Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପ୍ରଭୃ ଲିଙ୍ଗରାଜ ସେବାୟତଙ୍କ ବିବାଦ ତୁଟିଲା, ଘୋଷଣା କଲେ ଜିଲ୍ଲାପାଳ
ଆଜିର ଖବର

ପ୍ରଭୃ ଲିଙ୍ଗରାଜ ସେବାୟତଙ୍କ ବିବାଦ ତୁଟିଲା, ଘୋଷଣା କଲେ ଜିଲ୍ଲାପାଳ

January 15, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ପ୍ରଭୃ ଲିଙ୍ଗରାଜ ସେବାୟତଙ୍କ ବିବାଦ ତୁଟିଲା, ଘୋଷଣା କଲେ ଜିଲ୍ଲାପାଳ

ଭୁବନେଶ୍ବର: ପ୍ରଭୃ ଲିଙ୍ଗରାଜ ସେବାୟତଙ୍କ ବିବାଦକୁ ସମାଧାନ କରାଯାଇଛି ଏବଂ ଶ୍ରୀଲିଙ୍ଗରାଜଙ୍କ ନୀତିକାନ୍ତି ଆରମ୍ଭ ହେବ।ଏହି ସୂଚନା ଦେଇଛନ୍ତି ଖୋର୍ଦ୍ଧା ଜିଲ୍ଲାପାଳ ଚଞ୍ଚଳ ରାଣା। ଆଜି ଅପରାହ୍ନରେ ଟ୍ରଷ୍ଟ ବୋର୍ଡ ବୈଠକ ପରେ ସେ ଏହି ସୂଚନା ଦେଇଛନ୍ତି।

ସେ କହିଛନ୍ତି ଯେ, ଶ୍ରୀଲିଙ୍ଗରାଜଙ୍କ ନୀତିକାନ୍ତିର ମନିଟରିଂ କରାଯିବ ଏବଂ ବିବାଦର ତଦନ୍ତ କରାଯିବ। ADM ତଦନ୍ତ କରି ଏହାର ରିପୋର୍ଟ ୨୪ ଘଣ୍ଟା ମଧ୍ୟରେ ଦେବେ ବୋଲି ନିର୍ଦ୍ଦେଶ ଦିଆଯାଇଛି। ସେହି ତଦନ୍ତ ରିପୋର୍ଟ ଆଧାରରେ କାର୍ଯ୍ୟାନୁଷ୍ଠାନ କରାଯିବ ବୋଲି ଜିଲ୍ଲାପାଳ କହିଛନ୍ତି।

ସେହିପରି, ଯେଉଁମାନେ ବିଶୃଙ୍ଖଳା କରିଥିଲେ, ସେମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯିବ। ସେକ୍ସନ ୩୨ ଅନୁସାରେ ଟ୍ରଷ୍ଟ ବୋର୍ଡ କାର୍ଯ୍ୟାନୁଷ୍ଠାନ ନେଇପାରିବ। ଏହା ସହିତ, ସୋ କଜ୍ ନୋଟିସ ମଧ୍ୟ ଜାରି କରାଯିବା ସହ ସେବା ପୂଜାରୁ ନିବୃତ୍ତ କରାଯିବ। ଯଦି ଦରକାର, ସେକ୍ସନ ୬୮ ନିୟମ ଅନୁସାରେ ସେବା ପୂଜା ପାଇଁ ଦିଆଯାଇଥିବା ଜମିକୁ ଫେରାଇ ଅଣାଯିବ ବୋଲି ଜିଲ୍ଲାପାଳ କହିଛନ୍ତି।

ଏହି ସମସ୍ୟା ଆଗକୁ ନ ହେବା ପାଇଁ, ଲିଙ୍ଗରାଜଙ୍କ ନୀତିକାନ୍ତିକୁ ସଠିକ ଭାବେ ତର୍ଜମା କରିବା ପାଇଁ ମନ୍ଦିର ପ୍ରଶାସନକୁ ଦାୟିତ୍ୱ ଦିଆଯାଇଛି। ମନ୍ଦିରର ଯାହା ରେକର୍ଡ ଅଫ ରାଇଟ୍ସ ଅଛି, ସେହି ଆଧାରରେ ସମସ୍ତ ନୀତିକାନ୍ତି କରାଯିବ ବୋଲି ଜିଲ୍ଲାପାଳ ସୂଚନା ଦେଇଛନ୍ତି। ବୈଠକରେ ସମସ୍ତ ନିଯୋଗର କର୍ମକର୍ତ୍ତା ସାମିଲ ଥିଲେ।

ଲିଙ୍ଗରାଜ ମନ୍ଦିର
Share. Facebook Twitter LinkedIn Email WhatsApp Copy Link

Related Posts

ଓଡ଼ିଶା ପୋଲିସର ଐତିହାସିକ ସଫଳତା: ୬୫୪ ଆନ୍ତଃରାଜ୍ୟ ନିଶା ବେପାରୀ ଗିରଫ

March 20, 2026

ପଖାଳ ଦିବସ ଅବସରରେ ଓଡ଼ିଆ ଭାଇଭଉଣୀମାନଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

March 20, 2026

ପୁଣି ଥରେ ସୁନା ଏବଂ ରୂପା ମୂଲ୍ୟରେ ବୃଦ୍ଧି: ଜାଣନ୍ତୁ ଆଜିର ଦର

March 20, 2026

କେରଳରେ କେତେ ଆସନ ଜିତିବ ବିଜେପି?: ଆଶ୍ଚର୍ଯ୍ୟ ହେବେ ଶଶି ଥରୁରଙ୍କ ଉତ୍ତର ଶୁଣି

March 20, 2026
Latest News

ଓଡ଼ିଶା ପୋଲିସର ଐତିହାସିକ ସଫଳତା: ୬୫୪ ଆନ୍ତଃରାଜ୍ୟ ନିଶା ବେପାରୀ ଗିରଫ

March 20, 2026

ସବୁଠାରୁ ଶକ୍ତିଶାଳୀ ଚୁମ୍ବକ ତିଆରି କରିବ ଭାରତ: ମୋଦି ସରକାରଙ୍କ ବଡ଼ ଯୋଜନା

March 20, 2026

ପଖାଳ ଦିବସ ଅବସରରେ ଓଡ଼ିଆ ଭାଇଭଉଣୀମାନଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

March 20, 2026

ପୁଣି ଥରେ ସୁନା ଏବଂ ରୂପା ମୂଲ୍ୟରେ ବୃଦ୍ଧି: ଜାଣନ୍ତୁ ଆଜିର ଦର

March 20, 2026

କେରଳରେ କେତେ ଆସନ ଜିତିବ ବିଜେପି?: ଆଶ୍ଚର୍ଯ୍ୟ ହେବେ ଶଶି ଥରୁରଙ୍କ ଉତ୍ତର ଶୁଣି

March 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.