Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମରାଠା ଆରକ୍ଷଣ ଉପରେ ଦୁଇ ସପ୍ତାହ ପରେ ଶୁଣାଣି
ଆଜିର ଖବର

ମରାଠା ଆରକ୍ଷଣ ଉପରେ ଦୁଇ ସପ୍ତାହ ପରେ ଶୁଣାଣି

July 12, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ମହାରାଷ୍ଟ୍ର ସରକାରଙ୍କ ମରାଠା ଆରକ୍ଷଣ ଉପରେ ସାମୟିକ ରୋକ୍‌ ଲଗାଇଛନ୍ତି ସୁପ୍ରିମକୋର୍ଟ। ଏହି ମାମଲାକୁ ନେଇ ବମ୍ବେ ହାଇକୋର୍ଟଙ୍କ ନିଷ୍ପତ୍ତି ଉପରେ ରୋକ୍‌ ଲଗାଇବା ସହିତ ଦୁଇ ସପ୍ତାହ ପରେ ଚୂଡାନ୍ତି ଶୁଣାଣି ପାଇଁ ତାରିଖ ଧାର୍ଯ୍ୟ କରିଛନ୍ତି। ମୁଖ୍ୟ ବିଚାରପତି ରଞ୍ଜନ ଗୋଗୋଇଙ୍କ ନେତୃତ୍ବରେ ଗଠିତ ଖଣ୍ଡପୀଠ ୨୦୧୪ରେ ବମ୍ବେ ହାଇକୋର୍ଟଙ୍କ ନିଷ୍ପତ୍ତିକୁ ଚ୍ୟାଲେଞ୍ଜ କରିଛନ୍ତି। ୨୦୧୮ ମସିହାରେ ମରାଠାଙ୍କ ପାଇଁ ସଂରକ୍ଷଣ ପ୍ରତିଶତ ୫୨ରୁ ୬୮ ପ୍ରତିଶତକୁ ବଢାଯାଇଥିଲା। ଜୁନ୍‌ ମାସରେ କାର୍ଯ୍ୟକାରୀ ହୋଇଥିବା ଏହି ନୂତନ ସଂରକ୍ଷଣ ନିୟମ ସୁପ୍ରିମକୋର୍ଟଙ୍କ ନିୟମର ଉଲ୍ଲଂଘନ କରୁଥିବାରୁ ଏହା ଉପରେ ଦୁଇ ସପ୍ତାହର ରୋକ୍‌ ଲଗାଇଛନ୍ତି ମୁଖ୍ୟ ବିଚାରପତି ରଞ୍ଜନ ଗୋଗୋଇ।

Share. Facebook Twitter LinkedIn Email WhatsApp Copy Link

Related Posts

ରଥଖଳାରୁ : ସାରିଲା ନାହାକା ଚକ କାମ

May 5, 2026

ମାତ୍ର ଗୋଟିଏ ଭୋଟ ବି ଭାଗ୍ୟ ବଦଳାଇ ଦିଏ

May 5, 2026

ଆଜିଠାରୁ ମୁଖ୍ୟମନ୍ତ୍ରୀଙ୍କ ତିନିଦିନିଆ ଗୁଜରାଟ ଗସ୍ତ

May 5, 2026

ମେ ୭ ତାରିଖରେ ବିହାର କ୍ୟାବିନେଟ୍ ସମ୍ପ୍ରସାରଣ: ଜାଣନ୍ତୁ କେଉଁ ଦଳରୁ କେତେ ମନ୍ତ୍ରୀ?

May 5, 2026
Latest News

ବଙ୍ଗଳାରେ କିପରି ଭୁଶୁଡ଼ି ପଡ଼ିଲା ମମତା ବାନାର୍ଜୀଙ୍କ ଦୁର୍ଗ?: ଜାଣନ୍ତୁ ଏହି ପାଞ୍ଚଟି ପ୍ରମୁଖ କାରଣ

May 5, 2026

ରଥଖଳାରୁ : ସାରିଲା ନାହାକା ଚକ କାମ

May 5, 2026

ମାତ୍ର ଗୋଟିଏ ଭୋଟ ବି ଭାଗ୍ୟ ବଦଳାଇ ଦିଏ

May 5, 2026

ଆଜିଠାରୁ ମୁଖ୍ୟମନ୍ତ୍ରୀଙ୍କ ତିନିଦିନିଆ ଗୁଜରାଟ ଗସ୍ତ

May 5, 2026

ମେ ୭ ତାରିଖରେ ବିହାର କ୍ୟାବିନେଟ୍ ସମ୍ପ୍ରସାରଣ: ଜାଣନ୍ତୁ କେଉଁ ଦଳରୁ କେତେ ମନ୍ତ୍ରୀ?

May 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.