳିଲା ପ୍ରେମିକା

April 22, 2026

ଅନିଶ୍ଚିତତାରେ ଇରାନ- ଆମେରିକା ଶାନ୍ତି ଆଲୋଚନା

April 22, 2026

ନୀତି ଓ ଜନସାଧାରଣଙ୍କ ମଧ୍ୟରେ ସଂଯୋଗର ସେତୁ ସାଜିଛି କମ୍ୟୁନିଟି ରେଡିଓ

April 22, 2026

ଶ୍ରୀମତୀ ଦ୍ରୌପଦୀ ମୁର୍ମୁଙ୍କ ଦ୍ୱାରା ନିର୍ମଳ ମୁଣ୍ଡା ପରିବେଶ ପଥ, ଜନଜାତି ସଂଗ୍ରହାଳୟ ଏବଂ ସମନ୍ୱିତ ନିର୍ଦ୍ଦେଶ ଓ ନିୟନ୍ତ୍ରଣ କେନ୍ଦ୍ର ଉଦଘାଟିତ

April 22, 2026

ଓଡ଼ିଆ ସାମ୍ବାଦିକତାରେ ପିଜି ଡିପ୍ଲୋମା ପାଇଁ ଆଇଆଇଏମ୍ସି ଢେଙ୍କାନାଳରେ ଆବେଦନ ଆରମ୍ଭ

April 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.