Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସମ୍ୱଲପୁର ଜିଲ୍ଲାର ବିଭିନ୍ନ ଅଞ୍ଚଳରେ ଆଜିଠୁ ଦୁଇ ଦିନ ହେବ ବିଦ୍ୟୁତ କାଟ୍
ଆଜିର ଖବର

ସମ୍ୱଲପୁର ଜିଲ୍ଲାର ବିଭିନ୍ନ ଅଞ୍ଚଳରେ ଆଜିଠୁ ଦୁଇ ଦିନ ହେବ ବିଦ୍ୟୁତ କାଟ୍

January 16, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ଭୁବନେଶ୍ୱର ଓ କଟକରେ ବିଭିନ୍ନ ସ୍ଥାନରେ ବିଦ୍ୟୁତ ଯୋଗାଣ ବନ୍ଦ ରହିବ।
ଭୁବନେଶ୍ୱର ଓ କଟକରେ ବିଭିନ୍ନ ସ୍ଥାନରେ ବିଦ୍ୟୁତ ଯୋଗାଣ ବନ୍ଦ ରହିବ।

ଭୁବନେଶ୍ଵର: ଟିପିଡବ୍ଲ୍ୟୁଓଡିଏଲ୍ ପକ୍ଷରୁ ୧୩୨/୩୩ କେ.ଭି. ସମ୍ୱଲପୁର ଗ୍ରୀଡ୍ ସବଷ୍ଟେସନରେ ରକ୍ଷଣାବେକ୍ଷଣ କାର୍ଯ୍ୟ ଲାଗି ସମ୍ୱଲପୁର ଜିଲ୍ଲାର ବିଭିନ୍ନ ଅଞ୍ଚଳରେ ଆସନ୍ତା ଦୁଇଦିନ ଧରି ବିଦ୍ୟୁତ୍ ଯୋଗାଣ ବନ୍ଦ ରହିବ। ଏନେଇ ଟିପିଡବ୍ଲୁଓଡିଏଲ ପକ୍ଷରୁ ଆଗୁଆ ସୂଚନା ଦିଆଯାଇଛି।

୧୩୨/୩୩ କେ.ଭି. ସମ୍ୱଲପୁର ଗ୍ରୀଡ୍ ସବଷ୍ଟେସନରେ ରକ୍ଷଣାବେକ୍ଷଣ କାର୍ଯ୍ୟ ଲାଗି ଚେରୁଆପଡ଼ା, ଝାରୁଆପଡ଼ା, ବଡ଼ବଜାର, ବଲବସପୁର, ବାଲିବନ୍ଧା, ବରମୁଣ୍ଡା, ଭାଲୁପାଲି, ଫାର୍ମ ରୋଡ୍, ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ, କାଇଁସିର୍ ରୋଡ଼, ଏନ.ଗୁହା ଲେନ୍, ପିଏଚଡ଼ି, ରେଲୱେ ଷ୍ଟେସନ ଅଞ୍ଚଳ, ସମଲେଶ୍ୱରୀ ମନ୍ଦିର ଅଞ୍ଚଳ, ଲକ୍ଷ୍ମୀଟକିଜ୍, ପୋଲିସ୍ ଲାଇନ୍ ଆଦି ଅଞ୍ଚଳ ଏବଂ ଏହାର ଆଖପାଖ ଅଞ୍ଚଳରେ ଜାନୁଆରୀ ୧୬ ଓ ୧୭ ତାରିଖ ୨ ଦିନ ଧରି ସକାଳ ୯.୩୦ ରୁ ଅପରାହ୍ନ ୩ ଟା ପର୍ଯ୍ୟନ୍ତ ବିଦ୍ୟୁତ୍ ଯୋଗାଣ ବନ୍ଦ ରହିବ।

ସମ୍ୱଲପୁର ଜିଲ୍ଲା
Share. Facebook Twitter LinkedIn Email WhatsApp Copy Link

Related Posts

ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ କଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ

July 15, 2026

କୋଭିଡ-୧୯ ର କୌଣସି ଗୁଜବ କିମ୍ବା ଅପପ୍ରଚାରରେ ଭୟଭୀତ ନହୋଇ ସଚେତନ ରହିବାକୁ ଅପିଲ

July 15, 2026

ପ୍ରଥମ ତ୍ରୈମାସିକରେ ଇଣ୍ଡିଆ ପୋଷ୍ଟର ୪,୦୦୦ କୋଟିରୁ ଅଧିକ ଆୟ

July 15, 2026

ଶିକ୍ଷକ ପ୍ରମୋଦ କୁମାର ସାହୁ ପାଇଲେ ଶିକ୍ଷା ରତ୍ନ ସମ୍ମାନ

July 15, 2026
Latest News

ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ କଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ

July 15, 2026

କୋଭିଡ-୧୯ ର କୌଣସି ଗୁଜବ କିମ୍ବା ଅପପ୍ରଚାରରେ ଭୟଭୀତ ନହୋଇ ସଚେତନ ରହିବାକୁ ଅପିଲ

July 15, 2026

ପ୍ରଥମ ତ୍ରୈମାସିକରେ ଇଣ୍ଡିଆ ପୋଷ୍ଟର ୪,୦୦୦ କୋଟିରୁ ଅଧିକ ଆୟ

July 15, 2026

ଶିକ୍ଷକ ପ୍ରମୋଦ କୁମାର ସାହୁ ପାଇଲେ ଶିକ୍ଷା ରତ୍ନ ସମ୍ମାନ

July 15, 2026

ପ୍ରତିଶ୍ରୁତି ଦେଇ ପ୍ରତାରଣା ବିରୁଦ୍ଧରେ ରାଜଧାନୀର ରାଜରାସ୍ତାରେ ବିଶାଳ ଶିକ୍ଷକ ସମାବେଶ

July 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.